-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||     

HOME   ଜିଲ୍ଲା

ଡାହାଣୀଖିଆ ରେ ବାର୍ଷିକ ମହୋତ୍ସବ ଓ ସାଂସ୍କୃତିକ କାର୍ଯ୍ୟ ଅନୁଷ୍ଠିତ

01-Mar-2026



ଜଗତସିଂହପୁର(ଚିନ୍ମୟ ବିଶ୍ୱାଳ):  ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ୍ ର କୋରୁଅ ପଞ୍ଚାୟତ ଅନ୍ତର୍ଗତ ଡାହାଣୀଖିଆ  ଗ୍ରାମରେ ପୂର୍ବ ବର୍ଷ ଭଳି ଏବର୍ଷ ମଧ୍ୟ ବହୁ ଆଡମ୍ବରରେ ଗ୍ରାମ ଦେବତୀ ମା ଚର୍ଚ୍ଚିକାଇ , ବାସୁଦେବ ଗାଦି ଓ ବାବା  ଶ୍ରୀ ଶ୍ରୀ ଜଟାଧାରୀଙ୍କ ବାର୍ଷିକ ଉତ୍ସବ ଅନୁଷ୍ଠିତ ହେଉଛି । ଏହି ଉତ୍ସବ ରେ ଅଖଣ୍ଡବତୀ ପ୍ରଯୋଲନ  , ଅଷ୍ଟମ ପ୍ରହର ନାମଜଜଞ୍ଜ୍ ,  ବାଦୀ ପାଲା , ଲଉଡ଼ି ନୃତ୍ୟ ଓ ପ୍ରବଚନ ର କାର୍ଯ୍ୟକ୍ରମ ଅଛି । ଗ୍ରାମର ଜଟାଧାରୀ ପାଲା ମଣ୍ଡପରେ ଓଡ଼ିଶାର ଉଚ୍ଚକୋଟୀର ଓ ସୁନାମଧନ୍ୟ ଗାୟକ ମାନଙ୍କ ଦ୍ଵାରା ପାଲା ପରିବେଷଣ କରାଯାଏ ।ଉକ୍ତ ଜିଲ୍ଲାରେ ଯେତେ ସବୁ ପୁରାତନ ଅନୁଷ୍ଠାନ ଅଛି ତାହା ମଧ୍ୟରୁ ଏହି ଅନୁଷ୍ଠାନ ଅନ୍ୟତମ । ଏହି ଉତ୍ସବରେ ସମସ୍ତ ଗ୍ରାମବାସୀ ଓ ଆଖ ପାଖ ଅଞ୍ଚଳର ବହୁତ ଜନସାଧାରଣ, ଭକ୍ତବୃନ୍ଦଙ୍କ ସମାଗମ ହୁଏ । ଆଜିଠାରୁ  ଦଶ ଦିନ ପର୍ଯନ୍ତ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।ତେଣୁ , ଏହାକୁ ଦୃଷ୍ଟିରେ ରଖି ,  କିଛି ଅସାଧୁ ବ୍ୟକ୍ତି ଓ ନିଶାଡୀ ମାନଙ୍କ ପାଇଁ  ଗ୍ରାମବାସୀମାନେ ପୋଲିସ୍ ପ୍ରଶାସନର ସହାୟତା ନେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026

You Might Also Like