-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

*ଡ଼ାକ୍ତର ଦୈତ୍ୟ ନାରାୟଣ ପାଢ଼ୀଙ୍କୁ ଅବସରକାଳୀନ ଭବ୍ୟ ସମ୍ବର୍ଦ୍ଧନା*

01-Mar-2026



(ମନୋରଞ୍ଜନ ତ୍ରିପାଠୀ )
ପ୍ରାୟ ଚାରି ଦଶନ୍ଧି ଧରି ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗରେ ସେବା ପ୍ରଦାନ କରିଥିବା ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡ଼ାକ୍ତର ଦୈତ୍ୟ ନାରାୟଣ ପାଢ଼ୀ ଫେବୃୟାରୀ ୨୮ ତାରିଖରେ ସରକାରୀ ଚାକିରିରୁ ଅବସର ଗ୍ରହଣ କରୁଥିବା ବେଳେ ୨୭ ତାରିଖ ଅପରାହ୍ନରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀମାନେ ତାଙ୍କୁ ଅବସରକାଳୀନ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି । ଜିଲ୍ଲା ତାଲିମ କେନ୍ଦ୍ରରେ ଅନୁଷ୍ଠିତ ଏହି ସଭାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ାକ୍ତର ଉଷାରାଣୀ ଦାଶ ଅଧ୍ୟକ୍ଷତା କରିଥିବା ବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଧିକ୍ଷକଙ୍କ ସମେତ ସମସ୍ତ ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ, ଡ଼ାକ୍ତର, ବିଭିନ୍ନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଅଧିକ୍ଷକ, ଜନସ୍ବାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ, ନର୍ସିଂ ଅଧିକାରୀ, ଜାତୀୟ ସ୍ୱାସ୍ଥ୍ୟ ମିଶନ ଏବଂ ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ । ଏକ ଭାବାବେଗ ପରିବେଶରେ  ଉପସ୍ଥିତ ଅଧିକାରୀ ଏବଂ କର୍ମଚାରୀମାନେ ଡ଼ାକ୍ତର ପାଢ଼ୀଙ୍କ କାର୍ଯ୍ୟଦକ୍ଷତା ଏବଂ କର୍ମନିଷ୍ଠ ଭାବର ଭୂୟସୀ ପ୍ରଶଂସା କରିଥିଲେ ଏବଂ ତାଙ୍କ ସୁସ୍ଥ ଓ ସୁଖମୟ ଅବସର ଜୀବନର କାମନା କରିଥିଲେ । ସମ୍ବର୍ଦ୍ଧନାର ପ୍ରତ୍ୟୁତ୍ତରରେ ଡାକ୍ତର ପାଢ଼ୀ ସମସ୍ତକୁ ଧନ୍ୟବାଦ ଦେବା ସହ ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ । ସଭାଟିକୁ ଅକୃର ହୋତା ପରିଚାଳନା କରିଥିବା ବେଳେ ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ ସାହୁ, ନାରାୟଣ ରଥ, ସଞ୍ଜୟ ପଣ୍ଡା ପ୍ରମୂଖ ସଭା ଆୟୋଜନରେ ବିଶେଷ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026

You Might Also Like