-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||     

HOME   ଜିଲ୍ଲା

କେବେ ସଜଡ଼ାଯିବ ବରୀ ମାଉଣ୍ଡ ହାଇମାଷ୍ଟ ଲାଇଟ

04-Mar-2026



ବରୀ,  (ରଂଜିତ  ମହାନ୍ତି )
ଲକ୍ଷାଧିକ ଟଙ୍କାରେ ବରୀ ବ୍ଳକର ପ୍ରମୁଖ ବଜାର ବରୀ ମାଉଣ୍ଡକୁ ଆଲୋକିତ କରିବାକୁ ଲଗାଯାଇଥିଲା ହାଇମାଷ୍ଟ ଲାଇଟ । ଏହି ହାଇମାଷ୍ଟ ଲାଇଟ ତଳେ ଓଡ଼ିଶାର ଅନ୍ୟତମ ବରପୁତ୍ର ବିଧ୍ୱଗ୍ଧ କବି ଅଭିମନ୍ୟୁ ସାମନ୍ତସିଂହାରଙ୍କ ପ୍ରତିମୂର୍ତ୍ତି ମଧ୍ୟ ସ୍ଥାପନ ହୋଇଛି । ହେଲେ ବିଡ଼ମ୍ବନାର ବିଷୟ ହେଉଛି ଦୀର୍ଘ ଦିନ ହେଲା ଏହି ଲାଇଟ ଖରାପ ହୋଇ ପଡ଼ିଥିଲା ବେଳେ ଏହାକୁ ମରାମତି କରାଯାଉନାହିଁ । ଲାଗିଥିବା ହାଲୋଜେନ ଗୁଡିକ ମଧ୍ୟରୁ କେବଳ ଗୋଟିଏ ମିଞ୍ଜି ମିଞ୍ଜି ହୋଇ ଜଳୁଥିଲା ବେଳେ ଅନ୍ୟ ଗୁଡିକ ଆଉ ଜଳୁନାହିଁ । ସରକାରୀ ଅର୍ଥରେ ଲାଗିଥିବା ଏହି ଲାଇଟ ସଜାଡ଼ିବା ଦାୟିତ୍ୱ କାହାର ଓ ଏହାକୁ କାହିଁକି ସଜଡ଼ା ଯାଉନାହିଁ ତାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏ ନେଇ ଜିଲ୍ଲା ପ୍ରଶାସନ ତୁରନ୍ତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026

You Might Also Like