-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||     

HOME   ଜିଲ୍ଲା

ହରିହର ଭେଟ ସମ୍ପନ୍ନ

05-Mar-2026



ବଲାଙ୍ଗିର- ମଙ୍ଗଳବାର ଦିନ ବଲାଙ୍ଗିର ହରିହର ଭେଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏ ଅବସରରେ ଟିକ୍ରାପଡା ସ୍ଥିତ ମଦନ ମୋହନ ରଥଙ୍କ ନିବାସରୁ ରାତି ରେ ରାଧାକୃଷ୍ଣ ସ୍ୱତନ୍ତ୍ର ପୂଜାବିଧି ପରେ ଯୁଗଳ ମୁର୍ତ୍ତିଙ୍କୁ ବିମାନ ରେ ସଜାଇ କିର୍ତ୍ତନ୍ୟ ମଣ୍ଡଳୀ ବାଜାଗାଜା ଓ ଛତ୍ର ବୈରଗ ସହିତ ବିରାଟ ପଟୁଆରରେ ଅଣାଯାଇଥିଲା । ପ୍ରଥମେ ଟିକ୍ରାପଡା ରାମ ମନ୍ଦିରରେ ଭେଟ କରାଯାଇ ମାଲପଡା ରାମ ମନ୍ଦିରକୁ ନିଆଯାଇଥିଲା । ସେହିପରି ମାଲପଡା ଆନନ୍ଦ ମଠରୁ ବାବା ଆଶୁତୋଷଙ୍କ ମଧ୍ୟ ବିରାଟ ପଟୁଆରରେ ମାଲପଡା ରାମସ୍ୱାମୀ ମନ୍ଦିରକୁ ଅଣାଯାଇଥିଲା ।

ରାତିରେ ସେଠାରେ ସ୍ୱତନ୍ତ୍ର ନୀତିକାନ୍ତି ରେ ପୂଜା ବିଧି ସମାପନ ଓ ଭଜନ କିର୍ତ୍ତନ ପରେ ଉଭୟ ଠାକୁର ସ୍ୱସ୍ୱ ମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଥିଲେ । ମାଲପଡା ମନ୍ଦିର ରେ ପ୍ରସାଦ ସେବନ ର ବ୍ୟବସ୍ଥା କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମକୁ ଦୁର୍ଗା ସାହୁ, ପ୍ରଦୀପ ପଶାୟତ, କହ୍ନାଇ ଭରାସାଗର, ଭୀମସେନ ସାହୁ, ହଳଧର ବଗର୍ତ୍ତି, ଚୁଡେନ୍ଦ୍ର କୁମାର ବେହେରା, ସୁନାଧର ବନଛୋର, ସୀତାଂଶୁ ନାୟକ, ଅରୁଣ ଖୁଆସ, ବନ ବିହାରୀ ସାହୁ, ଧୃବ ଚରଣ ସାହୁ, ପ୍ରଦୀପ ଦାଶ, ଅଶୋକ କୁମାର ମିଶ୍ର, ଅଙ୍କୁଶ ହୋତା ଓ ରାହୁଲ ଶର୍ମା ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026

You Might Also Like