-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||     

HOME   ଜିଲ୍ଲା

ଇମ୍ପାରିୟାଲ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ୨୦୨୬ ଉଦ୍‌ଯାପିତ

01-Mar-2026



ପୁରୁଷ ବର୍ଗରେ ଚମ୍ପିୟାନ ଅଫ୍ ଚମ୍ପିୟାନ ହେଲେ କଳାହାଣ୍ଡିର ଦେବେନ୍ଦ୍ର ନାଏକ

ବଲାଙ୍ଗିର(ପ୍ରେରଣା ଖବର)- କଳିଙ୍ଗ ବଡି ବିଲଡିଂ ଏସୋସିଏସନ ବଲାଙ୍ଗିର ଜିଲ୍ଲା ଶାଖା ତରଫରୁ ଆୟୋଜିତ ହୋଇଥିବା ଇମ୍ପାରିୟାଲ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଯାପନ ହୋଇଯାଇଛି । ଏହି ଚମ୍ପିୟାନସିପ୍ ରାଜ୍ୟର ୧୯ଟି ଜିଲ୍ଲାର ୧୨୫ ଜଣ ଖେଳାଳି ୭ଟି ଓଜନ ବିଭାଗ, ପୁରୁଷ ଫିଡିକ୍ ରେ ଦୁଇଟି ବିଭାଗ ଓ ମାଷ୍ଟର କେଟାଗୋରି ରେ ଗୋଟିଏ ବିଭାଗ ସହ ମହିଳା ବିଭାଗରେ ମଧ୍ୟ ପ୍ରତିଯୋଗିତା ହୋଇଥିଲା । ଜାତୀୟ ସ୍ତର ବିଚାରକ ସନ୍ତୋଷ ମହାନ୍ତି, ବାଳକୃଷ୍ଣ ବାଗ, ଏମ୍‌.କେ. ସ୍ୱାଇଁ ଓ ଅମିତାବ ପରିଡା ଙ୍କ ଦ୍ୱାରା ଗଠିତ ହୋଇଥିବା ବିଚାରକ ମଣ୍ଡଳି ପ୍ରତିଯୋଗୀମାନଙ୍କର ପ୍ରଦର୍ଶନ କୁ ଆକଳନ କରିଥିଲେ ।  ଏହି ପ୍ରତିଯୋଗିତାରେ ପୁରୁଷ ଚମ୍ପିୟାନ ଅଫ୍ ଚମ୍ପିୟାନ ଟ୍ରଫି କଳାହାଣ୍ଡିର ଦେବେନ୍ଦ୍ର ନାଏକ ହାସଲ କରିଥିବା ବେଳେ ମହିଳା ବିଭାଗରେ ସମ୍ବଲପୁର ର ଉର୍ମିଳା ବେହେରା ଚମ୍ପିୟାନ ଅଫ୍ ଚମ୍ପିୟାନ ଅଖ୍ୟା ହାସଲ କରିଥିଲେ । ଦିନ ତମାମ ଅନୁଷ୍ଠିତ ହୋଇଥିବା ଏହି ପ୍ରତିଯୋଗିତା ମେନ୍ ଫିଜିକ୍ ବିଭାଗରେ ଯାଜପୁର ର ଲକ୍ଷ୍ମୀଧର ସାହୁ ପ୍ରଥମ, ବଲାଙ୍ଗିର ର ଅଭିଷେକ ବିଭାର ଦ୍ୱିତୀୟ, କଟକର ବିଷ୍ଣୁ ବେହେରା ତୃତୀୟ ସ୍ଥାନ ହାସଲ କରିଥିଲେ । ମେନ୍ ଫିଜିକ୍ ଟଲ କେଟାଗୋରିରେ ସମ୍ବଲପୁରର ତରୁଣ ମହାକୁର ପ୍ରଥମ, ରାୟଗଡାର ଡି.ଭେଙ୍କଟ ପ୍ରସାଦ ଦ୍ୱିତୀୟ, ଭଦ୍ରକର ଦିପକ କୁମାର ଦାଶ ତୃତୀୟ ସ୍ଥାନ ହାସଲ କରିଥିଲେ । ମହିଳା ବିଭାଗରେ ସମ୍ବଲପୁରର ଉର୍ମିଳା ବେହେରା ପ୍ରଥମ, ବଲାଙ୍ଗିର ର ଶିବାନୀ ନାଏକ ଦ୍ୱିତୀୟ, ସମ୍ବଲପୁର ର ପୂଜା ଗୁପ୍ତା ତୃତୀୟ, ରାୟଗଡାର ସସ୍ମିତା ମାଝି ଚତୁର୍ଥ ଏବଂ ନୂଆପଡାର ଯାଜ୍ଞସେନି ପଣ୍ଡା ପଂଚମ ସ୍ଥାନ ଅଧିକାର କରିଥିଲେ । ଠିକ୍ ସେହିପରି ୫୫ କେଜିି ରୁ କମ୍ ଓଜନ ବର୍ଗରେ ପୁରୀ ର ଆଦିତ୍ୟ ନାରାୟଣ ରଣା ପ୍ରଥମ, ସମ୍ବଲପୁର ର ଅକ୍ଷୟ କୁମ୍ଭାର ଦ୍ୱିତୀୟ, ଝାରସୁଗୁଡାର ଆଶୁ କୁମାର କେଶରି ତୃତୀୟ ସ୍ଥାନ ହାସଲ କରିଥିଲେ । ୬୦ କେଜିରୁ କମ୍ ବୟସ ବର୍ଗରେ କଳାହାଣ୍ଡିର ଦେବେନ୍ଦ୍ର ନାଏକ ପ୍ରଥମ, କେନ୍ଦ୍ରାପଡାର ତନମୟ ସାହୁ ଦ୍ୱିତୀୟ ଓ ବଲାଙ୍ଗିର ର ଅଭିଷେକ ବିଭାର ତୃତୀୟ ସ୍ଥାନ ହାସଲ କରିଥିଲେ । ୬୫ କେଜି ରୁ କମ୍ ଓଜନ ବର୍ଗରେ ଯାଜପୁର ର ଚନ୍ଦନ ବିଶ୍ୱାଲ ପ୍ରଥମ, ବଲାଙ୍ଗିର ର ବୁଲୁ ବାଗ

ମହିଳା ବର୍ଗରେ ସମ୍ବଲପୁରର ଉର୍ମିଳା ବେହେରା

ଦ୍ୱିତୀୟ, ସମ୍ବଲପୁର ର ଜୟନ୍ତ ବାଗ ତୃତୀୟ ସ୍ଥାନ ହାସଲ କରିଥିଲେ । ୭୦ କେଜି ରୁ କମ୍ ଓଜନ ବର୍ଗରେ ପୁରୀର ବିଜୟ ବଡପଣ୍ଡା ପ୍ରଥମ, ରାୟଗଡା ର ଡି.ଭେଙ୍କଟପ୍ରସାଦ ଦ୍ୱିତୀୟ, କଟକ ର ସାଗର ସ୍ୱାଇଁ ତୃତୀୟ ସ୍ଥାନ ହାସଲ କରିଥିଲେ । ୭୫ କିଜିରୁ କମ୍ ଓଜନ ବର୍ଗରେ ସମ୍ବଲପୁର ର ପ୍ରକାଶ ସିଂ ପ୍ରଥମ, ଯାଜପୁରର ଲକ୍ଷ୍ମୀଧର ସାହୁ ଦ୍ୱିତୀୟ, ବଲାଙ୍ଗିର ର ଗଣେଷ ମିଶ୍ର ତୃତୀୟ ସ୍ଥାନ ହାସଲ କରିଥିଲେ । ଠିକ୍ ସେହିପରି ୭୫ କେଜି ରୁ ଉର୍ଦ୍ଧ୍ୱ ଓଜନ ବର୍ଗରେ  ସମ୍ବଲପୁରର ଶଙ୍କର ମେହେର ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଖୋର୍ଦ୍ଧାର ରଘୁ ମାରାଣ୍ଡି ଦ୍ୱିତୀୟ ସ୍ଥାନ ଏବଂ ଯାଜପୁରର ମାନସ କୁମାର ବାରିକ ତୃତୀୟ ସ୍ଥାନ ହାସଲ କରିଥିଲେ । ପୁରସ୍କାର ବିତରଣୀ ଉତ୍ସବରେ ବଲାଙ୍ଗିରର ବରିଷ୍ଠ ଆଇନଜ୍ଞ ଅମରେନ୍ଦ୍ର ମିଶ୍ର, ଶିକ୍ଷାବିତ ସକିର୍ତ୍ତନ ବାଗ, ଅର୍ଜୁନ ଦିପ, କୃଷ୍ଣ ଚନ୍ଦ୍ର ପାତ୍ର, ଗୋପାଳ କୃଷ୍ଣ ବାଗ, କେବିବିଏ ର ରାଜ୍ୟ ସଂପାଦକ ସନ୍ତୋଷ ମହାନ୍ତି, ଆୟଜନ କମିଟି ସଂପାଦକ ବାଳକୃଷ୍ଣ ବାଗ ପ୍ରମୁଖ କୃତୀ ଖେଳାଳିମାନଙ୍କୁ ପୁରସ୍କୃତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026

You Might Also Like