-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ଅମ୍ପାୟର ଏବଂ ଭାଷ୍ୟକାରଙ୍କ କ୍ରିକ୍ ମିଳନ-୨ କାର୍ଯ୍ୟକ୍ରମ

02-Mar-2026



ଗତକାଲି ସିନାପାଲି କାପସି ସ୍ଥିତ ମଣ୍ଡି ପଡିଆ ପରିସରରେ ଅମ୍ପାୟର ଏବଂ ଭାଷ୍ୟକାରଙ୍କ କ୍ରିକ୍ ମିଳନ-୨ କାର୍ଯ୍ୟକ୍ରମ ସଭାପତି ଥବିର ଦୀପଙ୍କ ସଭାପତିତ୍ବରେ ଆୟୋଜିତ ହୋଇଯାଇଛି । ଏଥିରେ ସମ୍ମାନୀତ ମୁଖ୍ୟ ଅତିଥି ଭାବେ ଖଡ଼ିଆଳ ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଗୌତମ ତାଣ୍ଡି ଉପସ୍ଥିତ ରହି ସଂଗଠନର ଉଜ୍ଜଳ ଭବିଷ୍ୟତ କାମନା ସହ ସଦା ସର୍ବଦା ସେ ଏହାକୁ ସହଯୋଗ କରିବାକୁ ପ୍ରତିଶ୍ରୁତି ପ୍ରଦାନ କରିଥିଲେ । ବରିଷ୍ଠ ସାମ୍ବାଦିକ ଜଗନ୍ନାଥ ସାଗର ସମ୍ମାନୀତ ଅତିଥି ଭାବେ ତଥା ଓସିଏ ପେନାଲ ଅମ୍ପାୟର ଚୂଡ଼ାମଣି ପାଢ଼ୀ ଓ ତେଜନ ଦୁର୍ଗା,ବରିଷ୍ଠ ଅମ୍ପାୟର ବସନ୍ତ ଶବର, ଭାଷ୍ୟକାର ବିନୟ ସାହୁ, ସମ୍ପାଦକ ସହ ସମ୍ପାଦକ ସୌରି ସାହୁ ଏବଂ ସଞ୍ଜୟ ମେହେର, ବରିଷ୍ଠ କ୍ରିକେଟ ବିଶେଷଜ୍ଞ ପଦ୍ମନ ବିଶି ମଞ୍ଚାସୀନ ଥିବା ବେଳେ ସରପଞ୍ଚ ପ୍ରତିନିଧି ବୁଦ୍ଧଦେବ ମେହେର ଉପସ୍ଥିତ ଥିଲେ । ଏଥିରେ ଓଡ଼ିଶା ସହ ପଡୋଶୀ ଛତିଶଗଡରୁ ଶତାଧିକ ଅମ୍ପାୟର ଏବଂ ଭାଷ୍ୟକାର ଉପସ୍ଥିତ ଥିଲେ। ଭାଷ୍ୟକାର ତଥା ଉପସଭାପତି ନରେନ୍ଦ୍ର ନାଏକ ସଭା କାର୍ଯ୍ୟ ପରିଚାଳନା କରିଥିଲେ । ପରେ ଉଭୟ ଦଳ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍ ଖେଳାଯାଇଥିଲା ଭାଷ୍ୟକାର ଦଳ ୧୧ ରନ ରେ ଅମ୍ପାୟର ଦଳକୁ ପରାସ୍ତ କରିଥିଲେ । ଅତିଥିଙ୍କୁ ପୁଷ୍ପମାଳ, ଗାମୁଛା ଓ ସମ୍ବର୍ଦ୍ଧନା ସ୍ମାରକ ସହ ସମ୍ମାନୀତ କରାଯାଇଥିବା ବେଳେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଆୟୋଜକ ସିନାପାଲିରୁ ନରେଶ ମାଝୀ, ପୟୋଜ କଶ୍ୟପ, ବିନ୍ଦୁସାଗର ମେହେର, ବିକାଶ କଶ୍ୟପ ଗୁରୁ ଦାୟିତ୍ଵ ବହନ କରିଥିବା ବେଳେ ଅଜୟ ବାଗ, ଧନଞ୍ଜୟ ମେହେର, ମଦନ ଘିଭେଲା, ପରମେଶ୍ବର ମେହେର, ବିଦ୍ୟାଧର ସା ପ୍ରମୁଖ ବିଶେଷ ସହଯୋଗ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026

You Might Also Like