-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||     

HOME   ଜିଲ୍ଲା

ପିଏମଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଜ୍ଞାନ ଦିବସ ପାଳିତ

28-Feb-2026



ବଲାଙ୍ଗୀର(ପ୍ରେରଣା ଖବର):ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ମହାନ ବିଜ୍ଞାନୀ ସି.ଭି.ରମଣଙ୍କ ପ୍ରଭାବ ଆବିଷ୍କାରକୁ ସ୍ମରଣ କରି ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସେବାଶ୍ରୀ ଭୋଇଙ୍କ ମାର୍ଗଦର୍ଶନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଚଳିତ ବର୍ଷ-୨୦୨୬ ର ଜାତୀୟ ବିଜ୍ଞାନ ଦିବସର ବିଷୟ "ବିଜ୍ଞାନରେ ମହିଳା:ବିକଶିତ ଭାରତର ଅନୁପ୍ରେରକ" ଯାହାର ମୂଳ ଉଦ୍ଦେଶ୍ୟ ହେଉଛି ୨୦୪୭ ସୁଦ୍ଧା ବିକଶିତ ଭାରତର ଲକ୍ଷ୍ୟ ପ୍ରାପ୍ତି ପାଇଁ ମହିଳା ବୈଜ୍ଞାନିକଙ୍କ ଯୋଗଦାନକୁ ଉତ୍ସାହିତ କରିବା ସେ ଉପରେ ବିଦ୍ୟାଳୟର ବରିଷ୍ଠ ବିଜ୍ଞାନ ଶିକ୍ଷୟତ୍ରୀ ଜ୍ୟୋତିର୍ମୟୀ ପୂଝାହାରୀ ଓ ନୂତନ ନାୟକ ବିସ୍ତୃତ ଭାବେ ଆଲୋଚନା କରିଥିଲେ। ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟତ୍ରୀ ସ୍ୱରୂପା ମଞ୍ଜରୀ ସାମନ୍ତରା ନିଜ ବକ୍ତବ୍ୟରେ ରମଣ ପ୍ରଭାବ ବିଷୟରେ ଛାତ୍ରୀମାନଙ୍କୁ ସଚେତନ କରିଥିଲେ। ଏହି ଅବସର ରେ ଛାତ୍ରୀ ଦମୟନ୍ତୀ ଖୁଆସ, ସ୍ମୃତି ଶିଖା କୁମ୍ଭାର ଓ ମାନସୀ ରାଣୀ ଦାଶ ସି.ଭି.ରମଣଙ୍କ ଜୀବନୀ ତଥା ବିଜ୍ଞାନ ଦିବସର ଅନୁଚିନ୍ତା ବିଷୟରେ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ଆୟୋଜିତ କୁଇଜ କାର୍ଯ୍ୟକ୍ରମକୁ ବିଜ୍ଞାନ ଶିକ୍ଷୟତ୍ରୀ ଧାରାଶ୍ରୀ ଧୀମୟୀ ବେହେରା, ସୋମନାଞ୍ଜଳୀ ସାହୁ ପରିଚାଳନା କରି ଥିଲେ। କୃତୀ ଛାତ୍ରୀ ଅର୍ଚ୍ଚନା ବେହେରା, ସ୍ମୃତି ଶିଖା କୁମ୍ଭାର, ରୁଚିକା ସାଏ, ମାନସୀ ରାଣୀ ଦାଶ, ଦମୟନ୍ତୀ ଖୁଆସ,ଅଙ୍କିତା ନାଏକ, ସ୍ମୃତି ପ୍ରିୟା ସାହୁ, ଅମନଲାଲ ଶତପଥି, ଶ୍ୟାମ କୁଶୁଳିଆ, ରୁପାଲୀ ମଧୁସ୍ମିତା ମହାଲିଙ୍ଗଙ୍କୁ ପୁରସ୍କୃତ କରାଯାଇ ଥିଲା। କାର୍ଯ୍ୟକ୍ରମରେ ବିଜ୍ଞାନ ଶିକ୍ଷୟତ୍ରୀ ପ୍ରିୟମ୍ବଦା ଦେବ, ସବିତା ମିଶ୍ର, ସ୍ୱରୂପା ହୋତା,ଜସ୍ମିନ ସାହୁ, ଲିଲି ଭୋଇ,ପୂଜା ଦାଶ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026

You Might Also Like