-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

*ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*

06-Mar-2026



ସୁବର୍ଣ୍ଣପୁର- (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ନୂଆ ଟାଉନ ହଲ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଥମ ଦିନର କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଚେୟାରପର୍ସନ ସୋନପୁର ମ୍ୟୁନିସିପାଲଟି ତାମସି ତମସ୍ମିତା ନାଏକ, ମାନ୍ୟବର ସାଂସଦ, ବଲାଙ୍ଗୀରଙ୍କ  ପ୍ରତିନିଧି ଶ୍ରୀମତି ନଳିନୀ ପଣ୍ଡା, ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଶ୍ରୀ ଅର୍ଜୁନ ମାଝୀ ,ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ଚିତ୍ତ ରଂଜନ ମିଶ୍ର, ଯୋଗ ଟ୍ରେନର ଶ୍ରୀ ମନୋଜ କୁମାର ପଣ୍ଡା, ଓ ରୁକୁଣି ମେହେର ସହ ବିଭିନ୍ନ ବର୍ଗର ମହିଳାମାନେ,  ଏବଂ ଖେଲୋ ଇଣ୍ଡିଆ ସେଣ୍ଟର ସୋନପୁର କୋଚ ପ୍ରମୁଖ ଯୋଗଦାନ କରିଥିଲେ।ଆଜି ପ୍ରଥମ ଦିବସ ଶକ୍ତି ସ୍ୱରୂପିଣୀ’ (Her Body | Her Power) ଅବସରରେ ମାନସିକ ସୁସ୍ଥତା ସକାଶେ ସାମୁହିକ ଯୋଗ ଅଧିବେଶନ / ସାମୁହିକ ଫିଟନେସ୍ ତଥା ଶାରୀରିକ କାର୍ଯ୍ୟକଳାପ (ଯେପରିକି ଜୁମ୍ବା, ଏରୋବିକ୍ସ, ) ମହିଳାମାନଙ୍କୁ ପ୍ରଶିକ୍ଷଣ ଦିଆଯାଇଥିଲା।  ଆସନ୍ତାକାଲି  ଆତ୍ମ ସୁରକ୍ଷା କୌଶଳ ଶିକ୍ଷା, ଯୁଡୋ, କେରାଟେ, ଇତ୍ୟାଦି ଉପରେ ତାଲିମ ପ୍ରଦାନ କରାଯିବ ବୋଲି ଜିଲ୍ଲା ପ୍ରଶାସନ ଓ କ୍ରୀଡ଼ା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like