-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||     

HOME   ଜିଲ୍ଲା

ବନଜାତ ଦ୍ରବ୍ୟ ସଂଗ୍ରହ ଓ ବଜାରୀକରଣ ପାଇଁ ବ୍ୟବସାୟୀ ସମ୍ମିଳନୀ

03-Mar-2026



(ରାମନାଥ ପଣ୍ଡା )
 ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ପାତଳ ଗଙ୍ଗାଠାରେ ୟାର ଅନୁଷ୍ଠାନ ସମ୍ପାଦକ ହରି ଦାସ ପଟେଲଙ୍କ ପରିଚାଳନାରେ ୟାର ଅନୁଷ୍ଠାନ ଓ  ଅଜିମ୍ ପ୍ରେମ ଜୀ ଫାଉଣ୍ଡେସନର ମିଳିତ ସହଯୋଗରେ ଲଘୁ ବନଜାତ ଦ୍ରବ୍ୟ  ସଂଗ୍ରହ ଓ ବଜାରୀକରଣ ସମ୍ବନ୍ଧୀୟ ଏକ ବ୍ୟବସାୟୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଅଞ୍ଚଳର ପ୍ରମୁଖ ବ୍ୟବସାୟୀ ମୁକେଶ ଅଗ୍ରୱାଲ, ନୂର୍ ମହମ୍ମଦ ଓ ଇସୁବ୍ ଖାନ ଯୋଗଦେଇ ବନଜାତ ଦ୍ରବ୍ୟର ଉଚିତ ମୂଲ୍ୟ, ବଜାର ଚାହିଦା ଓ ଗୁଣମାନ ବିଷୟରେ ଆଲୋଚନା କରିଥିଲେ । ବୈଠକରେ ସୁନାମୁଦି, ଖଡ଼ୁପାଣି, ବାଗଲୋର, ମହୁଳପଦର, କୋଟଗାଁ, ଧୋବେଇ, ରୁଣ୍ଡୀ, ରେଢ଼ାମାଲ, ଭୁଇପାଣି, ନାଗପଡ଼ା, ଝରଣାମାଲ ଓ ମାକରବିର୍ଲି ଗ୍ରାମର ଗୋଷ୍ଠୀ ଜଙ୍ଗଲ ପରିଚାଳନା କମିଟି ସଦସ୍ୟ ସଦସ୍ୟାମାନେ ଏବଂ ସ୍ୱୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ ବହୁ ସଂଖ୍ୟାରେ ଉପସ୍ଥିତ ଥିଲେ ।ଜଙ୍ଗଲ ଉପରେ ନିର୍ଭରଶୀଳ ପରିବାରମାନଙ୍କୁ ମଧ୍ୟସ୍ଥିଙ୍କ କବଳରୁ ରକ୍ଷା କରି ଯଥୋଚିତ ମୂଲ୍ୟ ପ୍ରଦାନ କରିବା ନିମନ୍ତେ ଗୋଷ୍ଠୀ ଜଙ୍ଗଲ ପରିଚାଳନା କମିଟି ଓ ସ୍ଵୟଂ ସହାୟିକା ଗୋଷ୍ଠୀ ମାଧ୍ୟମରେ ସିଧାସଳଖ ବ୍ୟବସାୟୀଙ୍କ ସହ ସଂଯୋଗ ସୃଷ୍ଟି କରିବାକୁ ସମ୍ମିଳନୀରେ ନିଷ୍ପତ୍ତି ନିଆଯାଇଥିଲା  । ଆଗାମୀ ଦିନରେ ସ୍ୱୟଂ ସହାୟିକା ଗୋଷ୍ଠୀ ଓ ଗୋଷ୍ଠୀ ଜଙ୍ଗଲ ପରିଚାଳନା କମିଟି ମାଧ୍ୟମରେ ମହୁଲ ଫୁଲ ଓ ଚାର ସଂଗ୍ରହ କରି ଗ୍ରାମସଭା ମାଧ୍ୟମରେ ସିଧାସଳଖ ବ୍ୟବସାୟୀମାନଙ୍କୁ ବିକ୍ରୟ କରାଯିବ ବୋଲି ନିଷ୍ପତ୍ତି ହୋଇଛି ।
କାର୍ଯ୍ୟକ୍ରମରେ ଅରୁଣ ବିଶ୍ୱାଳ, ଖୁସିରାମ ଭୋଇ, ପ୍ରବୀଣ ପଟେଲ, ହୁଲେଶ୍ୱର ମାଝୀ ଓ ଋଷିରାମ ମାଝୀ ଉପସ୍ଥିତ ରହି ବୈଜ୍ଞାନିକ ପଦ୍ଧତିରେ ସଂଗ୍ରହ ଓ ପ୍ରକ୍ରିୟାକରଣ ଉପରେ ଗୁରୁତ୍ୱାରୋପ କରିଥିଲେ ।ସଂଗ୍ରହକାରୀମାନଙ୍କୁ ଆଗାମୀ ଦିନରେ ଉପଯୁକ୍ତ ତାଲିମ ଓ ବଜାର ସୂଚନା ପ୍ରଦାନ କରି ସେମାନଙ୍କୁ ଆର୍ଥିକ ଭାବେ ସ୍ୱାବଲମ୍ବୀ କରିବା ପାଇଁ ଲକ୍ଷ୍ୟ ରଖା ଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026

You Might Also Like