-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ

05-Mar-2026



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳ ତରଫରୁ ମହାନ ଜନନାୟକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜୟନ୍ତୀ ପାଳନ କରାଯାଇଥିଲା। ବିଜେଡି କର୍ମୀମାନେ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଥିବା ବାଜୁ ବାବୁଙ୍କ ପୂର୍ଣ୍ଣ ଅବୟବ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ସ୍ମୃତି ଚାରଣ କରିଥିଲେ।
ଆଧୁନିକ ଓଡ଼ିଶା ଗଠନ କରିବା ଦିଗରେ ବିଜୁ ବାବୁଙ୍କ ଅବଦାନ ଅତୁଳନୀୟ ଥିଲା । ତାଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶାବାସୀଙ୍କ ସେବା ପାଇଁ ବିଜୁ ଜନତା ଦଳ ସଦାସର୍ବଦା ସଂକଳ୍ପବଦ୍ଧ ବୋଲି ବିଜେଡି ଜିଲ୍ଲା ସଭାପତି ତଥା ପୂର୍ବତନ ବିଧାୟକ ମାନସ ମାଡକାମୀ ମତ ବିନ୍ଯାସ କରିଥିଲେ । ମାର୍ଚ୍ଚ ୫ ତାରିଖରେ ପ୍ରବାଦ ପୁରୁଷ, ମହାନ ଜନନାୟକ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଓ ସ୍ଵାଧୀନୋତ୍ତର ଓଡିଶା ନିର୍ମାଣର ବିନ୍ଧାଣୀ ବିଜୁ ପଟ୍ଟନାୟକଙ୍କ ସ୍ମୃତି ଚାରଣ ଅନ୍ୟାନ୍ୟ ନେତୃବୃନ୍ଦ 
ପରିପ୍ରକାଶ କରିଥିଲେ । ଏହା ଛଡା ମାଲକାନଗିରି ଜିଲ୍ଲା ସ୍ତରୀୟ  ବିଜେଡି ଜିଲ୍ଲା କାର୍ଯ୍ୟାଳୟ ଲାଠିଆଗୁଡା ଠାରେ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ  ପାଳନ କରିଥିଲା । ଏହି କାର୍ଯ୍ୟକ୍ରମରେ  ବିଜୁ ମହିଳା ସଭାନେତ୍ରୀ ତଥା ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରି ତାଙ୍ଗୁଲ ,ବିଜୁ ଜନତା ଦଳର  ଜିଲ୍ଲା ବିଜେଡି ଉପ ସଭାପତି ଉଦୟ ନାଥ ମାଦ୍ରୀ ,ବରିଷ୍ଠ ବିଜେଡି ନେତା ଗୋପାଳ କୃଷ୍ଣ ପଣ୍ଡା ,ରାଜ୍ୟ ବିଜେଡି ମହିଳା ଉପ ସଭାନେତ୍ରୀ ଲକ୍ଷ୍ମୀ ପ୍ରିୟା ନାୟକ ,ପୌର ଉପାଧ୍ୟକ୍ଷା କବିତା ମହନ୍ତ , ଜିଲ୍ଲା ବିଜେଡି  ଯୁବ ସଭାପତି ତଥା ଜିଲ୍ଲା ସରପଞ୍ଚ ସଂଘ ସଭାପତି ଶ୍ରୀନିବାସ ମୁଦୁଲି , ଜିଲ୍ଲା ଛାତ୍ର ସଭାପତି  ସୁବ୍ରତ ଦାଶ ,ସମସ୍ତ ଜିଲ୍ଲା ପରିଷଦ ସଭ୍ୟ ସଭ୍ୟା ,ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷା ,ଅଧ୍ୟକ୍ଷ ,ବିଜେଡି ସମସ୍ତ ବ୍ଲକ /ନଗର ସଭାପତି , ବରିଷ୍ଠ ବିଜେଡି ନେତା ନକାଲ ରାଜୁ , ସତ୍ୟ ପାଣିଗ୍ରାହୀ ,ବି.କାମେଶ୍ବର ରାଓ ,ଧନୁର୍ଜୟ ମାଡକାମୀ , ଘନଶ୍ୟାମ ମାଡକାମୀ ,ସତ୍ୟ ସ୍ୱାଇଁ ,ସର୍ବ ବିଶୋଇ , ଶଙ୍କର ହାଲଦାର ,ରାଜେନ୍ଦ୍ର କୂଳଦୀପ ,ଗୋପୀ ପାଙ୍ଗି , ଶରତ ଚନ୍ଦ୍ର ବିଶ୍ୱାଳ ,କେ. ରାହୁଲ ,ବିକାଶ ମଣ୍ଡଳ , କଣ୍ଟେସ୍  ପୋଟଳା ମହିଳା ନେତ୍ରୀ ପ୍ରଶାନ୍ତି ଲତା ବିଶୋଇ ,ଗାନ୍ଧୀ ପଣ୍ଡା ,ରାଜେନ୍ଦ୍ର ଖସଲା, ସମେଶ ବାଗ ପ୍ରମୁଖ ଯୋଗଦେଇ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like