-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||     

HOME   ଜିଲ୍ଲା

ଏମଭି–୮୦ ଗ୍ରାମର ପ୍ରତିଭାଶାଳୀ ଶିକ୍ଷକ ପ୍ରଶାନ୍ତ ସରଦାରଙ୍କୁ “ଗୋପବନ୍ଧୁ ଶିକ୍ଷା ଗୌରବ ସମ୍ମାନ–୨୦୨୬

02-Mar-2026



କାଲିମେଳା(ସନ୍ତୋଷ କୁମାର ପଣ୍ଡା):କୈବଲ୍ୟ ସାହିତ୍ୟ ସଂସଦ ନବ କିଶୋର ସାମନ୍ତରାୟ ସ୍ମୃତି ସଂସଦ, କଟକଙ୍କ ପକ୍ଷରୁ ଆୟୋଜିତ “ଜାତୀୟ ଶିକ୍ଷାନୀତି ସମୀକ୍ଷା ସମ୍ମିଳନୀ–୨୦୨୬” ଅବସରରେ ଶିକ୍ଷା, ସାହିତ୍ୟ ଓ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମାଲକାନଗିରି ଜିଲ୍ଲା ଏମଭି–୮୦ ଗ୍ରାମର ପ୍ରତିଭାଶାଳୀ ଶିକ୍ଷକ ପ୍ରଶାନ୍ତ ସରଦାରଙ୍କୁ “ଗୋପବନ୍ଧୁ ଶିକ୍ଷା ଗୌରବ ସମ୍ମାନ–୨୦୨୬” ପ୍ରଦାନ କରାଯାଇଛି।

ଏହି ରାଜ୍ୟସ୍ତରୀୟ ସମ୍ମିଳନୀର ଉଦ୍ଘାଟନ କରିଥିଲେ କଟକ ମହାନଗର ନିଗମର ମାନ୍ୟବର ମେୟର ସୁବାସ ସିଂହ। ମୁଖ୍ୟ ଅତିଥି ଭାବେ ପରମହଂସ ବ୍ରହ୍ମାନନ୍ଦ ସରସ୍ଵତୀ ମହାରାଜ ଉପସ୍ଥିତ ଥିଲେ। ବିଶିଷ୍ଟ ଅତିଥି ଭାବେ ପ୍ରାକ୍ତନ ମାନବାଧିକାର ସଦସ୍ୟ ଅସୀମ ଅମିତାଭ ଦାଶ ଯୋଗ ଦେଇଥିଲେ। ବାରେଣ୍ୟ ଅତିଥି ଭାବେ ବନ ବିହାରୀ ମିଶ୍ର, କିସ୍ ବିଶ୍ୱବିଦ୍ୟାଳୟର ପ୍ରଫେସର ଉପସ୍ଥିତ ଥିଲେ। ସମ୍ମାନିତ ଅତିଥି ଭାବେ ପ୍ରାକ୍ତନ ବିଜେପି କଟକ ସଭାପତି ଲଲାଟେନ୍ଦୁ ବଡୁ ମଞ୍ଚାସୀନ ଥିଲେ। ସମ୍ମିଳନୀରେ ନୂତନ ଜାତୀୟ ଶିକ୍ଷାନୀତିର କାର୍ଯ୍ୟାନ୍ବୟ, ଗୁଣାତ୍ମକ ଶିକ୍ଷାର ପ୍ରସାର ଏବଂ ମାତୃଭାଷା ଆଧାରିତ ଶିକ୍ଷା ବ୍ୟବସ୍ଥା ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ସଂସଦ ପକ୍ଷରୁ ଜଣାଯାଇଥିଲା ଯେ, ୨୦୨୨ରୁ ୨୦୨୬ ପର୍ଯ୍ୟନ୍ତ ବିଭିନ୍ନ ସାହିତ୍ୟ ଓ ଶିକ୍ଷାକ୍ଷେତ୍ରରେ ଆୟୋଜିତ କାର୍ଯ୍ୟକ୍ରମ ମାଧ୍ୟମରେ ରାଜ୍ୟସ୍ତରରେ ୯୧ଟି କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜନ କରାଯାଇଛି ଏବଂ ବହୁ ପ୍ରତିଭାଙ୍କୁ ସମ୍ମାନିତ କରାଯାଇଛି।

ସମ୍ମାନିତ ଶିକ୍ଷକ ପ୍ରଶାନ୍ତ ସରଦାର ଦୀର୍ଘ ବର୍ଷ ଧରି ଶିକ୍ଷାଦାନ କ୍ଷେତ୍ରରେ ନିଷ୍ଠା ଓ ଆଦର୍ଶର ସହ କାର୍ଯ୍ୟ କରୁଛନ୍ତି। ଗୁଣାତ୍ମକ ଶିକ୍ଷା ପ୍ରଦାନ ସହ ଛାତ୍ରଛାତ୍ରୀଙ୍କୁ ସାମାଜିକ ଓ ନୈତିକ ମୂଲ୍ୟବୋଧରେ ଦୃଢ଼ କରିବାରେ ସେ ଉଦ୍ୟମୀ। ଗରିବ ଓ ମେଧାବୀ ଛାତ୍ରଛାତ୍ରୀଙ୍କୁ ନିଶୁଳ୍କ ଶିକ୍ଷାଦାନ, ସାହିତ୍ୟ ସୃଷ୍ଟି, ଲୋକସାଂସ୍କୃତିକ କାର୍ଯ୍ୟରେ ସକ୍ରିୟ ଭାଗୀଦାରି ଓ ପରିବେଶ ସୁରକ୍ଷା ପ୍ରତି ସଚେତନତା ସୃଷ୍ଟି ତାଙ୍କ ଅବଦାନକୁ ଅଧିକ ଉଜ୍ଜ୍ୱଳ କରିଛି। ଅତିଥିବୃନ୍ଦ ତାଙ୍କ ଶିକ୍ଷାସେବାର ପ୍ରଶଂସା କରି କହିଥିଲେ ଯେ, ଏମିତି ଆଦର୍ଶ ଶିକ୍ଷକମାନେ ରାଷ୍ଟ୍ର ଗଠନର ମୂଳ ଭିତ୍ତି। ସମାରୋହର ଶେଷରେ ସଂସଦ ପକ୍ଷରୁ ସମ୍ମାନପତ୍ର ଓ ଉପହାର ପ୍ରଦାନ କରାଯାଇଥିଲା।

ସମାରୋହଟି ଓଡ଼ିଆ ଭାଷା, ସାହିତ୍ୟ ଓ ଜଗନ୍ନାଥ ସଂସ୍କୃତି ପ୍ରତି ଅର୍ପିତ ଭାବନାର ଏକ ଉଜ୍ଜ୍ୱଳ ପ୍ରତିଫଳନ ବୋଲି ଅତିଥିମାନେ ମତ ପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026

You Might Also Like