-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||     

HOME   ଜିଲ୍ଲା

ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

07-Mar-2026



ଭୁବନେଶ୍ୱର(ପ୍ରେରଣା ଖବର): ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷା (UPSC) ରେ ଅଲ୍ ଇଣ୍ଡିଆ ର‍୍ୟାଙ୍କ ୧୦୦ ହାସଲ କରିଥିବା କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକର ମେଧାବୀ ଛାତ୍ର  ଶ୍ରୀ ସାତ୍ତ୍ୱିକ ସତ୍ୟକାମ ଦେବତା ନିଜ ପିତାମାତାଙ୍କ ସହ ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ  ଶ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରିଛନ୍ତି। 

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସାତ୍ତ୍ୱିକଙ୍କୁ ଅଭିନନ୍ଦନ ଜଣାଇବା ସହ ତାଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଥିଲେ। ସେ କହିଥିଲେ ଯେ, ଏଭଳି ସଫଳତା ରାଜ୍ୟ, ବିଶେଷ କରି କେନ୍ଦୁଝର ଜିଲ୍ଲାର ଅନ୍ୟ ଯୁବପିଢ଼ିଙ୍କ ପାଇଁ ପ୍ରେରଣା ହେବ।

ମୁଖ୍ୟମନ୍ତ୍ରୀ ସାତ୍ତ୍ୱିକଙ୍କୁ ଶୁଭେଚ୍ଛା ଜଣାଇ କହିଥିଲେ ଯେ,  ଲୋକଙ୍କ ସେବା କରିବା ହିଁ ପ୍ରଶାସନିକ ସେବାର ମୂଳ ଲକ୍ଷ୍ୟ। ଦେଶ ଓ ସମାଜର ଉନ୍ନତି ପାଇଁ ନିଷ୍ଠାର ସହିତ କାମ କରିବାକୁ ମୁଖ୍ୟମନ୍ତ୍ରୀ ସାତ୍ତ୍ୱିକଙ୍କୁ ପରାମର୍ଶ ଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026

You Might Also Like