-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା

07-Mar-2026



ବରପାଲି (ସୁଦାମ ଦୀପ) ବରଗଡ ଜିଲ୍ଲା ବରପାଲି  ପ୍ରାଥମିକ କୃଷି ସମବାୟ ସମିତିର  ବାର୍ଷିକ ସାଧାରଣ ସଭା ସମିତିର ସଭାପତି ଗୁରୁ ମେହେରଙ୍କ ଅଧକ୍ଷତାରେ ସାପ୍ତାହିକ ବଜାର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସମିତିର ସମ୍ପାଦକ  ଦିଲ୍ଲୀପ କୁମାର ଭୋଇ ସମିତିର ବାର୍ଷିକ ବିବରଣି ପାଠ କରିଥିବାବେଳେ ସହ ସଂପାଦକ ବସନ୍ତ କୁମାର ମହାପାତ୍ର ଓ ଅଜିତ କୁମାର ମିଶ୍ର ସଭାପରିଚାଲନା କରିଥିଲେ।ବରପାଲି ସମ୍ବଲପୁର ଜିଲ୍ଲା କେନ୍ଦ୍ର ସମବାୟ ଶାଖା ପରିଚାଳକ ସାଲବେଗ ବାଦି ଯୋଗଦାନ କରି ଚାଷୀ ମାନଙ୍କ ପାଇଁ ସରକାରଙ୍କ ଦ୍ୱାର ଅନୁମୋଦିତ ହୋଇଥିବା ଯନ୍ତ୍ରପାତି ବିନା ସୁଧାରେ ଋଣ ସାର ଇତ୍ୟାଦି ଜିନିଷ ଠିକ ସମୟରେ କେମିତି ପାଇ ପାରିବେ  ସେ ଉପରେ ଆଲୋଚନା ହୋଇଥିବା ବେଳେ ୟୁରିଆ ସାରର ବ୍ୟବହାର ଉପରର ଏବଂ  ଇୟୁରିଆ ସାର ସମିତିକୁ କମ୍ ଆସୁଥିବାରୁ ସଭା ରେ ଅଧିକ ଆଣିବା ପାଇଁ ଚାଷୀ ମାନେ ଦାବି ରଖିଥିଲେ। ବାର୍ଷିକ ସମିତି ସଭାରେ ବରପାଲି ସମବାୟ  ସମିତି  ଡାଇରେକ୍ଟର ଧୋବା ପଧାନ, ମହେନ୍ଦ୍ର କୁମାର ଗହିର,ପୁରନ୍ଦର ମେହେର,ରବି ସାହୁ,ଧ୍ଵଜ ପଧାନ,ପ୍ରଫୁଲ୍ଲ ଭୋଇ,ସୁରେନ୍ ପତି,  କଣ୍ଟାପାଲି ପେକ୍ସ୍  ସଭାପତି ଧୂର୍ବ ସାହୁ, ପ୍ରତାପ ସିଂ ଯୋଗ ଦେଇ ଚାଷୀ ମାନଙ୍କ ଉନ୍ନତି ତଥା ଚାଷୀ ମାନେ ଅଧିକ ଲାଭବାନ ହୋଇ ସାବଲମ୍ବୀ ହୋଇପାରିବେ ସେ ଉପରେ ଉପସ୍ଥିତ ଥିବା ଅତିଥି ମାନେ ବକ୍ତବ୍ୟ ପ୍ରଦାନ କରିଥିଲେ।ଏହି ସଭାକୁ ଭୀମସେନ ସା,ବିନୋଦ ପଧାନ, ରାଜ୍ ତିଳକ ଗଡତିଆ  ତପନ ଭୋଇ,ସମୀର ମେହେର ପ୍ରମୁଖ ସହଯୋଗ କରିଥିଲେ।ଏହି ସାଧାରଣ ସଭାରେ ସହସ୍ରାଧିକ ଚାଷୀ ମାନେ ଉପସ୍ଥିତ ଥିଲେ।ଶେଷରେ  ସଭାପତି ଗୁରୁ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like