-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||     

HOME   ଜିଲ୍ଲା

ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ

07-Mar-2026



ସୁନ୍ଦରଗଡ଼(ଟୋନିସ ରୋହିଦାସ):  ସୁନ୍ଦରଗଡ଼ ପୁଲିସ ଜିଲ୍ଲାର ଟାଉନଥାନା ପରିସରରେ ଏକ ସାଇବର୍ ଓ ଅର୍ଥନୈତିକ ଅପରାଧ ଥାନା ଶୁଭାରମ୍ଭ ହୋଇଛି। ଶୁକ୍ରବାର ଭୁବନେଶ୍ଵରରୁ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ଉପସ୍ଥିତିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଭାସି ଜରିଆରେ ଏହାକୁ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ଟାଉନଥାନା ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିଥି

ଭାବେ ଉପବାଚସ୍ପତି ଭବାନୀଶଙ୍କର ଭୋଇ ଯୋଗଦେଇ ଆଇନ ସହ ଜନସଚେତନତା ଏହି ଅପରାଧକୁ ରୋକିବ ବୋଲି କହିଛନ୍ତି। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଡିଆଇଜି ବ୍ରିଜେଶ ରାୟ, ସୁନ୍ଦରଗଡ଼ ଆରକ୍ଷୀ ଅଧୀକ୍ଷକ ଅମ୍ରିତପାଲ କୌର, ପୌରାଧ୍ୟକ୍ଷା ତନୟା ମିଶ୍ର, ପୂର୍ବତନ ବିଧାୟିକା କୁସୁମ ଟେଟେ, ଅତିରିକ୍ତ ଜିଲ୍ଲାପାଳ ସୂରଜ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ଵ) ଅଭିମନ୍ୟୁ ମାଝୀ, ଜିଲ୍ଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ଉପଜିଲ୍ଲାପାଳ ତେଜସ୍ବିନୀ ବେହେରା, ଆଇଏଏସ୍ ଶିକ୍ଷାନବିସ ଫାବି ରସିଦଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଓ

ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ। ସଚେତନତା ଅଭାବରୁ ସୁନ୍ଦରଗଡ଼ ପୁଲିସ ଜିଲ୍ଲାରେ ସାଇବର୍‌ ଠକେଇ ଓ ଅର୍ଥନୈତିକ ଅପରାଧ ବୃଦ୍ଧି ପାଉଥିବାବେଳେ ଏହି ସାଇବର୍‌ ଥାନା ଲୋକଙ୍କ ପାଇଁ ବିଶେଷ ସହାୟକ ହେବ ବୋଲି ଆଶା କରାଯାଇଛି । ଉଲ୍ଲେଖଯୋଗ୍ୟ, ଏହା ପୂର୍ବରୁ ସୁନ୍ଦରଗଡ଼ ରାଉରକେଲା ସାଇବର୍‌ ଥାନା ଅଧୀନରେ ଥିଲା। ଯାହା ସୁନ୍ଦରଗଡ଼ ଲୋକଙ୍କ ପାଇଁ ବ୍ୟୟ ଓ ସମୟ ସାପେକ୍ଷ ଥିଲା ଆଇନ ସହ ସଚେତନତା ଅପରାଧ ରୋକିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026

You Might Also Like