-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||     

HOME   ଜିଲ୍ଲା

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

07-Mar-2026



କନ୍ଧମାଳ(ସୁଶୀଳ କୁମାର ପାଣିଗ୍ରାହୀ):  କେନ୍ଦ୍ର ପର୍ଯ୍ୟଟନ ବିଭାଗ କମିଶନର ବଲଵନ୍ତ ସିଂ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ପ୍ରକଳ୍ପ ବୁଲି ଦେଖିଛନ୍ତି । ଏହାସହ ବ୍ଲକର ମାସରୀପଡ଼ାଠାରେ ଥିବା ସ୍ୱାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ଓ ଆଦର୍ଶ ଅଙ୍ଗନବାଡିର ମାନ୍ୟତା ପାଇଥିବା ଆମ ଅଙ୍ଗନବାଡ଼ି କେନ୍ଦ୍ର ବୁଲି ଦେଖିଥିଲେ । କମିଶନର ପ୍ରଥମେ ଫିରିଙ୍ଗିଆରେ ପହଂଚିବା ପରେ ତାଙ୍କୁ ମେଡ଼ିକାଲ କର୍ତ୍ତୃପକ୍ଷଙ୍କ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ପରେ କମିଶନର ଫିରିଙ୍ଗିଆ ଠାରେ ଥିବା କାଠ ତିଆରି ଶିଳ୍ପ ତାଲିମ କେନ୍ଦ୍ର ବୁଲି ଦେଖିଥିଲେ । ଏହାପରେ ସେ ମାସରୀପଡ଼ାଠାରେ ଥିବା ଆଦର୍ଶ ଅଙ୍ଗନବାଡ଼ି କେନ୍ଦ୍ରକୁ ଯାଇ ଅଙ୍ଗନବାଡ଼ି କର୍ମୀ ଓ ଛାତ୍ରଛାତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ । ପରେ ସେ ମାସିରୀପଡ଼ା ସ୍ୱାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ବୁଲି ଦେଖିଥିଲେ । କମିଶନରଙ୍କ ଏହି ଗସ୍ତ ସମୟରେ କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶମ୍ଭୁନାଥ ନନ୍ଦୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅନୁପ ଅଭିଷେକ ବେହେରା, ମହିଳା ଓ ଶିଶୁ ବିକାଶ ଅଧିକାରୀ ନିବେଦିତା ପ୍ରଧାନ, ଫିରିଙ୍ଗିଆ ଭାରପ୍ରାପ୍ତ ଗୋଷ୍ଠି ସ୍ୱାସ୍ଥ୍ୟ ଅଧିକାରୀ ଡ଼. ଗଣେଶ ପ୍ରଧାନ, ବିପିଏମ ହରଗୋବିନ୍ଦ ଜାନି, ବିଡ଼ିଏମ ପ୍ରତ୍ୟୁଷ କାନ୍ତି, ସିଏଚଓ ବିଶ୍ୱଜିତ ପାଢ଼ୀ, ମହିଳା ସ୍ୱାସ୍ଥ୍ୟ କର୍ମୀ ଝିଲି ନାଏକ ପ୍ରମୁଖ ଉପସ୍ଥିତ ଥିବାବେଳେ କନ୍ଧମାଳ ଜିଲ୍ଲାର ପର୍ଯ୍ୟଟନ ବିକାଶ ଉପରେ ଉପସ୍ଥିତ ସମସ୍ତ ପଦାଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026

You Might Also Like