-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||     

HOME   ଜିଲ୍ଲା

କ୍ଳଷ୍ଟର ସ୍ତରୀୟ ମାସିକ ବୈଠକ

28-Feb-2026



ତୁଷୁରା (ପଞ୍ଚାନନ ନାଏକ) ସରକାରୀ  ପ୍ରାଥମିକ ବିଦ୍ୟାଳୟ ସିର୍ଜାପାଲି ଠାରେ ଡାହିମାଲ କ୍ଲଷ୍ଟରର‌ ଅଷ୍ଟମ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ପ୍ରଧାନ ଶିକ୍ଷକ ଦେବରାଜ ଝାଙ୍କରଙ୍କ ସଭାପତିତ୍ୱରେ ଆୟୋଜିତ ହୋଇ ଯାଇଛି। ଏଥିରେ ସ୍ଥାନୀୟ ଡାହିମାଲ କ୍ଲଷ୍ଟରର ସିଆର୍‌ସିସି ପ୍ରହଲ୍ଲାଦ ଦଣ୍ଡସେନା ଯୋଗ ଦେଇ ମାସିକ ବୈଠକର ଉଦ୍ଦେଶ୍ୟ, ଲକ୍ଷ୍ୟ ଓ ପ୍ରଗତି, କାର୍ଯ୍ୟକ୍ରମ,ଏଜେଣ୍ଡା, ଫେବୃୟାରୀ ମାସର ମାସିକ ବୈଠକ ବିଷୟବସ୍ତୁର ଆଲୋଚନା, ପଞ୍ଚମ ଓ ଅଷ୍ଟମ ଶ୍ରେଣୀର ବାର୍ଷିକ ପରୀକ୍ଷା ପାଇଁ ପ୍ରତିକାରାତ୍ମକ ଶିକ୍ଷଣ, ଯାଦୁ ପେଡ଼ିରେ ଥିବା ସମସ୍ତ ସାମଗ୍ରୀର ବ୍ୟବହାର ଉପରେ ସିଆର୍‌ସିସି ଙ୍କ ଦ୍ଵାରା ଆଲୋଚନା ଓ ଶିକ୍ଷକ ମାନଙ୍କ ଦ୍ଵାରା ଉପସ୍ଥାପନା କରାଯାଇଥିଲା, ଶ୍ରେଣୀ ପର୍ଯ୍ୟବେକ୍ଷଣ ସାଧନୀ (COT), ବିଦ୍ୟାଳୟ ପରିଦର୍ଶନ ଓ ସୁଚିନ୍ତିତ ମତାମତ ପ୍ରଦାନ, ଓ ଶିକ୍ଷଣ ସୋପାନ ରେଜିଷ୍ଟର ପରଖ ୨୦୨୬,ଜିଲ୍ଲା ଭିତ୍ତିକ ଶୈକ୍ଷିକ ଆଲୋଚନା, ଓ ତାଲିମ ସଂକ୍ଷେପଣ ଉପରେ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା କରାଯାଇଥିଲା । ମୁଖ୍ୟ ଅତିଥି ଭାବରେ ପ୍ରଧାନ ଶିକ୍ଷକ ଅଗ୍ନି କୁମାର ନାଏକ, ପ୍ରଧାନ ଶିକ୍ଷକ ପୀତବାସ ମହାଲିଙ୍ଗ ଓ ଏଲ ଏଲ ଏଫ ର ସମ୍ବଳ ଶିକ୍ଷକ ଅବିନାଶ ଶାମଲ,ପୂର୍ଣ୍ଣିମା ପ୍ରଧାନ, ଓ ଅନିଶା ସାହୁ, ପ୍ରମୁଖ ଯୋଗଦେଇ ନିଜସ୍ଵ ମତ ତଥା ଅଭିନବ ପ୍ରୟାସ ଯାହାକି ନୂତନ ଅନୁଭୂତି ଓ ଅଭିଜ୍ଞତା ପ୍ରାପ୍ତ ହେଉଛି ବୋଲି ମତ ବ୍ୟକ୍ତ କରିଥିଲେ।  | ପ୍ରଧାନଶିକ୍ଷକ  ମନୋରଞ୍ଜନ ଭୋଇ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ଶିକ୍ଷକ  ଦେବାନନ୍ଦ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ | ଶିକ୍ଷୟିତ୍ରୀ ସଙ୍ଗୀତା ପ୍ରଧାନ ଶ୍ରେଣୀ ପାଠ ଟୀକା ମୌଳିକ ସଂଖ୍ୟା ଜ୍ଞାନ ଓ ଶିକ୍ଷକ ସରୋଜ କୁମାର ରଣା ସାକ୍ଷରତା ଜ୍ଞାନ ଉପରେ ଶିକ୍ଷାଦାନ ଦେଇଥିଲେ । ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ସୁନା,ଶଶୀଭୂଷଣ ଭୋଇ,କଳାକୃଷ୍ଣ କୁମୁରା, ଜଗବନ୍ଧୁ ଭୋଇ, ପୁରୁଷୋତ୍ତମ ଭୋଇ,କ୍ରିଷ୍ଣା ଭୋଇ ଓ ଏଫ୍ ଏଲ ଏନ ଶିକ୍ଷକ ବୁଦ୍ଧିମତୀ ଝାଙ୍କର, ରମ୍ୟତା ଥନାପତି, ଦିନେଶ କୁମାର ସାହୁ, ଅଶୋକ କୁମାର ଝାଙ୍କର, ଉମାକାନ୍ତ ଝାଙ୍କର, ସରୋଜ କୁମାର ରଣା, ସୁଧିର ନନ୍ଦ ,ପୁଷ୍ପା ମାଝୀ,କାଳୁ ଚରଣ ସେଠି, ଓ ଲକ୍ଷ୍ମଣ ଭୋଇ ସକ୍ରୀୟ ଅଂଶ ଗ୍ରହଣ କରି ସଫଳତା କରାଇଥିଲେ।ପର୍ଯ୍ୟବେକ୍ଷଜ ଭାବେ ଡ଼ାଏଟ ର ଶିକ୍ଷକ ପ୍ରଶିକ୍ଷକା ସାମ୍ରାଜ୍ଞ୍ରି ଐଶ୍ଚର୍ଯ୍ୟା ମିତ୍ରା  ଯୋଗ ଦେଇ ବିଦ୍ୟାଳୟ ପରିଦର୍ଶନ ସହିତ ଅଷ୍ଟମ ମାସିକ ବୈଠକ ପର୍ଯ୍ୟବେକ୍ଷଣ କରି ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026

You Might Also Like