-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||     

HOME   ଜିଲ୍ଲା

ଆକାଂକ୍ଷି ବ୍ଲକରେ ଉନ୍ନୟନ କାର୍ଯ୍ୟ ବାଧାପ୍ରାପ୍ତ

03-Mar-2026



ନୂଆପଡ଼ା (ରାମନାଥ ପଣ୍ଡା )
ବିକାଶ ଆଣିବାକୁ ଯୋଜନା ତିଆରି କରି କାର୍ଯ୍ୟ କରୁଥିବା ସରକାର ବେଳେ ବେଳେ  ବିଫଳତାର ଛାଇକୁ  ଦେଖିବା ଭୁଲି ଯାଆନ୍ତି । ସରକାରଙ୍କ ବିଭିନ୍ନ ଯୋଜନାର ସଫଳ ରୂପାୟନ କରି ସହରାଞ୍ଚଳ ଭଳି ଗ୍ରାମାଞ୍ଚଳରେ ଦ୍ରୁତ ବିକାଶ କାର୍ଯ୍ୟ ସହ ତାରତମ୍ୟ ହ୍ରାସ ପାଇଁ ନିତି ଆୟୋଗ ଦ୍ବାରା ନୂଆପଡା ଜିଲ୍ଳାର ବୋଡ଼େନ ବ୍ଲକକୁ ଆକାଂକ୍ଷି ବ୍ଲକ ଭାବରେ ଚିହ୍ନଟ କରାଯାଇଛି । ଏଥିପାଇଁ ଜିଲ୍ଲା ପ୍ରଶାସନ ବିଭିନ୍ନ ପଦକ୍ଷେପ ନେଉଛି ।  ଆକାଂକ୍ଷି ବ୍ଲକ କାର୍ଯ୍ୟକ୍ରମରେ ସମସ୍ତ ବିଭାଗର ଅନେକ କାର୍ଯ୍ୟଗୁଡ଼ିକ ଧାର୍ଯ୍ୟ ହୋଇଅଛି, ଯଥା ଆବାସ ଗୃହ ନିର୍ମାଣ, ଗ୍ରାମ୍ୟ ପରିମଳ, ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟଜଳ ଯୋଗାଣ, ଅଙ୍ଗନୱାଡି ଓ ବିଦ୍ୟାଳୟର ଭିତ୍ତିଭୂମି ବିକାଶ, ଉନ୍ନତ ମାନର ସ୍ବାସ୍ଥ୍ୟ ସେବା ପ୍ରଦାନ, ଉନ୍ନତ ପୋଷଣ, କୃଷି  କ୍ଷେତ୍ରରେ ଓ ପ୍ରାଣୀ ସମ୍ପଦର ଉନ୍ନତି, ଶିକ୍ଷାର ମାନ ବୃଦ୍ଧି ଭଳି ଗୁରୁତ୍ୱପୂର୍ଣ୍ଣ କାମକୁ ତ୍ୱରାନ୍ୱିତ କରି ଶତପ୍ରତିଶତ କାର୍ଯ୍ୟକାରୀ କରିବା ପାଇଁ ଲକ୍ଷ୍ୟ ନିଆଯାଇଛି ସତ  ହେଲେ ତୃଣମୂଳ ସ୍ତରରେ ଏହାର ଓଲଟା ଚିତ୍ର ଦେଖିବାକୁ ମିଳୁଛି । ବ୍ଲକ ସହ ବିଭିନ୍ନ ବିଭାଗରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲି ପଡିଛି ତେଣୁ କାର୍ଯ୍ୟ କରିବା ସମୟରେ ଅତ୍ୟଧିକ ମାନସିକ ଚାପ ପଡିବା ସହ ଜିଲ୍ଲା ପ୍ରଶାସନ ପକ୍ଷରୁ ସଠିକ ସମୟରେ କାର୍ଯ୍ୟ ସମ୍ପାଦନ କରିବା ପାଇଁ ଚାପ ପଡୁଛି ।
ସୂଚନା ଅନୁଯାୟୀ ବ୍ଲକରେ ବର୍ତ୍ତମାନ ସ୍ଥାୟୀ ବିଡିଓ, ଏବିଡ଼ିଓ, ଏଇଇ, ବିଏସଏସଓ, ୩ ପିଇଓ ଭଳି ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲି ପଡ଼ିଥିବା ବେଳେ ବିଭିନ୍ନ ବିଭାଗର ଅନେକ ଗୁରୁତ୍ୱପୂର୍ଣ୍ଣ ପଦବୀ ଯଥା ଶିକ୍ଷା ବିଭାଗରେ ଏବିଇଓ, ୫୨ ପ୍ରଧାନ ଶିକ୍ଷକ, ୧୨୫ ଶିକ୍ଷକ, ସ୍ବାସ୍ଥ୍ୟ ବିଭାଗରେ ସୁପରିଣ୍ଟେଣ୍ଡେଣ୍ଟ ସହ ୨୬ ଟି ଗୁରୁତ୍ୱପୂ୍ଣ୍ଣ ପଦବୀ, ପ୍ରାଣୀସମ୍ପଦ ବିଭାଗରେ ବିଭିଓ, ଏଭିଏଏସ, ଏଲଆଇ, କୃଷି ବିଭାଗରେ ଏଏଓ, ୯ ଟି ଭିଏଡବ୍ଲୁ, ଶିଶୁ ବିକାଶ ବିଭାଗରେ ୨ ମହିଳା ସୁପରଭାଇଯର ପଦବି ଖାଲି ପଡିଛି । ଯାହା ଦ୍ଵାରା ଆକାଂକ୍ଷି ବ୍ଲକ କାର୍ଯ୍ୟକ୍ରମର ସଫଳ ରୂପାୟନରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି । ଏଥିପ୍ରତି ଜିଲ୍ଲା ପ୍ରଶାସନ ଦୃଷ୍ଟି ଦେଇ ଖାଲି ପଡ଼ିଥିବା ପଦବୀ ଗୁଡିକ  ଶୀଘ୍ର ପୂରଣ କରିବାକୁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026

You Might Also Like