-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||     

HOME   ଜିଲ୍ଲା

ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ

01-Mar-2026



(ରଂଜିତ ମହାନ୍ତି )
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗବରୀ ବ୍ଲକର ଜୀବନ ରେଖା ବରୀ ମାଉଣ୍ଡ-ରାମଚନ୍ଦ୍ରପୁର ରାସ୍ତା । ଏହି ରାସ୍ତାରେ ରହିଛି କନ୍ତକାର ସେତୁ । ପୂର୍ବରୁ ଏହି ରାସ୍ତା ଜଳ ସମ୍ପଦ ବିଭାଗ ଅଧିନରେ ଥିଲା ବେଳେ ଏବେ ପୂର୍ତ୍ତ ବିଭାଗ ନିକଟରେ ରହିଛି । ନିକଟରେ ଏହି ରାସ୍ତା ପ୍ରଶସ୍ଥ କରାଯାଇ ନୂତନ ଭାବେ ପିଚୁ କରାଯାଇଛି । ବିଭିନ୍ନ ସ୍ଥାନରେ ଆଲୁମିନିୟମ ବାଡ଼ା ବି ନିର୍ମାଣ ହୋଇଛି । ହେଲେ ବିଡ଼ମ୍ବନାର ବିଷୟ ବିପଦପୂର୍ଣ୍ଣ କନ୍ତକାର ସେତୁର ବାଡ଼ା ପୁନଃ ନିର୍ମାଣ କରିବାକୁ ବିଭାଗ ଗୁରୁତ୍ୱ ଦେଇ ନାହିଁ । ସତେ ଯେମିତି ବିଭାଗ ପଥଚାରୀଙ୍କୁ ମରଣ ମୁହଁକୁ ଠେଲି ଦେବାକୁ ପଣ କରିଛି । ସେତୁ ନିକଟ ରାସ୍ତାରୁ ପଥଚାରୀ କିମ୍ବା ଗାଡି ଖସି ପଡିଲେ ପ୍ରାୟ ୨୦ ଫୁଟ ତଳେ ପଡିବ । ଏହି ସ୍ଥାନରେ ବିପୁଳ ପରିମାଣର ପଥର ଗଦା ହୋଇଛି । ତେଣୁ ସ୍ଥିତି କଣ ହେବ ତାହା ସ୍ପଷ୍ଟ ଅନୁମେୟ ।
ଏହି ରାସ୍ତା ଦେଇ ଦୈନିକ ଶହ ଶହ ସଂଖ୍ୟାରେ ବଡ଼ ଛୋଟ ଗାଡି ସହିତ ବାଇକ, ସାଇକେଲ ଗତାଗତ କରୁଛି । ସାମାନ୍ୟ ଅସାବଧାନତା ବିପଦର କାରଣ ହେବା ନିଶ୍ଚିତ । ହେଲେ ବିଭାଗୀୟ ଅଧିକାରୀ ଏଠାରେ କାହିଁକି ସ୍ଥାୟୀ ବାଡ଼ା ନିର୍ମାଣ କରୁ ନାହାନ୍ତି ତାହା ସମସ୍ତଙ୍କୁ ଚକିତ କରିଛି । ତୁରନ୍ତ ଏହି ସେତୁର ଉଭୟ କଡ଼ରେ ବାଡ଼ା ନିର୍ମାଣ କରିବାକୁ ସାଧାରଣରେ ଦାବି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026

You Might Also Like