-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||     

HOME   ଜିଲ୍ଲା

ବି ଡି ଓ ସୁଶାନ୍ତ କୁମାର ରଣାଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

03-Mar-2026



ବୋଡ଼େନ (ରାମନାଥ ପଣ୍ଡା )
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକରେ ୨୦୨୪ ମସିହାରେ ଶ୍ରୀଯୁକ୍ତ ସୁଶାନ୍ତ କୁମାର ରଣା ବି ଡି ଓ ଦାୟୀତ୍ୱ ଗ୍ରହଣ କରି ଅନେକ ସମସ୍ୟାର ସମାଧାନ କରିଥିବା ସହ ଲୋକ ସମ୍ପର୍କରେ ପ୍ରତ୍ୟେକ ଗ୍ରାମରେ ସୁପରିଚିତ ।ଆଜି ଶ୍ରୀଯୁକ୍ତ ରଣା ଅବସର ଗ୍ରହଣ କରିଛନ୍ତି ।ଏହି ଅବସରରେ ବି ଏଫ୍ ଓ ଶରତ ଚନ୍ଦ୍ର ସେଠି ଓ ବଡ଼ବାବୁ ଧନ୍ୱନ୍ତରି ଚଲାନଙ୍କ ସଂଯୋଜନାରେ ଆୟୋଜିତ ବ୍ଲକ ସଭାଗୃହରେ ଅବସର କାଳୀନ ସମ୍ବର୍ଦ୍ଧନା ସଭାରେ ବ୍ଲକ ଅଧ୍ୟକ୍ଷା ପ୍ରେମ ଶିଳା ନାଗ,ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ କ୍ଷୀରୋଦ ନାଏକ,ଜିପିଡିଓ ଭୀଷ୍ମ କୁମାର, ଏ ପି ଓ ରବିନାରାୟଣ ରାଉତ,ସହକାରୀ ଯନ୍ତ୍ରୀ ଯୁଗେଶ୍ଵର୍ ନାଏକ,ସହକାରୀ ଯନ୍ତ୍ରୀ ଦିନ ଶବର,କନିଷ୍ଠ ଯନ୍ତ୍ରୀ ଅମରେନ୍ଦ୍ର ବିଶ୍ଵାଳ, କନିଷ୍ଠ ଯନ୍ତ୍ରୀ ଧର୍ମେନ୍ଦ୍ର ସାହୁ,ଏ ବି ପି ରାକେଶ କୁମାର ଷଡଙ୍ଗୀଙ୍କ ସମେତ ବ୍ଲକର ସମସ୍ତ ବିଭାଗୀୟ ଅଧିକାରୀ,ସମସ୍ତ ପଞ୍ଚାୟତ ନିର୍ବାହୀ ଅଧିକାରୀ,ସମସ୍ତ ଏ ଡି ଇ ଓ,ଜି ଆର୍ ଏସ ଏବଂ ସାମ୍ବାଦିକ ବନ୍ଧୁମାନେ ଉପସ୍ଥିତ ରହିଥିଲେ ।ଗତ ୨୬ ତାରିଖ ଦିନ ମଧ୍ୟ ସେ ବ୍ଲକର କିଛି ଅଧିକାରୀଙ୍କୁ ଧରି ବଣପାହାଡ ଘେରା ଅଞ୍ଚଳ  ପାଟଦର୍ହା ସ୍ଥିର ବାହାଦୂରପାଣିକୁ ଯାଇ ୭ ଜଣ ବିଧବାଙ୍କୁ ଭତ୍ତା ବାଣ୍ଟିବା ସହିତ  ଏକ ପ୍ରସୂତି ମାଆଙ୍କ ଚିକିତ୍ସା ପାଇଁ ବ୍ୟବସ୍ଥା କରିଥିଲେ । ଶ୍ରୀଯୁକ୍ତ ରଣା ନିଜ ଦାୟୀତ୍ୱକୁ ସୁଚାରୁ ରୂପେ ସମ୍ପାଦନ କରି ବ୍ଲକର ବିଭିନ୍ନ କ୍ଷେତ୍ରରେ ଉନ୍ନତି ଆଣିଥିବା ବିଷୟ ଗୁଡ଼ିକୁ ଉପସ୍ଥିତ ସମସ୍ତ ଅଧିକାରୀ ଉପସ୍ଥାପନା କରି ଖୁସିରେ ବିଦାୟ ଦେବା ସହିତ ଶ୍ରୀଯୁକ୍ତ ସୁଶାନ୍ତ କୁମାର ରଣାଙ୍କ ଆଗାମୀ ଦିନ ଗୁଡ଼ିକରେ ଭଗବାନ ଖୁସି ହିଁ ଖୁସି ଭରିଦିଅନ୍ତୁ ବୋଲି ସମସ୍ତେ କାମନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026

You Might Also Like