-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |

07-Mar-2026



ଡୁଙ୍ଗୁରିପାଲି(ଆରବିନ୍ଦ ମିଶ୍ର): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ବରିଷ୍ଠ ଧରିତ୍ରୀ ସାମ୍ବାଦିକ ଦୀନବନ୍ଧୁ ସୁନାଙ୍କ ପିତୃ ସନମତ ସୁନା (୮୯ )ଙ୍କ ଗୁରୁବାର ସନ୍ଧ୍ୟା ୭ ଟା ରେ ପରଲୋକ ହୋଇଯାଇଛି |ସ୍ୱାସ୍ଥ୍ୟଗତ କାରଣରୁ ନିଜ ଘରେ ଦୀର୍ଘ ଦିନହେବ ଅସୁସ୍ଥତା ରୁ ଘରେ ଶଯ୍ୟାଶାୟୀ ଥିଲେ |ମୃତ୍ୟୁ ଶଯ୍ୟା ନିକଟରେ ମଝିଆ ପୁଅ  କୁମର ସୁନା, ସାନ ପୁଅ ଦୀନବନ୍ଧୁ ସୁନା,ଝିଅ ଭାନୁମତି, ବୋହୂ କୌଶଲ୍ୟା, ନାତୁଣୀ ପ୍ରିୟଙ୍କା, ପୂଜା, ମହିମା, ସ୍ୱପ୍ନା,ମୁସ୍କକାନ, ଆକାଶୀ,ବବଳୀ,ନାତି ଜିତୁ, ମିଟୁ,ଆକାଶ, ମନୋଜ, ସୁବଳ,ସୁରେଶ, ରାଜିନ,ପୁତୁରା ପୁଅ,ଗିରି, ବରୁଣ,ମହେଶ୍ୱର, କୁବେର, ବିଷ୍ଣୁ,ଭଗବାନ, ମହାକୁର, କ୍ଷେତ୍ରୀ ଓ ଆତ୍ମୀୟ ସ୍ୱଜନ ବନ୍ଧୁବାନ୍ଧବ ଉପସ୍ଥିତ ଥିଲେ | ଶୁକ୍ରବାର ଗାଁ ଅଙ୍ଗନଦୀତଟ  ଶ୍ମାଶନ ଘାଟରେ  ଶେଷକୃତ ସମ୍ପନ କରାଯାଇଥିଲା | ମଝିଆ ପୁଅ କୁମର ମୁଖାଗ୍ନି ଦେଇଥିଲେ |ଶ୍ମାଶନ ଘାଟରେ ଚଉତୁରା ଦୀପ, ଲାଳଜୀ ଦୀପ, ରାଜୁ ମେହେର, ଆଶାରାମ ବାଗ,,ଆମରସିଂ କୁମ୍ଭାର, ରୋହିତ କୁମ୍ଭାର,ବଳରାମ ସୁନା ସମେତ  ବନ୍ଧୁ ବାନ୍ଧବ ଉପସ୍ଥିତ ଥିଲେ |ସ୍ୱର୍ଗତ ସନମତ ସୁନା ଦିଗଶିରା ଗ୍ରାମର ଭିଲେଜ କମିଟିର ପୂର୍ବତନ ସଭାପତି, ଗାଁର ଐତିହାସିକ ପରମ୍ପରା କୈଲାସୀ ଯାତ୍ରା ମହୋତ୍ସବର ସଭାପତି, ଦିଗଶିରା ସ୍କୁଲର ସଭାପତି ମଧ୍ୟ ଥିଲେ |ତାଙ୍କ ସମୟରେ  ଡୁଙ୍ଗୁରିପାଲି ଅଞ୍ଚଳ,ଦିଗଶିରାର ବିଭିନ୍ନ ସାମୁହିକ  କାର୍ଯ୍ୟରେ ସେ ସାମିଲ ହୋଇ କରିଥିବା ଜନହିତକର କାମକୁ ସୃତିଚାରଣ କରାଯାଇଥିଲା |ସେ ଜଣେ  ମିଷ୍ଟଭାଷି,ପରୋପକାରୀ, ମେଳାପୀ , ସମାଜକାମରେ ସବୁବେଳେ ବ୍ରତୀ ବ୍ୟକ୍ତି ଥିଲେ | ସନମତ ଙ୍କ ମୃତ୍ୟୁ ରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like