-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||     

HOME   ଜିଲ୍ଲା

ଆୟୁର୍ବେଦ କଲେଜର ୪୫ତମ ବାର୍ଷକ ଉତ୍ସବ ଅନୁଷ୍ଠିତ     

02-Mar-2026



ପଦ୍ମପୁର(ପ୍ରେରଣା ଖବର): ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ୍  ନୃସିଂହନାଥ ଆୟୁର୍ବେଦ କଲେଜର ୪୫ତମ ବାର୍ଷକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ପରିଚାଳନା କମିଟିର ସଭାପତି ସତ୍ୟ ଭୁଷଣ ସାହୁ ଙ୍କ ଅଧ୍ୟକ୍ଷତାରେ କରିଥିବା ବେଳେ ମୂଖ୍ୟ ଅତିଥି ଭାବେ ସମ୍ବଲପୁର ଆଇଆଇଏମ ନିର୍ଦ୍ଦେଶକ ପ୍ରଫେସର ମହାଦେବ ଜଶପାଲ,ମୂଖ୍ୟବକ୍ତା ଭାବେ ଛତିଶଗଡ଼ ବୋର୍ଡ ଆର୍ୟୁବେଦ

ମେଡିସିନ ଡା. ସଞ୍ଜୟ ସୁକ୍ଲା, ସମ୍ମାନିତ ଅତିଥି ଭାବେ ରାଜେନ୍ଦ୍ର ବିଶ୍ବ ବିଦ୍ୟାଳୟ ବଲାଙ୍ଗିର ପରିକ୍ଷା ନିୟନ୍ତ୍ରକ ଡା.ଶ୍ୟାମ ଭୋଇ, ଅଭିରାମ ଠାକୁର, ସଞ୍ଜୁକ୍ତା ସେନ ଗୁପ୍ତା, ଅଖିଲେସ ସାହୁ, ପରିଚାଳନା କମିଟିର ବରିଷ୍ଠ ସଦସ୍ୟ ରୋହିତ ମିଶ୍ର, ବିନୋଦ କୁମାର  କାଲିଆ, ରାମରତନ ପୁରୋହିତ, ସତ୍ୟନାରାୟଣ ତ୍ରିପାଠୀ, ସୁଶିଲ ମହାପାତ୍ର,ଅନିଲ ନାୟକ ଯୋଗ ଦେଇଥିଲେ । କଲେଜର ଅଧ୍ୟକ୍ଷ ଡା. ଜଗବନ୍ଧୁ ମିଶ୍ର ଅତିଥି ପରିଚୟ ସହ ସ୍ବାଗତ ଭାଷଣ ଦେଇଥିଲେ । ସମସ୍ତ ଅତିଥି ମାନେ ନୃସିଂହନାଥ କଲେଜର ଆୟୁର୍ବେଦ ଚିକିତ୍ସା ପଦ୍ଧତି ଓ ନିକଟସ୍ଥ

ଗନ୍ଧମାର୍ଦ୍ଦନ  ପର୍ବତ ଥିବା ଓୌଷଧୀ ବୃକ୍ଷ ଓ ଝରଣା ପାଣିର ସୁବିନିଯୋଗ ହେଉଛି ବୋଲି ମତ ପ୍ରକାଶ କରିଥିଲେ । ଶ୍ରେୟାଶ୍ରୀ ତ୍ରିପାଠୀ, ଶୃିତିଶିଖା ମହାପାତ୍ର,ଜୁନୁଲି ବାବୁ ସଭା ପରିଚାଳନା କରିଥିଲେ ।  କଲେଜର ସମ୍ପାଦକ ମନୋଜ କୁମାର ତ୍ରିବେଦୀ ବାର୍ଷିକ ବିବରଣୀ ପଠନ କରିଥିଲେ । ସମସ୍ତ ଅତିଥି ଓ ପରିଚାଳନା କମିଟିର ସଭ୍ୟ ମାନଙ୍କୁ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା । କଲେଜ ର ଛାତ୍ରଛାତ୍ରୀ ମାନେ ବିଭିନ୍ନ କ୍ଷେତ୍ରରେ କୃତ୍ତୀ ଅର୍ଜନ କରିଥିବାରୁ ଅତିଥି ମାନଙ୍କ ଦ୍ବାରା ସମ୍ମାନିତ କରାଯାଇଥିଲା । ଅତିଥି ମାନଙ୍କ ଦ୍ବାରା ସ୍ମରଣୀକା ଅମ୍ରିତା ଉନ୍ମୋଚନ କରାଯାଇଥିଲା । ମହା ବିଦ୍ୟାଳୟର ସମସ୍ତେ ସହଯୋଗ କରିଥିଲେ । ଶେଷରେ ଡା.ଅଭିରାମ ଠାକୁର ଧନ୍ୟବାଦ ଦେଇଥିଲା । ପରି ଶେଷରେ ଛାତ୍ରଛାତ୍ରୀ ଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026

You Might Also Like