-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    

02-Mar-2026



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଆଗଲପୁର ପଂଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା l ଏଥିରେ କାର୍ଯ୍ୟନିର୍ବାହୀ ଅଧିକାରୀ ରଶ୍ମିରଞ୍ଜନ ପଧାନ ଙ୍କ ପରିଚାଳନାରେ ଅନୁଷ୍ଠିତ ସଭାରେ  ମୁଖ୍ୟ ଅତିଥି ଭାବେ ଏ ବି ଡି ଓ ରୁଦ୍ର ପ୍ରସାଦ ସୁନା , ସି ଡି ପି ଓ ଶୁଭଶ୍ରୀ ମିଶ୍ର , ଗ୍ରାମ ପଞ୍ଚାୟତ ଅଧିକାରୀ ଦେବରାଜ ତାଣ୍ଡି ମଞ୍ଚ।ଷିନ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ସଭାରେ ମୋଟ 4 ଟି ଅଭିଯୋଗ ଉପରେ ଜନ ଶୁଣାଣି କରାଯାଇଥିଲା ।ଏଥିରେ ଭତ୍ତା , ପ୍ରଧାନ ମନ୍ତ୍ରୀ ଆବାସ , ଜଙ୍ଗଲ , ମାଟି ଉନ୍ନତି ପ୍ରଭୁତି ଅଭିଯୋଗ ଉପ ରେ ଦୃଷ୍ଟିଦେଇ ଅତିଥି ମାନେ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଥିଲେ । ସରପଞ୍ଚ ଦାୟିତ୍ୱ ରେ ଥିବା ନାଏବ ସରପଞ୍ଚ  ଏକ ବର୍ଷ ହେବ ୱାର୍ଡ ସଭ୍ୟ ଙ୍କୁ କୌଣସୀ ମିଟିଙ୍ଗ ରେ ନ ଡ଼ାକିବା ରୁ ଆଜି ର ଶୁଣାଣି ଦାୟିତ୍ୱ ରେ ଥିବା ଏବିଡ଼ିଓ ଙ୍କୁ ୱାର୍ଡସଭ୍ୟ ମାନେ ଅଭିଯୋଗ କରିଛନ୍ତି l ଆଜିର ଅଭିଯୋଗ ଶୁଣାଣି ରେ ଅଭି ସାହୁ , ସିପୁନ ପଟେଲ , ସୁନିଲ ସାହୁ , ଅମିତ୍ ପଟେଲ , ବି ଏସ ଏସ ଓ ସୁଶାନ୍ତ ମହାକୁର , ଆଲୋକ ମିଶ୍ର , ଚନ୍ଦ୍ରକାନ୍ତ ବେହେରା , ଏଲ ଆଇ ଜପି ପାତ୍ର , ଅଶୋକ ସାହୁ , ଉଦ୍ଧବ କବାଟ ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like