-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||     

HOME   ଜିଲ୍ଲା

ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

07-Mar-2026



ବରଗଡ(ପ୍ରେରଣା ଖବର): ବରଗଡ ଜ଼ିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର୧୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଶତପଞ୍ଚବିଂଶତି ଜୟନ୍ତୀ ମହୋତ୍ସବ ପାଳନ ପାଇଁ ବର୍ତ୍ତମାନ ଜୋରସୋର ରେ ପ୍ରସ୍ତୁତି ଚାଲିଛି l ବିଶେଷ କରି ଏହି ବିଦ୍ୟାଳୟ ସନ ୧୯୦୦ ରେ ତତ୍କାଳୀନ ବ୍ରିଟିଶ ସରକାର ସମୟରେ ପ୍ରତିଷ୍ଠା ହୋଇଥିଲେ l ବର୍ତ୍ତମାନ ଏହି ବିଦ୍ୟାଳୟ ୧୨୫ ବର୍ଷ ରେ ପଦାର୍ପଣ କରିଛି l ଏହି ଅବସରରେ ଶତପଞ୍ଚବିଂଶତି ଜୟନ୍ତୀ ମହୋତ୍ସବ କମିଟି ତରଫରୁ ଓଡିଶା ର ମାନ୍ୟବର ରାଜ୍ୟପାଳ ଡ଼ କମ୍ଭୁପତି ହରିବାବୁ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଶା ସରକାରଙ୍କୁ ନିମନ୍ତ୍ରଣ କରିଛନ୍ତି l ଏହି ନିମନ୍ତ୍ରଣ କାର୍ଯ୍ୟକ୍ରମରେ ବରଗଡ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ ମଧ୍ୟ

ଉପସ୍ଥିତ ଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ମହୋତ୍ସବ କମିଟି ତରଫରୁ ଦେବେନ୍ଦ୍ର ପାତ୍ର, ମନୋଜ କୁମାର ପଧାନ, କୈଲାସ ସେଠ୍, ସଂଯୁ ବିଶି, ସୁନୀଲ କୁମାର ବାରିକ ପ୍ରମୁଖ ଉପସ୍ଥିତ ଥିଲେ l ଏହି ଅବସରରେ ମାନ୍ୟବର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଉଭୟେ  ଶତପଞ୍ଚବିଂଶତି ଜୟନ୍ତୀ ମହୋତ୍ସବ କାର୍ଯ୍ୟକ୍ରମରେ ଯୋଗଦାନ କରିବା ପାଇଁ ମଧ୍ୟ ପ୍ରତିଶୃତି ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026

You Might Also Like