-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||      କେବେ ସଜଡ଼ାଯିବ ବରୀ ମାଉଣ୍ଡ ହାଇମାଷ୍ଟ ଲାଇଟ   (04-Mar-2026)       ||      ତୃତୀୟ ସୁକତେଲ ମହୋତ୍ସବ ଉଦଯାପିତ♦️ "ଲୁପ୍ତ ପ୍ରାୟ ଲୋକ ଗୀତ ଓ ନୃତ୍ୟର ପୁନରୁଥାନର ଅନନ୍ୟ ମଞ୍ଚ"   (03-Mar-2026)       ||      ଗୋଛାପଡା ଥାନା ଅଞ୍ଚଳରେ ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ କଳଙ୍କ : ସମ୍ପୃକ୍ତ ଶିକ୍ଷକ ଥାନାରେ ଅଟକ    (03-Mar-2026)       ||     

HOME   ଜିଲ୍ଲା

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ

05-Mar-2026



ଭୁବନେଶ୍ୱର (ପ୍ରେରଣା ଖବର): ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଆଜି ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟର ଆର୍ଥିକ ସ୍ଥିତି ଏବଂ ୨୦୨୬ ଫେବୃଆରୀ  ମାସ ଶେଷ ସୁଦ୍ଧା ହୋଇଥିବା ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍  ଅନୁମୋଦିତ ଖର୍ଚ୍ଚ ଅଗ୍ରଗତି ସଂପର୍କରେ ବିସ୍ତୃତ ସମୀକ୍ଷା କରାଯାଇଥିଲା । ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗକୁ ଧାର୍ଯ୍ୟ ସମୟ ଚଳିତ ମାସ ଶେଷ ସୁଦ୍ଧା ବଜେଟ୍ ଅନୁମୋଦନ ହିସାବରେ ଖର୍ଚ୍ଚ ଉପଯୋଗ କରିବା ଏବଂ ଆଗାମୀ  ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ  ବଜେଟ୍ ରେ ପ୍ରସ୍ତାବିତ  ନୂତନ ଯୋଜନା ଓ କାର୍ଯ୍ୟକ୍ରମଗୁଡ଼ିକର ସଫଳ ରୂପାୟନ ପାଇଁ ପ୍ରସ୍ତତି କରିବାକୁ ବିଶେଷ ଦୃଷ୍ଟି ଦେବାକୁ ଆବଶ୍ୟକ  ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂ, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଏବଂ କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026
  ଜିଲ୍ଲା  
ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ   04-Mar-2026
  ଜିଲ୍ଲା  
ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   04-Mar-2026
  ଜିଲ୍ଲା  
ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   04-Mar-2026

You Might Also Like