-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିରର ଅଫିସିଆଲ ୱେବ ସାଇଟ ଉନ୍ମୋଚିତ♦️ ମନ୍ଦିରର ତଥ୍ୟ ଜାଣି ପାରିବେ ସାରା ପୃଥିବୀରେ ଲୋକେ

03-Mar-2026



ବରଗଡ(ପ୍ରେରଣା ଖବର ): ବରଗଡ ଜିଲ୍ଲାର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ସମଗ୍ର ଭାରତ ବର୍ଷରେ ଏକ ବିରଳ ଓ ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଅଟେ ।ଏହାର ତଥ୍ୟ, ତତ୍ଵ, କଥା, କିମ୍ବଦନ୍ତୀ ସ୍ଵତନ୍ତ୍ର ଓ ନିଆରା ଅଟେ । ପ୍ରତିଦିନ ଏଠାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ପର୍ଯ୍ୟଟକ ଆସିଥାନ୍ତି । ତେଣୁ ଏହି ପବିତ୍ର ପର୍ଯ୍ୟଟନ ସ୍ଥଳୀର ବିବରଣୀ ପୃଥିବୀ ସାରା ଲୋକେ ଜାଣିବା ଆବଶ୍ୟକ ଅଟେ ବୋଲି ମଙ୍ଗଳବାର ଦିନ ମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିରର ଅଫିସିଆଲ ୱେବ ସାଇଟ ଉନ୍ମୋଚନ ଅବସରରେ ଅତିଥି ବୃନ୍ଦ ମତ ପ୍ରକାଶ କରିଛନ୍ତି । ମନ୍ଦିର କାର୍ଯ୍ୟ ନିର୍ବାହୀ ଅଧିକାରୀ ପୁରୁଷୋତ୍ତମ

ପ୍ରଧାନଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବରେ ବରଗଡର ଲୋକପ୍ରିୟ ସାଂସଦ ତଥା ମନ୍ଦିରର ପୂର୍ବତନ ଟ୍ରଷ୍ଟ ବୋର୍ଡ ଅଧ୍ୟକ୍ଷ ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଏହି ୱେବ ସାଇଟର ଶୁଭ ଉନ୍ମୋଚନ କରିଥିଲେ । ଆଜିଦିନ ଠାରୁ www.nrusinghanathtemple.in ୱେବ ସାଇଟ ମାଧ୍ୟମରେ ମନ୍ଦିରର ସମସ୍ତ ବିବରଣୀ ଉପଲବ୍ଧ ହୋଇଛି ବୋଲି ସୂଚନା ଦିଆ ଯାଇଥିଲା । ଫଳରେ ପର୍ଯ୍ୟଟକ ମାନେ ମନ୍ଦିର ଅବସ୍ଥିତି, ଯାତାୟାତ ସୁବିଧା, ଦର୍ଶନ ସମୟ, ଆଗତୁରା ଭୋଗ ତଥା ରହିବା ବ୍ୟବସ୍ଥା ବୁକିଂ କରିବା ଆଦି ସୁବିଧା ପାଇପାରିବେ ବୋଲି ସୂଚନା ଦିଆଯାଇଥିଲା ।ଏହି ଅବସରରେ ମୁଖ୍ୟ ଅତିଥି ଶ୍ରୀ ପୁରୋହିତ ମନ୍ଦିରର ବିଭିନ୍ନ ବିବରଣୀକୁ ପ୍ରାଞ୍ଜଳ ଭାବରେ ଆଲୋକପାତ କରିଥିଲେ । ବିବରଣୀକୁ ବିଶ୍ବବ୍ୟାପୀ କରିବା ପାଇଁ ୱେବ ସାଇଟ ସହାୟକ

ହେବ ଏବଂ ଏହି ପୀଠର ପ୍ରଚାର ପ୍ରସାର ପାଇଁ ଏହା ଆଉ ଏକ ପାହାଚ ଅଟେ ବୋଲି କହିଥିଲେ । ସମ୍ମାନିତ ଅତିଥି ପିଡବ୍ଲୁଡିର ଇଞ୍ଜିନିୟର ଅରୁଣ କୁମାର ପାଣ୍ଡେ ଓ ପଦ୍ମପୁର ଉପଖଣ୍ଡ ସାମ୍ବାଦିକ ସଂଘର ସଭାପତି ବଡ ଶତପଥି ତୀର୍ଥକ୍ଷେତ୍ରର ବିକାଶ ପାଇଁ ମତବ୍ୟକ୍ତ କରିଥିଲେ । ଅନ୍ୟତମ ବରେଣ୍ୟ ଅତିଥି ବିଶିଷ୍ଟ ସ୍ତମ୍ଭକାର ତଥା ଅଧ୍ୟାପକ ସୁଶାନ୍ତ କୁମାର ମିଶ୍ର ଓ ଜଣାଶୁଣା ଫିଲ୍ମ ନିର୍ଦ୍ଦେଶକ ଲିଟୁ ମହାନ୍ତି ଯୋଗଦାନ କରି ଏହି ପୀଠର ତଥ୍ୟ ଓ ତତ୍ଵ୍ଵ ସଂରକ୍ଷଣ ପାଇଁ ଆଗକୁ ଆହୁରି ଉଦ୍ୟମ କରିବା ଆବଶ୍ୟକ ରହିଛି ବୋଲି କହିଥିଲେ । ୱେବ ସାଇଟ ର ନିର୍ମାତା ଶଶିକାନ୍ତ ସାହୁଙ୍କୁ ଉପଢ଼ୌକନ ଦେଇ ମୁଖ୍ୟ ଅତିଥି ସମ୍ମାନୀତ କରିଥିଲେ । ଏହି ଉତ୍ସବରେ ବିଭିନ୍ନ ପ୍ରାନ୍ତରୁ ବୁଦ୍ଧିଜୀବୀ, ଶ୍ରଦ୍ଧାଳୁ ତଥା ଜନସାଧାରଣ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like