-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||     

HOME   ଜିଲ୍ଲା

ବିନିକା ପାଇଁ ଗୌରବ ଆଣିଲେ ଜିତେନ୍ଦ୍ରିୟ,ଓସିଏ ଅମ୍ପାୟର ପରୀକ୍ଷାରେ ଉତ୍ତୀର୍ଣ୍ଣ

01-Mar-2026



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା ବିନିକା ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ଚରଦା ଗ୍ରାମ ସ୍ଥିତ ଜିତେନ୍ଦ୍ରିୟ ଥନାପତି ଓସିଏ ଅମ୍ପାୟର ପରୀକ୍ଷାରେ ୧୦୦ରୁ ୫୩.୩୩ପ୍ରତିଶତ ମାର୍କ ରଖି ଉତ୍ତୀର୍ଣ୍ଣ ହୋଇ ସାରା ବିନିକା ଅଞ୍ଚଳ ପାଇଁ ଗୌରବ ଆଣିଥିବାରୁ କ୍ରୀଡା ପ୍ରେମୀ ମହଲରେ ଖୁସିର ଲହରୀ ଖେଳିଯାଇଛି।ପ୍ରକାଶ ଯୋଗ୍ୟ ଗତ ୨୦୨୫ବର୍ଷ ଜୁନ ମାସ ୨୮ତାରିଖରେ ଅମ୍ପାୟର ଚୟନ ନେଇ ଓସିଏ ତରଫରୁ ପରୀକ୍ଷା ହୋଇଥିଲା ଏଥିରେ ରାଜ୍ୟର ବିଭିନ୍ନ କୋଣ ଅନୁକୋଣରୁ ପ୍ରାୟ ୧୨୬ଜଣ ଭାଗନେଇଥିଲେ ।ସେଥିରୁ ସୁବର୍ଣ୍ଣପୁର ଜିଲ୍ଲାର ଜିତେନ୍ଦ୍ରିୟ ଥନାପତି ଏକମାତ୍ର ପ୍ରତିଯୋଗୀ ଭାବେ ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି ।ସୂଚନା ଯୋଗ୍ୟ ଯେ ଜିତେନ୍ଦ୍ରିୟ ଓଡ଼ିଶା ଫୁଟବଲ ଏସୋସିଏସନର ରେଫରୀ ଭାବରେ ନିଯୁକ୍ତି ପାଇ ରାଜ୍ୟ ସ୍ତରରେ ଆୟୋଜିତ ଫୁଟବଲ ମ୍ୟାଚ ଗୁଡିକରେ ରେଫରୀ ଭାବେ ଦାୟିତ୍ଵ ନିର୍ବାହ କରି ଆସୁଛନ୍ତି ।ବର୍ତ୍ତମାନ ସେ ନୂତନ କରି ଅମ୍ପାୟର ଭାବେ ଚୟନ ହୋଇଥିବାରୁ ଓସିଏ ତରଫରୁ ଆୟୋଜିତ ହେବାକୁ ଯାଉଥିବା କ୍ରିକେଟ ମ୍ୟାଚ୍ ଗୁଡିକରେ ଦାୟିତ୍ଵ ନିର୍ବାହ କରିବେ ।ଜିତେନ୍ଦ୍ରିୟଙ୍କ ଏହି ସଫଳତା ପରେ ବିଶେଷ କରି ସାରା ବିନିକା ଅଞ୍ଚଳରେ କ୍ରିକେଟ ଖେଳର ଅଭିବୃଦ୍ଧି ଘଟିବା ସହ ଖେଳାଳିଙ୍କ ମନୋବଳ ମଧ୍ୟ ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି।ଅଞ୍ଚଳ ପାଇଁ ଜିତେନ୍ଦ୍ରିୟ ସଫଳତା ଆଣିଥିବାରୁ  ବିନିକା ସ୍ପୋର୍ଟସ କ୍ଲବ ସଭାପତି ସୋମନାଥ ମିଶ୍ର ଓ ଅଫିସ ଇନଚାର୍ଜ ହିମାଂଶୁ ଶେଖର ପୁଟେଲ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026

You Might Also Like