-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||     

HOME   ଜିଲ୍ଲା

*ଜୈବ ଚିକିତ୍ସା ବର୍ଜ୍ୟବସ୍ତୁ ପରିଚାଳନାରେ ଗୁରୁତର ତ୍ରୁଟି; ମରୁଛନ୍ତି ଗାଇଗୋରୁ*

02-Mar-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
କୋଟି କୋଟି ଟଙ୍କା ଖର୍ଚ୍ଚରେ ନୂତନ ଭାବେ ନିର୍ମାଣ ହୋଇଥିବା ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜୈବ ବର୍ଜ୍ୟବସ୍ତୁ ପରିଚାଳନାରେ ଗୁରୁତର ତ୍ରୁଟି ଦେଖିବାକୁ ମିଳିଛି । ବିଭିନ୍ନ ସମସ୍ୟା ଘେରରେ ଥିବା ଜିଲ୍ଲା ମୁଖ୍ୟାଳୟ ବିବାଦ ପିଛା ଛାଡ଼ୁ ନାହିଁ। ଆମେ ଡାକ୍ତରଖାନାରେ ଦୁର୍ଘଟଣାଗ୍ରସ୍ତ ରୋଗୀ ହେଉ କିମ୍ୱା ଅନ୍ୟ କିଛି ଗୁରୁତର ବେମାର ଥିବା ରୋଗୀ ମୃତ୍ୟୁ ବରଣ କରୁଥିବା ଜାଣିଛୁ । କିନ୍ତୁ ହସ୍ପିଟାଲରେ ଗାଇ ଗୋରୁ ମରିବାଟା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହେବେ । ରାଜ୍ୟ ସରକାର ମଡେଲ ଡ଼ାକ୍ତରଖାନା ମାନଙ୍କରେ ବିଏମ୍ଡ଼ବ୍ଲୁଏମ୍ ବାୟୋ ମେଡିକାଲ୍ ୱେଷ୍ଟ ମେନେଜମେଣ୍ଟ ନାଁ ରେ ଡ଼ାଇଲେସିସ ସେଣ୍ଟରରୁ ବାହାରୁଥିବା ବର୍ଯ୍ୟବସ୍ତୁ କୁ ରିସାଇକିଲ କରି ପିଚୁ ତିଆରି କରିବାରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି । କିନ୍ତୁ ଦୁଃଖ ଓ ପରିତାପର ବିଷୟ ଯେ କୋଟି କୋଟି ଟଙ୍କାରେ ନିର୍ମାଣ ହୋଇଥିବା ଏହି ମେଗା ପ୍ଲାଣ୍ଟ ପ୍ରପର୍ଲି ପ୍ରୋସେସ ହେଉ ନ ଥିବାରୁ ପ୍ଲାଣ୍ଟ ରୁ ନିର୍ଗତ ହେଉଥିବା ବର୍ଜ୍ୟବସ୍ତୁ ଏବଂ ଡ଼ାଇଲେସିସ ସେଣ୍ଟରରୁ ବାହାରୁ ଥିବା ବର୍ଜ୍ୟବସ୍ତୁ କୁ ବାଡ ବାହାରେ ଫିଙ୍ଗି ଦେଉଥିବାରୁ ଏହାକୁ ଖାଇବା ଏବଂ ଦୂଷିତ ପାଣି କୁ ପିଇବା ଦ୍ୱାରା ଅନେକ ଗାଇଗୋରୁ ହସ୍ପିଟାଲ ପାଖ ଆଖରେ ମରୁଥିବା ଭଳି ଆଜି ସାଙ୍ଘାତିକ ଖବର ଆସିଛି । ସେପଟେ ସିଡିଏମଓ ଏବଂ ହସ୍ପିଟାଲ ମ୍ୟାନେଜର ଙ୍କୁ ବିଭିନ୍ନ ସମୟରେ ବିଭିନ୍ନ ଅଭିଯୋଗ ହେଉଥିଲା ବେଳେ କାହାରି କଥା ସେମାନେ କର୍ଣ୍ଣପାତ କରୁ ନ ଥିବା ବିଭିନ୍ନ ସମୟରେ ଅଭିଯୋଗ ହେଉଛି ।
 ଏ ଅଧିକାରୀ ଙ୍କ ବିରୋଧ ରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲା ର ବୁଦ୍ଧିଜିବୀ ଦାବୀ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026

You Might Also Like