-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||     

HOME   ଜିଲ୍ଲା

ତୃତୀୟ ସୁକତେଲ ମହୋତ୍ସବ ଉଦଘାଟିତ

01-Mar-2026



ବଲାଙ୍ଗୀର (ଦେବାଶିଷ ବହିଦାର ): ବଲାଙ୍ଗୀର ସଦର ବ୍ଲକ ଅନ୍ତର୍ଗତ ବାନ୍ଧନଘୋର ଗ୍ରାମ ଠାରେ ତୃତୀୟ ସୁକତେଲ ମହୋତ୍ସବ ଉଦଘାଟିତ ହୋଇ ଯାଇଛି । ସ୍ବେଚ୍ଛାସେବୀ ଅନୁଷ୍ଠାନ ନେସନାଲ ସର୍ଭିସ ଫାଉଣ୍ଡେସନ, ବଲାଙ୍ଗୀର, ସୁକତେଲ ମହୋତ୍ସବ କମିଟି ଓ ଓଡିଶା ସରକାରଙ୍କର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ସହଯୋଗରେ ଅନୁଷ୍ଠିତ ଏହି ମହୋତ୍ସବ ୨୮ ଫେବୃୟାରୀ ରୁ ୩ ମାର୍ଚ୍ଚ ପର୍ଯ୍ୟନ୍ତ ଚାରି ଦିନ ବ୍ୟାପି ଅନୁଷ୍ଠିତ ହେବ।ଲୁପ୍ତ ପ୍ରାୟ ଲୋକନୃତ୍ୟ, ଗୀତ ସହିତ କଳାକାର ସମାବେଶ,ସଂସ୍କୃତି ଚର୍ଚ୍ଚା ଓ ସମ୍ବର୍ଦ୍ଧନା ଉତ୍ସବ ପ୍ରତ୍ୟେକ ଦିନ ଅପରାହ୍ନ ୨ଟା ରୁ ରାତି ୧୦ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୂଆପଡା ଜିଲ୍ଲାରୁ ଦଣ୍ଡ କଳାକାର ଓ ସାଂସ୍କୃତିକ ଦଳ କାର୍ଯ୍ୟକ୍ରମ ପରିବେଷଣ କରିବେ।ବିଭିନ୍ନ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧନା ମଧ୍ୟ ପ୍ରଦାନ କରାଯିବ। ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବ୍ୟାଙ୍କ ଅଫ ବରୋଦାର ମ୍ୟାନେଜର ସୁବ୍ରତ ନାୟକ ମୁଖ୍ୟ ଅତିଥି ଓ ଅନ୍ୟତମ ଅତିଥି ଭାବରେ ସଙ୍ଗୀତ ସାଧନା ଅନୁଷ୍ଠାନର ମୁଖ୍ୟ ଶଙ୍କର ବେହେରା ଯୋଗ ଦେଇ ଥିଲେ। ବରିଷ୍ଠ ଶିକ୍ଷାବିତ ଓ ସଂସ୍କୃତି ଗବେଷକ ଟଙ୍କଧର ଛତ୍ରିଆଙ୍କୁ ସମ୍ବର୍ଦ୍ଧିତ କରାଯାଇ ଥିଲା।ସଭାରେ ସଭାପତିତ୍ୱ କରିଥିଲେ ପ୍ରଣୟ ଆନନ୍ଦ କୁମାର ତ୍ରିପାଠୀ।ଉପଦେଷ୍ଟା ମଳୟ ଆନନ୍ଦ କୁମାର ତ୍ରିପାଠୀଙ୍କ ପରିଚାଳନାରେ ଅନୁଷ୍ଠିତ ସଭାରେ ସଂଯୋଜନା କରିଥିଲେ ଦେବାଶିଷ ପାଣ୍ଡିଆ।ସଭା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ବିଶ୍ୱଜିତ

କୁମାର ନାଥ।ପ୍ରଥମ ଥର କଂସ ଦରବାର ସହିତ ଲୋକଙ୍କର ମନୋରଞ୍ଜନ ପାଇଁ ମୀନାବଜାରର ବ୍ୟବସ୍ଥା କରାଯାଇଛି।ବିଭିନ୍ନ ଦିବସରେ ମାନ୍ୟବର ମନ୍ତ୍ରୀ,ବିଧାୟକ ତଥା ପ୍ରଶାସନିକ ଅଧିକାରୀମାନେ ଯୋଗଦେବେ ବୋଲି ଆୟୋଜକମାନେ ସୂଚନା ପ୍ରଦାନ କରିଛନ୍ତି।ଏହି ମହୋତ୍ସବରେ ଆଖପାଖ ଦଶଟି ପଂଚାୟତ ତଥା ସୁକତେଲ ବିସ୍ଥାପିତ କଲୋନୀର ହଜାର ହଜାର ଜନସାଧାରଣ ଯୋଗ ଦେଇ ନିଜର ସାଂସ୍କୃତିକ ଭାବର ଆଦାନ ପ୍ରଦାନ କରିବେ। ସଂଗୀତ ସାଧନା ଲୋଇସିଂହା ଓ ଢାପ ପଏଁରୀ କଳା ପରିଷଦ ଟିଟିଲାଗଡ ର  କଳାକାର ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026

You Might Also Like