-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||     

HOME   ଜିଲ୍ଲା

ଜାତୀୟ ବିଜ୍ଞାନ ଦିବସ ପରିପାଳିତ

28-Feb-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ସରକାରୀ ମହିଳା ମହାବିଦ୍ୟାଳୟ ଠାରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇ ଯାଇଛି I ଏ ବର୍ଷର ଶୀର୍ଷକ "ବିଜ୍ଞାନରେ ମହିଳା: ବିକଶିତ ଭାରତକୁ ଗତି ପ୍ରଦାନ କରୁଥିବା ଶକ୍ତି" ରାଖାଯାଇଛି।  ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଅରବିନ୍ଦ କୁମାର ଓଝାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ଡ଼ଃ ସୁଧା ଦଣ୍ଡସେନା ଯୋଗ ଦେଇଥିଲେ । ଅଧ୍ୟାପକ ଡଃ ସଦାଶିବ ମଲ୍ଲିକ, ବିଭୂତି ଭୂଷଣ ସାହୁ ପ୍ରମୁଖ ଜାତୀୟ ବିଜ୍ଞାନ ଦିବସର ମହତ୍ତ୍ୱ ଉପସ୍ଥାପନ କରି ସାମ୍ପ୍ରତିକ ସମୟରେ ଆମ ଚରାଚର ବିଶ୍ୱକୁ ବିଜ୍ଞାନର କିଭଳି ଆବଶ୍ୟକତା ରହିଛି ଏବଂ ବିଜ୍ଞାନ ବଳରେ ମଣିଷ କିପରି ସବୁ କ୍ଷେତ୍ରରେ  ଅଗ୍ରଗାମୀ ହୋଇପାରୁଛି ତାର ପ୍ରମାଣପୂର୍ଣ୍ଣ ଉଦାହରଣ ଦେଇ   ବିଜ୍ଞାନର ମହତ୍ତ୍ୱ ପ୍ରତିପାଦନ କରିଥିଲେ I ଡ଼ଃ କୁମାର ସମ୍ଭବ ଚୋପଦାର ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ଅଧ୍ୟାପକ

ଅଜିତ କୁମାର ପଣ୍ଡା ମଞ୍ଚ ପରିଚାଳନା କରିଥିଲେ ଏବଂ ଡ଼ଃ ଭୁବନ ମୋହନ ପଣ୍ଡା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ I ଏ ଅବସରରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ/ ଅଧ୍ୟାପିକା ଏବଂ ବହୁ ଛାତ୍ରୀ ଉପସ୍ଥିତ ଥିଲେ। ଏହି ଅବସରରେ ଆୟୋଜିତ ପ୍ରତିଯୋଗିତାର କୃତୀ ଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ।  ବିଜ୍ଞାନ ବିଭାଗର ଛାତ୍ରୀ ଶ୍ରଦ୍ଧାଞ୍ଜଳି ମିଶ୍ର  ଏବଂ ସୌମ୍ଯରାଣୀ କର୍ଣ୍ଣ  ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026
  ଜିଲ୍ଲା  
ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   17-Aug-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026

You Might Also Like