-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||     

HOME   ଜିଲ୍ଲା

ପ୍ରସିଦ୍ଧ ଶୈବପୀଠରେ ମହାଜଳଶାୟୀ,ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ

03-Mar-2026



ବିନିକା(ହିମାଂଶୁ ଶେଖର ପୁଟେଲ)ପ୍ରସିଦ୍ଧ ଶୈବପୀଠ ଚରଦା ସ୍ଥିତ ବାବା କପିଳେଶ୍ୱର ମନ୍ଦିରରେ ବିରାଜମାନ ମହାଦେବଙ୍କ ଠାରେ ମହାଜଳଶାୟୀ କାର୍ଯ୍ୟକ୍ରମ ମହା ଆଡମ୍ବରରେ ସମାହିତ ହୋଇଯାଇଛି ।ବିନିକା ବ୍ଲକ ଅନ୍ତର୍ଡା ଗ୍ରାମର ରାଜିନ୍ଦ୍ର ପ୍ରସାଦ ନାୟକ ଓ ତାଙ୍କ ଧର୍ମପତ୍ନୀ ବନଲତା ନାୟକଙ୍କ ମାନସିକକୁ ରକ୍ଷା କରି ପୁତ୍ର ତଥା ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର କୁମାର ନାୟକ ଓ ପୁତ୍ରବଧୂ ମମତା ନାୟକ ମୁଖ୍ୟ କର୍ତ୍ତା ଭାବେ ଦାୟିତ୍ଵ ନିର୍ବାହ କରି ଏହି ମହା ଜଳଶାୟୀ ଆୟୋଜନ କରିଥିଲେ । ମୁକ୍ତିତିର୍ଥ କୁହାଯାଉଥିବା ପୁଣ୍ୟପୀଠ ପାପକ୍ଷୟ ଘାଟରୁ ଆଖ ପାଖ ଗ୍ରାମର ପ୍ରାୟ ୧୫୦ଜଣ ଭକ୍ତ ଜଳ ସଂଗ୍ରହ କରି ବାବାଙ୍କ ପୀଠରେ ଅର୍ପଣ କରିଥିଲେ।ମନ୍ଦିର ପରିସର ଜଳମଗ୍ନ ହେବାପରେ ଏବଂ ମହାଦେବଙ୍କ ପାଟିକୁ ଜଳ ଛୁଇଁବା ପରେ ଜଳଶାୟୀ ଜଳକୁ ପରିଷ୍କରଣ କରାଯାଇଥିଲା ମହାଜଳଶାୟୀ ଦେଖିବା ସହିତ ମହାଦେବଙ୍କ ଦର୍ଶନ ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ଜମିଥିଲା।ଏହା ବ୍ୟତିତ ପୀଠରେ ଲିଙ୍ଗାବରଣ ଓ ହୋମ ଯଜ୍ଞ ଅନୁଷ୍ଟିତ ହୋଇଥିଲା ।ଓଁ ନମଃ ଶିବାୟ ଧ୍ୱନିରେ ମନ୍ଦିର ପରିସର କମ୍ପି ଉଠିଥିଲା। ମନ୍ଦିର ଟ୍ରଷ୍ଟ ବୋର୍ଡ କମିଟି କର୍ମକର୍ତ୍ତାଙ୍କ ସହ ମନ୍ଦିର ସେବାୟତ ଓ ବହୁ ଶ୍ରଦ୍ଧାଳୁ ଉକ୍ତ ମହାଜଳଶାୟୀରେ ଉପସ୍ଥିତ ରହି ପ୍ରଭୁଙ୍କ ଦର୍ଶନ କରିବାର ସୌଭାଗ୍ୟ ଲାଭ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026

You Might Also Like