-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ଦ୍ଵିଦିବସୀୟ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ

02-Mar-2026



ବଲାଙ୍ଗିର(ପ୍ରେରଣା ଖବର):ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପଦାର୍ଥ ବିଜ୍ଞାନ ଏବଂ ରସାୟନ ବିଜ୍ଞାନ ବିଭାଗର ମିଳିତ ଆନୁକୂଲ୍ୟ ଏବଂ ପି.ଏମ.ଉଷା ର ସହଭାଗିତାରେ ଫେବୃଆରୀ ୨୭ ଏବଂ ୨୮ ତାରିଖ ପର୍ଯ୍ୟନ୍ତ ଦ୍ଵିଦିବସୀୟ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇ ଯାଇଅଛି। ଏହି ଜାତୀୟ ଆଲୋଚନାଚକ୍ରରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ବେହେରା ମୁଖ୍ୟ ଅତିଥି,ସମ୍ମାନିତ ଅତିଥି ଭାବେ ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ରାଜକିଶୋର ପାତ୍ର, ମୁଖ୍ୟ ବକ୍ତା ଭାବେ ପ୍ରଫେସର ଭୂପେନ୍ଦ୍ର ଏନ. ଦେବ (ଟି.ସି.ଜି,କ୍ରେଷ୍ଟ,କୋଲକାତା ପଶ୍ଚିମବଙ୍ଗ) ଆଲୋଚନାଚକ୍ରର ସଂଯୋଜକ ପଦାର୍ଥ ବିଜ୍ଞାନ ବିଭାଗ ମୁଖ୍ୟ ଡ.ଜଗଜ୍ଜିତ କମିଳା, ରସାୟନ ବିଜ୍ଞାନର ବିଭାଗ ମୁଖ୍ୟ ଡ.ଅର୍ଚ୍ଚନାମୟୀ ବେହେରା, ସହ ସଂଯୋଜକ ଭାବେ ପଦାର୍ଥ ବିଜ୍ଞାନର ସହାୟକ ପ୍ରଫେସର ଡ.ଜିତେନ୍ଦ୍ର କୁମାର ପ୍ରଧାନ, ରସାୟନ ବିଜ୍ଞାନର ସହାୟକ ପ୍ରଫେସର ଡ.ଗଜେନ୍ଦ୍ର କୁମାର ପ୍ରଧାନ ଏବଂ ଶ୍ରୀ ଚନ୍ଦ୍ରଶେଖର ପାତ୍ର ଯୋଗଦାନ କରିଥିଲେ।ଏହି ଆଲୋଚନା ଚକ୍ରରେ ସଂଯୋଜକ ଡ.ଜଗଜ୍ଜିତ କମିଳା ସ୍ୱାଗତ ଭାଷଣ ସହ ଅତିଥି ପରିଚୟ ପ୍ରଦାନ କରିଥିଲେ।
  ଆଲୋଚନାଚକ୍ରର ବିଷୟ ବିଶେଷଜ୍ଞ ଭାବେ ପଶ୍ଚିମବଙ୍ଗ, ଆଇ.ଆଇ.ଟି. ଖଡ଼ଗପୁରରୁ ପ୍ରଫେସର ପ୍ରସନ୍ନ କୁମାର ସାହୁ, ପ୍ରଫେସର ଶାନ୍ତନୁ ଚଟ୍ଟୋପାଧ୍ୟାୟ,ସି.ଡି.ଏ.ସି ପୁନେ, ମହାରାଷ୍ଟ୍ର ରୁ ଡ.ଭେଙ୍କଟେସ ସିନୋଇ,ଏନ ଆଇଟି ରାଉରକେଲାରୁ ପ୍ରଫେସର ପ୍ରିୟବ୍ରତ ଦାଶ,ସମ୍ବଲପୁର ବିଶ୍ୱବିଦ୍ୟାଳୟ ବୁର୍ଲାରୁ ପ୍ରଫେସର ରାଜୀବ ପାଢ଼ୀ,ପ୍ରଫେସର ପ୍ରଭାତ କୁମାର ସାହୁ,ପ୍ରଫେସର ବାନାର୍ଜୀ ବେହେରା, ନାଇଜର,ଭୁବନେଶ୍ୱରରୁ ପ୍ରଫେସର ବିଷ୍ଣୁପ୍ରସାଦ ବିଶ୍ୱାଳ ଯୋଗଦାନ କରି ଏମ.ଏସ.ଏସ.ଡବ୍ଲୁ-୨୦୨୬ Materials for a Sustainable and Smart World (MSSW-2026)ର ବିବିଧ ବୈଶିଷ୍ଟ୍ୟ ସମ୍ପର୍କରେ ଆଲୋକପାତ କରିବା ସହିତ ଆମର ଚିର ସବୁଜ ସୁନ୍ଦର ପୃଥିବୀକୁ ଆମେ  ସୁରକ୍ଷିତ ରଖିବା ସହ ବିଜ୍ଞାନର ଅଗ୍ରଗତି କିପରି ଭାବେ ସମ୍ଭବ  ହୋଇ ପାରିବ ସେ ବିଷୟରେ ସେମାନଙ୍କର ସୁପରିକଳ୍ପିତ ଅଭିଭାଷଣ ପ୍ରଦାନ କରିଥଲେ।ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ରୁ ଆସିଥିବା କୃତୀ ଗବେଷକ,ଗବେଷିକା ସେମାନଙ୍କର ପ୍ରବନ୍ଧ ପାଠ କରିଥିଲେ।ଫେବୃୟାରୀ ୨୮ ତାରିଖ   ଜାତୀୟ ବିଜ୍ଞାନ ଦିବସ ଅବସରରେ ସୁପ୍ରସିଦ୍ଧ ନୋବେଲ ପୁରସ୍କାର ପ୍ରାପ୍ତ ବୈଜ୍ଞାନିକ ସି.ଭି.ରମଣଙ୍କ ବିଜ୍ଞାନକୁ ତାଙ୍କର ଗୁରୁତ୍ୱପୂର୍ଣ  ଅବଦାନ ଏବଂ ବିକଶିତ ଭାରତ ଗଠନରେ ନାରୀ ବୈଜ୍ଞାନିକ ମାନଙ୍କର ଭୂମିକା ସମ୍ବନ୍ଧରେ ଆଲୋଚନା କରାଯାଇଥିଲା।  
  ଏହି ଆଲୋଚନାଚକ୍ର ପରିପ୍ରେକ୍ଷୀରେ ଅବସର ଗ୍ରହଣ କରିଥିବା ରସାୟନ ବିଜ୍ଞାନ ବିଭାଗର ବରିଷ୍ଠ ସହାୟକ ପ୍ରଫେସର ଡ. ସତ୍ୟନାରାୟଣ ଚାଉଳିଆଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ଶେଷରେ ଆଲୋଚନାଚକ୍ରର ସଂଯୋଜକ ଡ. ଅର୍ଚ୍ଚନାମୟୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।ସଂଗଠନର ସମସ୍ତ ସଦସ୍ୟ ଭାବେ ପ୍ରଫେସର ସତ୍ୟନାରାୟଣ ଚାଉଳିଆ, ଶ୍ରୀମତୀ ବିଜୟଲଷ୍ମୀ ବସ୍ତିଆ, ଶ୍ରୀମତୀ ସୁମିତ୍ରା ମାରାଣ୍ଡି,ଡ.ମାଣିକ ସିଲ,ଡ.କିରଣ କୁମାର ସାହୁ,ପ୍ରଫେସର ଅରୁଣ କୁମାର ମିଶ୍ର, ପ୍ରଫେସର ନବ କୁମାର ମିଶ୍ର,ପ୍ରିୟାଂଶୀ ତ୍ରିପାଠୀ ସାଂଗଠନିକ ଦାୟିତ୍ୱକୁ ସୁଚାରୁ ରୂପେ ସମ୍ପାଦନ କରିଥିଲେ।ବିଭାଗର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ମ୍ୟାଜିକ ସୋ ଆୟୋଜିତ ହୋଇଥିଲା।ଏହି ଆଲୋଚନା ଚକ୍ରରେ ବିଶ୍ୱବିଦ୍ୟାଳୟର ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ ବିଭାଗର ସମସ୍ତ ଅଧ୍ୟାପକ,ଅଧ୍ୟାପିକା, ପ୍ରାଧ୍ୟାପକ, ପ୍ରାଧ୍ୟାପିକା ଛାତ୍ରଛାତ୍ରୀ,ଗବେଷକ,ଗବେଷିକା ଉପସ୍ଥିତ ରହି ସଭାକୁ ସାଫଲ୍ୟମଣ୍ଡିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026

You Might Also Like