-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ

07-Mar-2026



ବଲାଙ୍ଗିର(ପ୍ରେରଣା ଖବର):  ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗିରରେ ସ୍ନାତକୋତ୍ତର  ଇତିହାସ ବିଭାଗ ତରଫରୁ ‘ଯୁଗ ଯୁଗ ଧରି ଓଡ଼ିଶା: ସାମାଜିକ, ସାଂସ୍କୃତିକ ଇତିହାସର ପୁନର୍ନିର୍ମାଣ’ ଶୀର୍ଷକ ଏକ ଦିବସୀୟ  ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି I ଉକ୍ତ ଆଲୋଚନାଚକ୍ରଟି ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଅରବିନ୍ଦ କୁମାର ଓଝାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବାବେଳେ ନିଜେ  ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ I ଏ କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ପ୍ରଫେସର ଓମପ୍ରକାଶ ସିଂହ, ଇତିହାସ ବିଭାଗ,  ଦିଲ୍ଲୀ ବିଶ୍ୱବିଦ୍ୟାଳୟ, ଦିଲ୍ଲୀ, ସମ୍ମାନିତ ଅତିଥି ଭାବେ ଡ଼ଃ ବିନୟ କୁମାର ଜେନା, ଅବସର ପ୍ରାପ୍ତ ପ୍ରାଧ୍ଯାପକ, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ,  ବଲାଙ୍ଗିର,  ଆବାହକ ତଥା ବିଭାଗୀୟ ମୁଖ୍ୟ ଡଃ ମିନତୀ ଦେବତା ଅତିଥି ପରିଚୟ ପ୍ରଦାନ କରିଥିଲେ I ଆଲୋଚନାଚକ୍ରର ଉଦ୍ଦେଶ୍ୟ ଉପସ୍ଥାପନ କରିଥିଲେ ଡ଼ଃ ଅର୍ପିତା ବେହେରା I ଏ ଅବସରରେ ଆଇ. କ୍ଯୁ. ଏ. ସି.ସଂଯୋଜକ ବିଭୁତି ଭୂଷଣ ସାହୁ, ଅଧ୍ୟାପକ ଡ଼ଃ ସିଦ୍ଧେଶ୍ୱର ପଧାନ ମଞ୍ଚାସିନ ଥିବାବେଳେ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ଅଧ୍ୟାପିକା ଅର୍ପିତା ପରିଚ୍ଛା । ଉଦ୍ଘାଟନ ସତ୍ର ପରେ ଅନୁଷ୍ଠିତ ସମାନ୍ତର ଆଲୋଚନାଚକ୍ରରେ ଡଃ ସୁଦାମ ଦୀପ, ଡଃ ରାଜେଶ ସାହୁ, ଡଃ ପ୍ରକାଶ ଦେବତା, ଡଃ ସଦାନନ୍ଦ ନାୟକ, ଡଃ ଅମରେଶ ସାହୁ, ଡଃ ରାଜେଶ କୁମାର କର୍ଣ୍ଣ ପ୍ରମୁଖ ଉପସ୍ଥିତ ରହି ନିଜ ମତାମତ ପ୍ରଦାନ କରିଥିଲେ । ଅପରାହ୍ନରେ ଅନୁଷ୍ଠିତ ବୈଷୟିକ ଅଧିବେଶନ ତିନିଟି ପ୍ରକୋଷ୍ଠରେ ସମସ୍ତ  ଗବେଷକ ତଥା ବିଷୟ ବିଶେଷଜ୍ଞମାନେ ନିଜ ନିଜ ପ୍ରବନ୍ଧ ପାଠ କରିଥିଲେ । ଅଧ୍ଯାପକ ଭୁବନେଶ୍ବର ଛତ୍ରିଆ, ଅଧ୍ୟାପିକା ପ୍ରତୀକ୍ଷା ପ୍ରତିଶୃତି ପ୍ରମୁଖ ସତ୍ର ସଞ୍ଚାଳନ କରିଥିଲେ । ମୋଟ ପ୍ରବନ୍ଧ ୪୫ଟି ପାଠ କରାଯାଇଥିଲା । ସମାପନ ସତ୍ରରେ ଡଃ ସଦାନନ୍ଦ ନାୟକ, ପ୍ରଧ୍ୟାପକ, ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ମୁଖ୍ଯ ବକ୍ତା ଭାବରେ ଯୋଗଦାନ କରି ଓଡିଶାର ସାଂସ୍କୃତିକ ଇତିହାସର ବିଭିନ୍ନ ଦିଗ ଉପରେ ଆଲୋକପାତ ଥିଲେ । ଶେଷ ଅଧ୍ଯାପକ ଦିନେଶ ସିଂହ ଧନ୍ୟବାଦ ଅର୍ପଣ କରିଥିଲେ । ରେଭେନସା ବିଶ୍ବବିଦ୍ୟାଳୟ, ସମ୍ବଲପୁର ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟ, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବିଦ୍ୟାଭୂଷଣ ସଂସ୍କୃତ ମହାବିଦ୍ୟାଳୟ, ବଲାଙ୍ଗିର, ମାଁ ମାଣିକଶ୍ବରୀ ବିଶ୍ବବିଦ୍ୟାଳୟ, ଭବାନିପାଟଣା ପ୍ରମୁଖ ଅନୁଷ୍ଠାନର ଗବେଷକମାନେ ଯୋଗଦେଇ ଥିଲେ । ଅଧ୍ଯାପକ ଅଜିତ କୁମାର ପଣ୍ଡା, ରାକେଶ ମଲ୍ଲିକ, ଦେବଦତ୍ତ ପାଣିଗ୍ରାହୀ, ସିର୍ଦ୍ଧାର୍ଥ ଦାଶ, ସୁଚେତା ଦୋରା ପ୍ରମୁଖ ସହଯୋଗ କରିଥିଲେ । ମଞ୍ଚ ସଞ୍ଚାଳନ ଅଧ୍ଯାପକ ଡଃ ଶିଦ୍ଧେଶ୍ଵର ପଧାନ କରିଥିଲେ। ଏହି ଅବସରରେ ସଙ୍ଗୋଷ୍ଠୀ ସ୍ମରଣିକା ତଥା ନ୍ଯୁଜ ବୁଲୋଟିନ୍ ଉନ୍ମୋଚନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like