-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||     

HOME   ଜିଲ୍ଲା

ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ

07-Mar-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀରର ଜୀବନରେଖା  ଭାବେ ପରିଗଣିତ ନିମ୍ନ ସୁକତେଲ ଜଳସେଚନ ପ୍ରକଳ୍ପ ଦ୍ୱାରା ଯେଉଁମାନେ ଭିଟାମାଟି ହରାଇ ସର୍ବସ୍ବାନ୍ତ, ସେମାନଙ୍କୁ ଯଥା ସାଧ୍ୟ ଆଦର ଦେଖାଇ ପାରିଲେ ଏହା ମାନବିକତାର ନିଚ୍ଛକ ନିଦର୍ଶନ ବୋଲି ବିବେଚନା କରାଯାଇପାରିବ । ସ୍ବେଚ୍ଛାସେବୀ ଅନୁଷ୍ଠାନ ନେସନାଲ ସର୍ଭିସ ଫାଉଣ୍ଡେସନ,ବଲାଙ୍ଗୀର ଓ ସୁକତେଲ ମହୋତ୍ସବ କମିଟି ର ମିଳିତ ସହଯୋଗ ତଥା ଓଡ଼ିଶା ସରକାରଙ୍କର ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ସହାୟତାରେ ତୃତୀୟ ସୁକତେଲ ମହୋତ୍ସବ ଯାହା ୨୮ ଫେବୃୟାରୀ ରୁ ୩ ମାର୍ଚ୍ଚ ପର୍ଯ୍ୟନ୍ତ ସଦର ବ୍ଲକ ଅନ୍ତର୍ଗତ ବାନ୍ଧନଘୋର ଗ୍ରାମ ଠାରେ ଅନୁଷ୍ଠିତ ହୋଇଥିଲା ,ଏହାର ଅନ୍ତିମ ପର୍ବ ଭେଟଘାଟ କାର୍ଯ୍ୟକ୍ରମ ଥିଲା । ଏକ ନିଆରା ପ୍ରୟାସ କ୍ରମରେ ଉତ୍ସବ ମଞ୍ଚରେ ସୁକତେଲ ବିସ୍ଥାପିତ ପ୍ରତିଭା ସର୍ବଶ୍ରୀ ନିରଞ୍ଜନ ସାହୁ,ଧ୍ରୁବ ପ୍ରଧାନ,କିଶୋର ଗଡତ୍ୟା,ନାରାୟଣ ପ୍ରଧାନ,କେଶବ ସାହୁ ,ଭୀଷ୍ମ ପଧାନ,ପୂର୍ଣ୍ଣଚନ୍ଦ୍ର ସାହୁ,ଜୟକୃଷ୍ଣ ବୁଡେକ,ଗୋପୀନାଥ ବରିହା,ରଞ୍ଜନ ପାଣ୍ଡେ ଏବଂ ଅନ୍ୟାନ୍ୟ ପ୍ରାୟ ୧୮ ଜଣଙ୍କୁ ଉତ୍ତରୀୟ ଓ ଫୁଲ ମାଳ ଦେଇ ସମ୍ବର୍ଦ୍ଧନା ଦିଆଯାଇଛି । ମହୋତ୍ସବ କମିଟିର ବରିଷ୍ଠ ସଦସ୍ୟ ତଥା ସମାଜସେବୀ ଶ୍ରୀ ହାଡ଼ିବନ୍ଧୁ ତ୍ରିପାଠୀଙ୍କ ବଳିଷ୍ଠ ଉଦ୍ୟମ ତଥା ସଂଯୋଜନାରେ ଏହା ସମ୍ଭବ ହୋଇପାରିଛି । ଆଗାମୀ ଦିନରେ ବିଭିନ୍ନ ବିସ୍ଥାପିତ ପ୍ରତିଭାଙ୍କୁ ଚିହ୍ନଟ କରି ପର୍ଯ୍ୟାୟକ୍ରମେ ସମ୍ବର୍ଦ୍ଧିତ କରିବା ପାଇଁ ପ୍ରଚେଷ୍ଟା ଜାରି ରହିବ ବୋଲି କର୍ମକର୍ତ୍ତା ମାନେ ମତ ପ୍ରକାଶ କରିଛନ୍ତି ।
ଏତଦବ୍ୟତୀତ କଅଗାଁର ବରିଷ୍ଠ ଦଣ୍ଡ କଳାକାର ଶ୍ରୀଯୁକ୍ତ ଶିବ ଅଦାବରିଆଙ୍କୁ ଜୀବନବ୍ୟାପି ସାଧନା ପାଇଁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଏହି ପର୍ବରେ କଂସ ଭୂମିକାରେ ଅଭିନୟ

କରିଥିବା ଶୁଭମ ଘିବିଲାଙ୍କ ସହିତ ଚିଙ୍କୁ ପ୍ରଧାନ,ପ୍ରସନ୍ନ ଗହୀର,ସତ୍ୟନାରାୟଣ ଗହୀର,ପ୍ରତାପ ସାହୁ ଓ ସୁରେଶ ବୁଡେକ,ଶ୍ରୀମୟ ତ୍ରିପାଠୀ,ଦେବବତ୍ତ ସେଠ,ଦେବାଶିଷ ପାଣ୍ଡିଆ,ସୁରେଶ ମେହେର ,ବରୁଣ ରଣା,ସର୍ବଜିତ ତ୍ରିପାଠୀ, ବିଶ୍ୱଜିତ ନାଥ,ମାଗୁରବେଡ଼ା ସମିତି ସଦସ୍ୟ ଦେବାଶିଷ ଦାଶ , ସୁରେଶ ବିଶି ,ଅନାଦି ମାଝୀ ,ଜଗଦାନନ୍ଦ ଗୁରହାଣ୍ଡି ଓ  ହରେକୃଷ୍ଣ ବୁଡେକ ପ୍ରମୁଖ ସହଯୋଗ କରିଥିଲେ । ଫାଉଣ୍ଡେସନର ଉପଦେଷ୍ଟା  ମଳୟ ଆନନ୍ଦ କୁମାର ତ୍ରିପାଠୀଙ୍କ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026

You Might Also Like