-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ଶେଷରେ କୋର୍ଟରେ ଆତ୍ମସମର୍ପଣ କଲେ ପୁରୀ ଜିଲ୍ଲା ଅସ୍ତରଙ୍ଗ ଥାନାର ନିଲମ୍ବିତ ଆଇଆଇସି ରାଜେଶ ବଳିଆରସିଂହ

03-Mar-2026



ପୁରୀ(ପ୍ରେରଣା ଖବର): ପ୍ରାୟ ୭ ମାସ ଧରି ଫେରାର ରହିବା ପରେ ଶେଷରେ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି ପୁରୀ ଜିଲ୍ଲା ଅସ୍ତରଙ୍ଗ ଥାନାର ନିଲମ୍ବିତ ଆଇଆଇସି ରାଜେଶ ବଳିଆରସିଂହ। ସେ ଆଜି ଜୟପୁର ଜିଲ୍ଲା କୋର୍ଟରେ ଆତ୍ମସମର୍ପଣ କରିଛନ୍ତି।ଆତ୍ମସମର୍ପଣ କରିବା ପରେ ତାଙ୍କୁ ସର୍ତ୍ତମୂଳକ ଜାମିନ ମିଳିଛି। 
ନିଲମ୍ବିତ ଆଇଆଇସି ରାଜେଶ ବଳିଆରସିଂହ ଗଞ୍ଜେଇ କାରବାରରେ ସାମିଲ ଥିବା ଅଭିଯୁକ୍ତଙ୍କ ସହ ସଂପର୍କରେ ଥିବା ନେଇ ଅଭିଯୋଗ ରହିଛି। କୋରାପୁଟରେ କାର୍ଯ୍ୟରତ ଥିବା

ବେଳେ ସେ ଗଞ୍ଜେଇ ବେପାରୀଙ୍କୁ ସହଯୋଗ କରିବା ଓ ତାଙ୍କ ଗାଡ଼ି ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏନେଇ ଜୟପୁର ଟାଉନ ଥାନାରେ ତାଙ୍କ ନାଁରେ ମାମଲା ରୁଜୁ ହୋଇଛି।  

ଏହି ମାମଲାରେ ଗତ ବର୍ଷ ଅଗଷ୍ଟ ମାସ ପ୍ରଥମ ସପ୍ତାହରେ ଜୟପୁରର ତତ୍‌କାଳୀନ ଏସଡିପିଓ ପାର୍ଥ କଶ୍ୟପଙ୍କ ନେତୃତ୍ୱରେ ଏକ ପୁଲିସ ଟିମ୍‌ ରାଜେଶ ବଳିଆରସିଂହଙ୍କୁ ଭୁବନେଶ୍ୱରର କ୍ୟାପିଟାଲ ଥାନାକୁ ନେଇ ପଚରାଉଚରା କରିଥିଲେ। ତେବେ ରାଜେଶ ବଳିଆରସିଂହ ସେଠାରେ ସେମାନଙ୍କୁ ଚକମା ଦେଇ ଫେରାର ହୋଇଯାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like