-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ପଟାଭାଡ଼ି ନର୍ସରୀ ଠାରେ ବିଦାୟ କାଳୀନ ସମ୍ବର୍ଧନା ସଭା ଅନୁଷ୍ଟିତ*

28-Feb-2026



ସୋନପୁର ( ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ବନ ବିଭାଗର ପଟାଭାଡ଼ି ନର୍ସରୀ ଠାରେ  ଏକ ବିଦାୟ କାଳୀନ ସମ୍ବର୍ଧନା ସଭାର ଅୟୋଜନ ହୋଇଥିଲା । ସଭାରେ ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀ ମଦନଲାଲ ଶର୍ମାଙ୍କୁ ଅବସରକାଳୀନ ଭବ୍ୟ ସମ୍ବର୍ଧନା ଜ୍ଞାପନ କରାଯାଇଥିଲା । ଏହି ସଭାରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଏସପି ଶ୍ରୀ ନାରାୟଣ ନାଏକ ଓ ସ୍ବତନ୍ତ୍ର ଅତିଥି ଭାବେ ବଲାଙ୍ଗିର ଜିଲ୍ଲା ବନଖଣ୍ଡ ଅଧିକାରୀ ତଥା ନୂତନ ଭାବରେ ସୁବର୍ଣ୍ଣପୁର ଜିଲ୍ଲା ଭାରପ୍ରାପ୍ତ ବନଖଣ୍ଡ ଅଧିକାରୀ ଶ୍ରୀ ଅଜିତ ବିଶି, ସମ୍ମାନିତ ଅତିଥି ଭାବେ ଆରସିସିଏଫ୍ ସନ୍ତୋଷ ଯୋଶୀ, ବଲାଙ୍ଗିର ଏସିଏଫ୍ ମାନସ ବେହେରା, ସୁବର୍ଣ୍ଣପୁର ଏସିଏଫ୍ ଗିରିଧାରୀ ନାଗ, ବୀରମହାରାଜପୁର ଏସିଏଫ୍ ଅବିନାଶ ବରିହା, ସୋନପୁର ଉପଖଣ୍ଡ ବନାଞ୍ଚଳ ଅଧିକାରୀ ଶ୍ରୀ ସୁବାଷ ମହାପାତ୍ର ଯୋଗଦେଇ ଡିଏଫଓ ଶ୍ରୀ ଶର୍ମା ଙ୍କୁ ଫୁଲତୋଡା ଉପଢୌକନ ମାନପତ୍ର ପ୍ରଦାନ ପୂର୍ବକ ସମ୍ବର୍ଧନା ଜ୍ଞାପନ କରିଥିଲେ ଓ ଅବସର ଜୀବନରେ ସୁଖ ଶାନ୍ତି ପାଇଁ ଶୁଭକାମନା ଜଣାଇଥିଲେ । ଓ ନୁତନ ଡିଏଫଓ ଶ୍ରୀ ଅଜିତ ବିଶିଙ୍କୁ ବିଭାଗ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା l ଶ୍ରୀ ଶର୍ମା ଜଙ୍ଗଲ ସୁରକ୍ଷା ଦିଗରେ ଉତ୍ସର୍ଗୀକୃତ ସେବା ଜାରି ରଖିବାକୁ ପରାମର୍ଶ କରିଥିବା ବେଳେ ନୂତନ ଡିଏଫଓ ଶ୍ରୀ ବିଶି ଜଙ୍ଗଲ ସହ ବନ୍ୟ ସୁରକ୍ଷା ଓ ଅଗ୍ନି ନିରାପତ୍ତା ଦିଗରେ ସଜାଗ ରହିବାକୁ ଆଜି ପ୍ରଥମେ ସମସ୍ତ କର୍ମଚାରୀଙ୍କୁ ନିବେଦନ କରିଛନ୍ତି । ସେହିପରି ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ମଧ୍ୟ ଶ୍ରୀ ଶର୍ମା ଙ୍କୁ ମାନପତ୍ର ପ୍ରଦାନ କରି ସମ୍ବର୍ଧିତ କରାଯାଇଥିଲା l ଓ ନୂତନ ଡିଏଫ୍ଓ ଙ୍କୁ ସ୍ବାଗତ କରାଯାଇଥିଲା l ସଭାରେ ଉଲୁଣ୍ଡା ରେଞ୍ଜର ଦେବରାଜ ଛତ୍ରିଆ, ବିନିକା ରେଞ୍ଜର ଡମ୍ବରୁଧର ପ୍ରଧାନଙ୍କ ସମେତ ଜିଲ୍ଲାର ସମସ୍ତ ରେଞ୍ଜ ଅଫିସର, କର୍ମଚାରୀ, ଅନେକ ବୁଦ୍ଧିଜୀବି, ସାମ୍ୱାଦିକ ପ୍ରମୁଖ ଯୋଗ ଦେଇଥିଲେ । ସୋନପୁର ଫରେଷ୍ଟର ଶ୍ରୀ ଭକ୍ତବନ୍ଧୁ ମିଶ୍ରଙ୍କ ତତ୍ୱାବଧାନରେ ଆଜିର ସମସ୍ତ କାର୍ଯ୍ଯକ୍ରମ ଅନୁଷ୍ଟିତ ହୋଇଥିଲା l ବୀରମହାରାଜ ଏସିଏଫ୍ ଅବିନାଶ ବରିହା ସଭାପରିଚାଳନା କରିଥିବା ବେଳେ ରେଞ୍ଜ ଅଫିସର ପ୍ରସନ୍ନ କୁମାର ନାଏକ ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026

You Might Also Like