-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ଇମ୍ପାରିୟାଲ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ୨୦୨୬ ଉଦ୍‌ଯାପିତ

01-Mar-2026



ମହିଳା ବର୍ଗରେ ସମ୍ବଲପୁରର ଉର୍ମିଳା ବେହେରା

ବଲାଙ୍ଗିର- କଳିଙ୍ଗ ବଡି ବିଲଡିଂ ଏସୋସିଏସନ ବଲାଙ୍ଗିର ଜିଲ୍ଲା ଶାଖା ତରଫରୁ ଆୟୋଜିତ ହୋଇଥିବା ଇମ୍ପାରିୟାଲ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଯାପନ ହୋଇଯାଇଛି । ଏହି ଚମ୍ପିୟାନସିପ୍ ରାଜ୍ୟର ୧୯ଟି ଜିଲ୍ଲାର ୧୨୫ ଜଣ ଖେଳାଳି ୭ଟି ଓଜନ ବିଭାଗ, ପୁରୁଷ ଫିଡିକ୍ ରେ ଦୁଇଟି ବିଭାଗ ଓ ମାଷ୍ଟର କେଟାଗୋରି ରେ ଗୋଟିଏ ବିଭାଗ ସହ ମହିଳା ବିଭାଗରେ ମଧ୍ୟ ପ୍ରତିଯୋଗିତା ହୋଇଥିଲା । ଜାତୀୟ ସ୍ତର ବିଚାରକ ସନ୍ତୋଷ ମହାନ୍ତି, ବାଳକୃଷ୍ଣ ବାଗ, ଏମ୍‌.କେ. ସ୍ୱାଇଁ ଓ ଅମିତାବ ପରିଡା ଙ୍କ ଦ୍ୱାରା ଗଠିତ ହୋଇଥିବା ବିଚାରକ ମଣ୍ଡଳି ପ୍ରତିଯୋଗୀମାନଙ୍କର ପ୍ରଦର୍ଶନ କୁ ଆକଳନ କରିଥିଲେ ।  ଏହି ପ୍ରତିଯୋଗିତାରେ ପୁରୁଷ ଚମ୍ପିୟାନ ଅଫ୍ ଚମ୍ପିୟାନ ଟ୍ରଫି ସମ୍ବଲପୁର ର ଶଙ୍କର ମେହେର ହାସଲ କରିଥିବା ବେଳେ ମହିଳା ବିଭାଗରେ ସମ୍ବଲପୁର ର ଉର୍ମିଳା ବେହେରା ଚମ୍ପିୟାନ ଅଫ୍ ଚମ୍ପିୟାନ ଅଖ୍ୟା ହାସଲ କରିଥିଲେ । ଦିନ ତମାମ ଅନୁଷ୍ଠିତ ହୋଇଥିବା ଏହି ପ୍ରତିଯୋଗିତା ମେନ୍ ଫିଜିକ୍ ବିଭାଗରେ ଯାଜପୁର ର ଲକ୍ଷ୍ମୀଧର ସାହୁ ପ୍ରଥମ, ବଲାଙ୍ଗିର ର ଅଭିଷେକ ବିଭାର ଦ୍ୱିତୀୟ, କଟକର ବିଷ୍ଣୁ ବେହେରା ତୃତୀୟ ସ୍ଥାନ ହାସଲ କରିଥିଲେ । ମେନ୍ ଫିଜିକ୍ ଟଲ କେଟାଗୋରିରେ ସମ୍ବଲପୁରର ତରୁଣ ମହାକୁର ପ୍ରଥମ, ରାୟଗଡା ର ଡି.ଭେଙ୍କଟ ପ୍ରସାଦ ଦ୍ୱିତୀୟ, ଭଦ୍ରକର ଦିପକ କୁମାର ଦାଶ ତୃତୀୟ ସ୍ଥାନ ହାସଲ କରିଥିଲେ । ମହିଳା ବିଭାଗରେ ସମ୍ବଲପୁରର ଉର୍ମିଳା ବେହେରା ପ୍ରଥମ, ବଲାଙ୍ଗିର ର ଶିବାନୀ ନାଏକ ଦ୍ୱିତୀୟ, ସମ୍ବଲପୁର ର ପୂଜା ଗୁପ୍ତା ତୃତୀୟ, ରାୟଗଡାର ସସ୍ମିତା ମାଝି ଚତୁର୍ଥ ଏବଂ ନୂଆପଡାର ଯାଜ୍ଞସେନି ପଣ୍ଡା ପଂଚମ ସ୍ଥାନ ଅଧିକାର କରିଥିଲେ । ଠିକ୍ ସେହିପରି ୫୫ କେଜିି ରୁ କମ୍ ଓଜନ ବର୍ଗରେ ପୁରୀ ର ଆଦିତ୍ୟ ନାରାୟଣ ରଣା ପ୍ରଥମ, ସମ୍ବଲପୁର ର ଅକ୍ଷୟ କୁମ୍ଭାର ଦ୍ୱିତୀୟ, ଝାରସୁଗୁଡାର ଆଶୁ କୁମାର କେଶରି ତୃତୀୟ ସ୍ଥାନ ହାସଲ କରିଥିଲେ । ୬୦ କେଜିରୁ କମ୍ ବୟସ ବର୍ଗରେ କଳାହାଣ୍ଡିର ଦେବେନ୍ଦ୍ର ନାଏକ ପ୍ରଥମ, କେନ୍ଦ୍ରାପଡାର ତନମୟ ସାହୁ ଦ୍ୱିତୀୟ ଓ ବଲାଙ୍ଗିର ର ଅଭିଷେକ ବିଭାର ତୃତୀୟ ସ୍ଥାନ ହାସଲ କରିଥିଲେ । ୬୫ କେଜି ରୁ କମ୍ ଓଜନ ବର୍ଗରେ ଯାଜପୁର ର ଚନ୍ଦନ ବିଶ୍ୱାଲ ପ୍ରଥମ, ବଲାଙ୍ଗିର ର ବୁଲୁ ବାଗ ଦ୍ୱିତୀୟ, ସମ୍ବଲପୁର ର ଜୟନ୍ତ ବାଗ ତୃତୀୟ ସ୍ଥାନ ହାସଲ କରିଥିଲେ । ୭୦ କେଜି ରୁ କମ୍ ଓଜନ ବର୍ଗରେ ପୁରୀର ବିଜୟ ବଡପଣ୍ଡା ପ୍ରଥମ, ରାୟଗଡା ର ଡି.ଭେଙ୍କଟପ୍ରସାଦ ଦ୍ୱିତୀୟ, କଟକ ର ସାଗର ସ୍ୱାଇଁ ତୃତୀୟ ସ୍ଥାନ ହାସଲ

କରିଥିଲେ । ୭୫ କିଜିରୁ କମ୍ ଓଜନ ବର୍ଗରେ ସମ୍ବଲପୁର ର ପ୍ରକାଶ ସିଂ ପ୍ରଥମ, ଯାଜପୁରର ଲକ୍ଷ୍ମୀଧର ସାହୁ ଦ୍ୱିତୀୟ, ବଲାଙ୍ଗିର ର ଗଣେଷ ମିଶ୍ର ତୃତୀୟ ସ୍ଥାନ ହାସଲ କରିଥିଲେ । ଠିକ୍ ସେହିପରି ୭୫ କେଜି ରୁ ଉର୍ଦ୍ଧ୍ୱ ଓଜନ ବର୍ଗରେ  ସମ୍ବଲପୁରର ଶଙ୍କର ମେହେର ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଖୋର୍ଦ୍ଧାର ରଘୁ ମାରାଣ୍ଡି ଦ୍ୱିତୀୟ ସ୍ଥାନ ଏବଂ ଯାଜପୁରର ମାନସ କୁମାର ବାରିକ ତୃତୀୟ ସ୍ଥାନ ହାସଲ କରିଥିଲେ । ପୁରସ୍କାର ବିତରଣୀ ଉତ୍ସବରେ ବଲାଙ୍ଗିର ର ବରିଷ୍ଠ ଆଇନଜ୍ଞ ଅମରେନ୍ଦ୍ର ମିଶ୍ର, ଶିକ୍ଷାବିତ ସକିର୍ତ୍ତନ ବାଗ, ଅର୍ଜୁନ ଦିପ, କୃଷ୍ଣ ଚନ୍ଦ୍ର ପାତ୍ର, ଗୋପାଳ କୃଷ୍ଣ ବାଗ, କେବିବିଏ ର ରାଜ୍ୟ ସଂପାଦକ ସନ୍ତୋଷ ମହାନ୍ତି, ଆୟଜନ କମିଟି ସଂପାଦକ ବାଳକୃଷ୍ଣ ବାଗ ପ୍ରମୁଖ କୃତି ଖେଳାଳିମାନଙ୍କୁ ପୁରସ୍କୃତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like