-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ଏସ.କେ ଭକ୍ତି ଧାରା ପ୍ରସ୍ତୁତ ତିନିଟି ଭକ୍ତି ସଙ୍ଗୀତର ପୋଷ୍ଟର ଉନ୍ମୋଚିତ, "ଜୟ ମାଆ ଲକ୍ଷ୍ମୀ" ଗୀତ ମୁକ୍ତିଲାଭ

01-Mar-2026



ଭୁବନେଶ୍ୱର(ପ୍ରେରଣା ଖବର): କଥାରେ ଅଛି ଭକ୍ତିରେ ଭଗବାନ l ଭକ୍ତି ଥିଲେ ଭଗବାନ ଏଠି ସେଠି ସବୁଠି ଦର୍ଶନ ଦିଅନ୍ତି l ସେମିତି ଜଣେ ଭକ୍ତ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦିବ୍ୟ ଦର୍ଶନ ପାଇ ଗୀତ ଲେଖିବା ଆରମ୍ଭ କରିଥିଲେ ଏବଂ ସେହି ଗୀତଗୁଡିକ ସଙ୍ଗୀତର ରୂପ ନେଲା ଯାହା ଏକ ଭବ୍ୟ ପରିବେଶରେ ପୋଷ୍ଟର ଉନ୍ମୋଚନ ସହିତ ଗୋଟିଏ ଗୀତ ମୁକ୍ତିଲାଭ କରିଛି l ସେହି ଉତ୍ସବରେ ଗୀତିକାର ସଚ୍ଚିଦାନନ୍ଦ ମଲ୍ଲିକ, ପ୍ରଯୋଜିକା ଶ୍ରୀମତୀ ନିରୁପମା, ସଙ୍ଗୀତ ନିର୍ଦ୍ଦେଶକ ପ୍ରଶାନ୍ତ ପାଢ଼ୀ, ଶିଳ୍ପ ଉଦ୍ୟୋଗୀ ତାରିଣୀ ପ୍ରସାଦ ମହାନ୍ତି, ଗୌରଭ ରାଲହନ (ଅଧ୍ୟକ୍ଷ), ଯୁବ ଉଦ୍ୟୋଗୀ ତଥା ମିଡ଼ିଆ ପ୍ଲାନର ଭରତ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ l ଶ୍ରୀମତୀ ନିରୁପମାଙ୍କ ପ୍ରଯୋଜନାରେ, ସଙ୍ଗୀତ ନିର୍ଦ୍ଦେଶକ ପ୍ରଶାନ୍ତ ପାଢ଼ୀଙ୍କ ସ୍ୱର ସଂଯୋଜନାରେ ପ୍ରଚ୍ଛଦପଟ ଗାୟିକା ସୋହିନୀ ମିଶ୍ର ଜୟ ମାଆ ଲକ୍ଷ୍ମୀ ଗୀତରେ କଣ୍ଠଦାନ କରିଛନ୍ତି l ଯାହା ଏସ.କେ ଭକ୍ତି ଧାରା ବ୍ୟାନରରେ ମୁକ୍ତିଲାଭ ହୋଇଛି l ଜୟ ମାଆ ଲକ୍ଷ୍ମୀ ଭଜନ ସମେତ "ଜଗାର ଚମତ୍କାର" ଏବଂ "ଦାରୁରୁ ଜଗନ୍ନାଥ" ଭଳି ୨ଟି ଭଜନ ପ୍ରସ୍ତୁତ ହୋଇଛି l ଏଯାବତ ତାଙ୍କର ୩ଟି ଭକ୍ତି ସଙ୍ଗୀତ ପ୍ରସ୍ତୁତ ହୋଇସାରିଛି l ପ୍ରଭୁ ଜଗନ୍ନାଥଙ୍କ ଅପାର କରୁଣା ଏବଂ ଶ୍ରୋତା ତଥା ଦର୍ଶକଙ୍କର ଭଲ ପାଇବା ରହିଲେ ଗୀତିକାର ସଚ୍ଚିଦାନନ୍ଦ ମଲ୍ଲିକ ଏହିପରି ଗୋଟିଏ ପରେ ଗୋଟିଏ ଭକ୍ତି ସଙ୍ଗୀତ ପ୍ରସ୍ତୁତ କରିବେ ବୋଲି ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like