-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||     

HOME   ଜିଲ୍ଲା

*ବି ଡି ଓ ସୁଶାନ୍ତ କୁମାର ରଣାଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା*

28-Feb-2026



(ଡୁଲେଶ୍ୱର ବାଗ );  ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକରେ ୨୦୨୪ ମସିହାରେ ଶ୍ରୀଯୁକ୍ତ ସୁଶାନ୍ତ କୁମାର ରଣା ବି ଡି ଓ ଦାୟୀତ୍ୱ ଗ୍ରହଣ କରି ଅନେକ ସମସ୍ୟାର ସମାଧାନ କରିଥିବା ସହ ଲୋକ ସମ୍ପର୍କରେ ପ୍ରତ୍ୟେକ ଗ୍ରାମରେ ସୁପରିଚିତ ।ଆଜି ଶ୍ରୀଯୁକ୍ତ ରଣା ଅବସର ଗ୍ରହଣ କରିଛନ୍ତି ।ଏହି ଅବସରରେ ବି ଏଫ୍ ଓ ଶରତ ଚନ୍ଦ୍ର ସେଠି ଓ ବଡ଼ବାବୁ ଧନ୍ୱନ୍ତରି ଚଲାନଙ୍କ ସଂଯୋଜନାରେ ଆୟୋଜିତ ବ୍ଲକ ସଭାଗୃହରେ ଅବସର କାଳୀନ ସମ୍ବର୍ଦ୍ଧନା ସଭାରେ ବ୍ଲକ ଅଧ୍ୟକ୍ଷା ପ୍ରେମ ଶିଳା ନାଗ,ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ କ୍ଷୀରୋଦ ନାଏକ,ଜିପିଡିଓ ଭୀଷ୍ମ କୁମାର, ଏ ପି ଓ ରବିନାରାୟଣ ରାଉତ,ସହକାରୀ ଯନ୍ତ୍ରୀ ଯୁଗେଶ୍ଵର୍ ନାଏକ,ସହକାରୀ ଯନ୍ତ୍ରୀ ଦିନ ଶବର,କନିଷ୍ଠ ଯନ୍ତ୍ରୀ ଅମରେନ୍ଦ୍ର ବିଶ୍ଵାଳ, କନିଷ୍ଠ ଯନ୍ତ୍ରୀ ଧର୍ମେନ୍ଦ୍ର ସାହୁ,ଏ ବି ପି ରାକେଶ କୁମାର ଷଡଙ୍ଗୀଙ୍କ ସମେତ ବ୍ଲକର ସମସ୍ତ ବିଭାଗୀୟ ଅଧିକାରୀ,ସମସ୍ତ ପଞ୍ଚାୟତ ନିର୍ବାହୀ ଅଧିକାରୀ,ସମସ୍ତ ଏ ଡି ଇ ଓ,ଜି ଆର୍ ଏସ ଏବଂ ସାମ୍ବାଦିକ ବନ୍ଧୁମାନେ ଉପସ୍ଥିତ ରହିଥିଲେ ।ଗତ ୨୬ ତାରିଖ ଦିନ ମଧ୍ୟ ସେ ବ୍ଲକର କିଛି ଅଧିକାରୀଙ୍କୁ ଧରି ବଣପାହାଡ ଘେରା ଅଞ୍ଚଳ  ପାଟଦର୍ହା ସ୍ଥିର ବାହାଦୂରପାଣିକୁ ଯାଇ ୭ ଜଣ ବିଧବାଙ୍କୁ ଭତ୍ତା ବାଣ୍ଟିବା ସହିତ ଶଯ୍ୟାଶାୟୀ ଏକ ବୁଢ଼ୀ ମାଆଙ୍କ ଚିକିତ୍ସା ପାଇଁ ବ୍ୟବସ୍ଥା କରିଥିଲେ । ଶ୍ରୀଯୁକ୍ତ ରଣା ନିଜ ଦାୟୀତ୍ୱକୁ ସୁଚାରୁ ରୂପେ ସମ୍ପାଦନ କରି ବ୍ଲକର ବିଭିନ୍ନ କ୍ଷେତ୍ରରେ ଉନ୍ନତି ଆଣିଥିବା ବିଷୟ ଗୁଡ଼ିକୁ ଉପସ୍ଥିତ ସମସ୍ତ ଅଧିକାରୀ ଉପସ୍ଥାପନା କରି ଖୁସିରେ ବିଦାୟ ଦେବା ସହିତ ଶ୍ରୀଯୁକ୍ତ ସୁଶାନ୍ତ କୁମାର ରଣାଙ୍କ ଆଗାମୀ ଦିନ ଗୁଡ଼ିକରେ ଭଗବାନ ଖୁସି ହିଁ ଖୁସି ଭରିଦିଅନ୍ତୁ ବୋଲି ସମସ୍ତେ କାମନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026

You Might Also Like