-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||     

HOME   ଜିଲ୍ଲା

ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ

04-Mar-2026



ବରପାଲି (ସୁଦାମ ଦୀପ )
ବରଗଡ଼ ଜିଲ୍ଲା ବରପାଲି ଗଙ୍ଗାଧର କଲ୍ୟାଣ ମଣ୍ଡପ ଠାରେ ଗଙ୍ଗାଧର କଳା ପରିଷଦ ଦ୍ୱାରା ରାଜ୍ୟସ୍ତରୀୟ ସାହିତ୍ୟ ଉତ୍ସବ କାବ୍ୟ ଫଗୁଣ ସଫଳତାର ସହ ଅନୁଷ୍ଠିତ ହୋଇ ଯାଇଅଛି । ଅନୁଷ୍ଠାନ ର ସମ୍ପାଦକ ଶ୍ରୀ ହରି ଚରଣ ଖଟୁଆ ସ୍ୱାଗତ ସମ୍ଭାଷଣ ଦେଇଥିଲେ । ପ୍ରଥମ ଅଧିବେଶନରେ ସଭାପତି ଭାବେ ଡ଼. ରବୀନ୍ଦ୍ର ଗଡତିଆ ଓ ମୁଖ୍ୟ ଅତିଥି ଭାବେ ଟେକଚାନ୍ଦ ଦୁଆନ ଯୋଗଦେଇ ସମକାଳୀନ ସାହିତ୍ୟରେ ସାମାଜିକ ପ୍ରତିବଦ୍ଧତାର ସ୍ୱର ଶୀର୍ଷକରେ ଆଲୋଚନା କରିଥିଲେ । ସମାଜ ପ୍ରତି ଅଙ୍ଗିକାରବଦ୍ଧତା ନ ଥିଲେ ଭଲ ସାହିତ୍ୟ ସୃଷ୍ଟି ହୋଇ ପାରିବନି ବୋଲି ଡ଼. ଗଡତିଆ ମତ ଦେଇଥିଲେ ।   ସରୋଜ ରାଉତଙ୍କ କବିତା ପୁସ୍ତକ ଜୀବନର ପରିଭାଷା, ରୋହିତ ଦାଶଙ୍କ କଥାନୀ ବହି ଅଛିଆଁ, ସଂଗୀତା ପଣ୍ଡାଙ୍କ କବିତା ବହି ନିମଗ୍ନ ମନା, ସୁକୁମାର ଭୋଇଙ୍କ ଦ୍ବି ଭାଷିକ କବିତା ବହି ଫଗୁନ ଓ ଗୌରାଙ୍ଗ ପାଣ୍ଡେଙ୍କ ଦ୍ୱାରା ସମ୍ପାଦିତ ପତ୍ରିକା ନୁଆଁ ସକାଲ ର ୪୯ ତମ ସଂଖ୍ୟା ଅତିଥି ମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା । ସଭା ଆରମ୍ଭରେ ଦିବଂଗତ କବି ରାଧା ମୋହନ ତ୍ରିପାଠୀ ଓ ସଂଗୀତଜ୍ଞ ସ୍ବର୍ଗତ ଲକ୍ଷ୍ମୀ ମହତ୍ତମ ଙ୍କ ଉଦ୍ଦେଶ୍ୟରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରା ଯାଇଥିଲା ।
ଦ୍ଵିତୀୟ ଅଧିବେଶନରେ ନିମନ୍ତ୍ରିତ କବି ମାନଙ୍କୁ ନେଇ ଏକ ବହୁଭାଷୀ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା ।ଏଥିରେ ବିଭିନ୍ନ ଜିଲ୍ଲା ରୁ ୩୦ ଜଣ କବି ସ୍ୱରଚିତ କବିତା ପାଠ କରିଥିଲେ । କବିତା ପାଠୋତ୍ସବରେ କବି ଅଶୋକ ପୁଝାରୀ ସଭାପତିତ୍ୱ କରିଥିବା ବେଳେ କବି ଡ଼.ଶୁଭେନ୍ଦୁ ସୁଧା ଷଢଙ୍ଗୀ ଓ କବୀ ନିବେଦିତା ସ୍ୱାଇଁ ସଂଯୋଜନା ଦାୟିତ୍ୱ ତୁଲେଇଥିଲେ । ସମସ୍ତ କବିଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତ କରାଯାଇଥିଲା। ସଭାରେ ବିଜେନ୍ଦ୍ର ବେହେରାଙ୍କ ଦ୍ୱାରା ଅଙ୍କିତ ସୁରେନ୍ଦ୍ର ସାଏଙ୍କ ତୈଳଚିତ୍ର ଅତିଥି ମାନଙ୍କ ଦ୍ୱାରା ଅନାବରଣ ହୋଇଥିଲା ,ଲ।ଯାହା ହଜାରୀ ବାଗ ଜେଲକୁ ଅର୍ପଣ କରାଯିବା ପାଇଁ ତିଆରି ହୋଇଛି । ସମଗ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ବିଶିଷ୍ଟ କବି ରୋହିତ ଦାଶ। ଅଧ୍ୟାପକ ସୁବଲ ମେହେର ଓ ବିଶିଷ୍ଟ ବାନ୍ଧ ଶିଳ୍ପୀ ଭିକାରୀ ମେହେର, ଅନୁଷ୍ଠାନର ବରିଷ୍ଠ ସଭ୍ୟ ମହାଦେବ ରାଉତ ସଭାକୁ ଆୟୋଜନ କରିବାରେ ସହଯୋଗ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ଡ଼. ଭଗବତୀ କର ଧନ୍ୟବାଦ ଅର୍ପଣ କରିଥିଲେ।ସୁଜିତ ଶତପଥି, ଆଶିଷ ମିଶ୍ର, ସ୍ୱାଗତମ ରଥ, ଡ଼. ଅଶୋକ ମହାପାତ୍ର, ହେମାଙ୍ଗିନୀ ଦାଶ, ପ୍ରବାସିନୀ ହୋତା, ସାବିତ୍ରୀ ପୁରୋହିତ, ପ୍ରୀତିନନ୍ଦା ପାଣିଗ୍ରାହୀ, କିରଣ ଅଗ୍ରୱାଲ,ତପସ୍ୱିନୀ ଗୁରୁ,ବିଜୟ ପ୍ରଧାନ,ଭରତ ନାୟକ କିଶୋର ସାହୁ, ସରୋଜ ଦାଶ,ଆଦି କବି ଓ ଅବସର ପ୍ରାପ୍ତ ଅଧ୍ୟକ୍ଷ ପତିତ ପାବନ ସାହୁ, ସାମ୍ବାଦିକ ଉମେଶ ବିଶ୍ୱାଳ ସୁରେଶ ଅଗ୍ରୱାଲ ଆଦି ବିଶିଷ୍ଟ ବ୍ୟକ୍ତି ଙ୍କ ଗାରିମାମୟ ଉପସ୍ଥିତି ରେ ଆଦ୍ୟ ଫଗୁଣ ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026

You Might Also Like