-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ଟେକ୍ସବାର ବଲାଙ୍ଗିର ଓ ଆୟକର ବିଭାଗ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ

01-Mar-2026



ବଲାଙ୍ଗିର(ଦେବାଶିଷ ବହିଦାର)- ବଲାଙ୍ଗିର ଗାନ୍ଧି ଷ୍ଟାଡିୟମ ଠାରେ ଜିଲ୍ଲା ଟେକ୍ସ ଓକିଲ ସଂଘ ଓ ଆୟକର ବିଭାଗ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହୋଇଅଛି । ପ୍ରଥମେ ରେଫରିମାନଙ୍କ ଉପସ୍ଥିତିରେ ଉଭୟ କ୍ୟାପଟେନ ଶାନ୍ତନୁ କୁମାର ଭୋଇ ଏବଂ ଅଜୟ କୁମାର ଟସ୍ ହୋଇ ଆୟକର ବିଭାଗ ଟସ୍ ଜିତି ପିଲଡିଂ କରିବାକୁ ନିଷ୍ପତ୍ତି ନେଇଥିଲେ । ପ୍ରଥମେ ବ୍ୟାଟିଂ କରି ଓକିଲ ସଂଘ ୧୫ ଓଭର ରେ ସମସ୍ତ ଓି୍ୱକେଟ ହରାଇ ୭୦ ରନ୍ ସଂଗ୍ରହ କରିଥିଲେ ଏବଂ ଆୟକର ବିଭାଗ ୭୧ ରନ୍ ର ପିଛା କରି ବିଜୟ ହାସଲ କରିଥିଲେ । ଏକ ପୁରସ୍କାର ବିତରଣ ସଭାରେ ସଭାପତି ଶାନ୍ତନୁ କୁମାର ଭୋଇ, ବରିଷ୍ଠ ସଭ୍ୟ ଦୁଲିଚାନ୍ଦ ଅଗ୍ରୱାଲ, ନକୁଳ ଅଗ୍ରୱାଲ, ଅଶୋକ ଦାସ, ଆୟକର ଅଧିକାରୀ ଅଜୟ କୁମାର ଓ ଟୁନା କୁମାର ମଂଚାସୀନ ଥାଇ ସଭାକୁ ସଂପାଦକ ପ୍ରଭଞ୍ଜନ ହୋତା ପରିଚାଳନା କରିଥିଲେ । ଆୟକର ବିଭାଗ ବିଜେତା, ଟେକ୍ସବାର ଉପବିଜେତା, ରତନା କରନ ମ୍ୟାନ ଅଫ୍ ଦି ମ୍ୟାଚ, ସନାତନ ସାହୁ ବେଷ୍ଟ ବ୍ୟାଟ୍ସମ୍ୟାନ, ଦୀପକ ଛାପାଡିଆ ବେଷ୍ଟ ବୋଲର ପୁରସ୍କାର ପାଇଥିଲେ । ଏହି କାର୍ଯ୍ୟକ୍ରମକୁ ଗଣେଷ ପ୍ରସାଦ ଦୀକ୍ଷିତ, ଶଶାଙ୍କ ପଟ୍ଟନାୟକ, ରାୟ କିଶୋର ଜେନା, ସନ୍ତୋଷ ଆନନ୍ଦ ମିଶ୍ର, ଆଶିଷ ଦୀକ୍ଷିତ, ଅଭିଷେକ ଅଗ୍ରୱାଲ, ସାର୍ଥକ ପଟ୍ଟନାୟକ, ସରୋଜ କୁମାର ମାଝି, ସଞ୍ଜିବ ମାଝି, ଆଶୁତୋଷ ଅଗ୍ରୱାଲ, କସ୍ତୁବ ଥପା ତଥା ବହୁତ ଟେକ୍ସ ଓକିଲ ଓ ଚାଟାର୍ଡ ଏକାଉଣ୍ଟେଣ୍ଡମାନେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like