-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର

06-Mar-2026



୬/୩(ପ୍ରେରଣା ଖବର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାର  ପ୍ରଧାନ ଶିକ୍ଷକ ଡ, ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ବରେ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ମୀନକେତନ ଦାସଙ୍କ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।  ବରିଷ୍ଠ  ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଭାକୁ ସଂଯୋଜନା କରିବା ବେଳେ ଶିକ୍ଷକ ରାଜୁ ମେହେର ଅତିଥି ପରିଚୟ ପ୍ରଦାନ  କରିଥିଲେ। ଏହି ଅବସରରେ ରାମପୁର ନୋଡାଲ ହାଇସ୍କୁଲର ପୂର୍ବତନ ପ୍ରଧାନ ଶିକ୍ଷକ କୁମୁଦ ଚରଣ ପୂଜାରୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶ୍ରୀ ଦାସଙ୍କ କାର୍ଯ୍ୟକାଳର ସ୍ମୃତିକୁ ପାଥେୟ କରି ପରବର୍ତ୍ତୀ ଜୀବନ ଅତିବାହିତ କରିବାକୁ ଉଦବୋଧନ ଦେଇଥିଲେ
 ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ମନୋଜ କୁମାର ପୂଜାରୀ, ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ଭକ୍ତ ଭୋଇ ସମ୍ମନିତ ଅତିଥି ଭାବରେ ଯୋଗଦେଇ ଶ୍ରୀ ଦାସଙ୍କ ଦୀର୍ଘ ୪୨ ବର୍ଷର କାର୍ଯ୍ୟର ଭୂୟସୀ ପ୍ରଶଂସା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବେହେରାମାଲ୍ ହାଇସ୍କୁଲ ର ପୂର୍ବତନ ପ୍ରଧାନ ଶିକ୍ଷକ ଗୋପାଳ ସାହୁ, ବଡକର୍ଲେ ହାଇସ୍କୁଲର ପ୍ରଧାନ ଶିକ୍ଷକ ରମାକାନ୍ତ ପ୍ରଧାନ, କନ୍ଦା ଗାଡ ହାଇସ୍କୁଲ ର ପ୍ରଧାନ ଶିକ୍ଷକ ବିଶ୍ଵାମିତ୍ର ବାରିକ, କମିଟି ସଦସ୍ୟ ଭୋଳନଥ ଛତାର ,ସୁବର୍ଣ୍ଣ ନାୟକ, ପୂର୍ବତନ ଖେଳ ଶିକ୍ଷକ ପ୍ରହଲ୍ଲାଦ ଦାସ, ମାୟାବର୍ହା ପ୍ରାଥମିକ ସେବା ସମବାୟ ସଂସ୍ଥାର ସଭାପତି ରାଧାକାନ୍ତ ଯୁଆଦି, ମୋ ସ୍କୁଲ ଅଭିଯାନ ର ସଭାପତି ସତ୍ୟନାରାୟଣ ପ୍ରଧାନ, ସଦସ୍ୟ ସମ୍ପଦ ଘିବିଲା, ସୁନିଲ ପ୍ରଧାନ,ନିଖିଲ ଖମାରୀ, କିରଣ କୁମାର ପଟେଲ, ଲିପି ପ୍ରଧାନ, ତପସ୍ୱିନୀ ଦାସ, ବହାଦୂଲ୍ ଭୋଇ, ପଦ୍ମିନୀ ଦାସ  ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ପୌରଭି କର୍ମୀ, ଅଙ୍ଗନବାଡି କର୍ମୀ ବାଳାଭି ବଞ୍ଛୋର, ସୁଷମା ସାହୁ ପ୍ରଭୁତି ଯୋଗଦାନ କରିଥିଲେ। ଛାତ୍ରୀ ଶ୍ରିମୟୀ ସେଠ୍, ଜାଗୃତି ସେଠ୍, ପ୍ରୀତି ପ୍ରଧାନ ଓ ଡିପ୍ତିଶିଖା ବାଗ, ସ୍ବାଗତ ସଙ୍ଗୀତ ପରିବେଷଣ କରିଥିବା ବେଳେ ଆଭା ସାହୁ, ପ୍ରୀତି ପ୍ରଧାନ ଆକାଶ ସାହୁ, ବିକାଶ ସାହୁ ପ୍ରଭୁତି ଶ୍ରୀ ଦାସଙ୍କ ଗୁଣଗାନ କରିଥିଲେ।  ଶେଷରେ ଛାତ୍ର ଛାତ୍ରୀ, ଶିକ୍ଷକ, ମାଆ ତାରିଣୀ ସ୍ଵୟଂସହାୟକ ଗୋଷ୍ଠୀ ର ସଦସ୍ୟା ଓ ଗ୍ରାମବାସୀ ବିଦାୟୀ କର୍ମଚାରୀଙ୍କୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ତାଙ୍କ ପୈତୃକ ଗ୍ରାମ ଖଲିଆପାଲି କୁ ବିଦାୟ ଦେଇଥିଲେ। ଖଲିଆପାଲି ଗ୍ରାମରେ ଗ୍ରାମବାସୀଙ୍କ ତରଫରୁ ଭାଗବତିଆ ରଣା  ,ରାଜକୁମାର ଭୁଏ, ସୁରେଶ,ଦେବେନ୍ଦ୍ର ତଥା ବାଳକୃଷ୍ଣ ନାୟକ ସ୍ବାଗତ କରିଥିଲେ। ପତ୍ନୀ ତେଜ ଦାସ, ପୁତ୍ର ଦୁତିଆ ଦାସ,ପୁତ୍ରବଧୁ ଜ୍ୟୋତ୍ସ୍ନା , ନାତୁଣୀ ପ୍ରତିକ୍ଷା, ପ୍ରଜ୍ଞା, ଆରାଧ୍ୟା, ସିଦ୍ଧି,ଅଙ୍କିତ, ଝିଅ ସରିତା,ବବିତା,ଜ୍ବାଇଁ ନେପାଲ ଓ ଉଜଲା ଶ୍ରୀ ଦାସ ଙ୍କୁ ଏକ ବିରାଟ ପଟୁଆର ରେ ଗ୍ରାମ ପରିକ୍ରମା କରାଇଥିଲେ।

ଶିକ୍ଷକ ନନ୍ଦିଘୋଷ ବାରିକ ମାନପତ୍ର ପାଠ କରିଥିବା ବେଳେ ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ସଞ୍ଜୀବ ପୂଜାରୀ,ବିଭୀଷଣ ଖମାରୀ,କିଶୋର ଚନ୍ଦ୍ର ପଟେଲ୍,ସମୀର କଠ।ର, ସୁରଜ୍ ଖମାରୀ,  ସୋଭାଗିନି ସାହୁ,ସୂର୍ଯ୍ୟକନ୍ତୀ କାଣ୍ଡ ପ୍ରଭୁତି  ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like