-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||     

HOME   ଜିଲ୍ଲା

ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

07-Mar-2026



ନୂଆପଡ଼ା (ରାମନାଥ ପଣ୍ଡା )
ନୂଆପଡ଼ା ଜିଲ୍ଲା ପବିତ୍ର ତୀର୍ଥ ପୀଠ ପାତାଳଗଙ୍ଗା ସ୍ଥିତ ରାଧାକୃଷ୍ଣ ମନ୍ଦିରରେ ୟାର ଅନୁଷ୍ଠାନ ଖଡ଼ିଆଳ ର ଆୟୋଜନରେ ୟାର ଅନୁଷ୍ଠାନ ଉପ ସଭାନେତ୍ରୀ ମୀନା ସାହା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମୁଖ୍ୟ ଅତିଥି ରୂପେ ବ୍ଲକ ଉପାଧ୍ୟକ୍ଷା ସଙ୍ଗୀତା ମାଝୀ ଓ ମୁଖ୍ୟ ବକ୍ତା ଭାବରେ ଡବ୍ଲୁ ଇ ଓ କ୍ଷଣପ୍ରଭା ପାଣିଗ୍ରାହୀ ଅଳଙ୍କୃତ ଥିବାବେଳେ ସମ୍ମାନିତ ଅତିଥି ରୂପେ ଡଃ ଅଞ୍ଜଳି ପାଢ଼ୀ ପୂର୍ବତନ ଅଧ୍ୟକ୍ଷା ଅଟୋ ନୋମସ୍ କଲେଜ ଖଡ଼ିଆଳ, ସରପଞ୍ଚ ଗିରିଜା ମାଝୀ,ଅଧ୍ୟାପିକା ବିଜେତା  ଚାଉଳିଆ ସ୍ନାତକ ମହାବିଦ୍ୟାଳୟ ,ଇକ୍ରିସେଟ ବୈଜ୍ଞାନିକ ପ୍ରଦୀପ ସେଠୀ,ବି ପି ଏମ ସୁନୀତା ସୁନା,ସୁପର ଭାଇଜର ହୀରା ମଣି ମାଝୀ, ସ୍ନାତକ ମହାବିଦ୍ୟାଳୟ କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ,ୟାର ଅନୁଷ୍ଠାନ ସଭାପତି ମହେନ୍ଦ୍ର କୁମାର ଯୋଶୀ,ୟାର ଅନୁଷ୍ଠାନ ସମ୍ପାଦକ ହରି ଦାସ ପଟେଲ ମଞ୍ଚାସିନ ଥିଲେ ।ମହିଳା ଓ କନ୍ୟା ମାନଙ୍କ ପାଇଁ ଅଧିକାର,ନ୍ୟାୟ ଓ କାର୍ଯ୍ୟରେ ପ୍ରତିବଦ୍ଧତା ଉପରେ ଡଃ ଅଞ୍ଜଳି ପାଢ଼ୀ ବିସ୍ତୃତ ଭାବରେ ଆଲୋଚନା କରି ସମସ୍ତଙ୍କୁ ମାର୍ଗଦର୍ଶନ କରିଥିଲେ ।ମୁଖ୍ୟ ଅତିଥି ଓ ମୁଖ୍ୟ ବକ୍ତା ସମାଜରେ ମହିଳାଙ୍କ ପାଇଁ ଆଜିର ଦିବସର ଆବଶ୍ୟକତାକୁ ନେଇ ଅତିତୀର ମହିଳାଙ୍କ ଦୟନୀୟ ସ୍ଥିତି,ମହିଳାଙ୍କ ସାମାଜିକ,ଆର୍ଥିକ ଏବଂ ରାଜନୈତିକ ସମାନତା ପାଇଁ ମହିଳା କରିଆସୁଥିବା ସଂଘର୍ଷ ଓ ମହିଳାଙ୍କ ସାହସ ଆଉ ନିଷ୍ଠାକୁ ଅବଗତ କରାଇ ସମାଜ ପ୍ରତି ମହିଳାଙ୍କ ଭୂମିକା କିଭଳି ରହିବା ଦରକାର ଏବଂ ସମାଜ ମହିଳାଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ସମାନତା ପ୍ରଦାନ କରିବା ଉପରେ ମତ ସାବ୍ୟସ୍ତ କରିଥିଲେ ।ସମସ୍ତ ଅତିଥି ଆମେ ସମସ୍ତେ ମିଳିତ ଭାବରେ ମହିଳାଙ୍କ ସଶକ୍ତିକରଣ ପାଇଁ କରିବା ବୋଲି ଆହ୍ଵାନ ଦେଇଛନ୍ତି । ବିଭିନ୍ନ ଚାଷର ଦକ୍ଷତାକୁ ଦୃଷ୍ଟିରେ ରଖି ୟାର ଅନୁଷ୍ଠାନ ଦ୍ଵାରା ୩ ଟି ବ୍ଲକ ସିନାପାଲି,ବୋଡ଼େନ ଓ ଖଡ଼ିଆଳର  ୩୪ ଜଣ ଅଗ୍ରଣୀ ମହିଳା ଚାଷୀଙ୍କୁ କାର୍ଯ୍ୟକ୍ରମରେ ସମ୍ମାନିତ କରାଯାଇଛି ।କାର୍ଯ୍ୟକ୍ରମରେ ମହିଳା ଚାଷୀ,ଜଙ୍ଗଲ ଅଧିକାର କମିଟି,ମିଶନ ଶକ୍ତି ମହିଳା,ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳା,ଏମ ବି କେ ସି ଆର୍ ପି,ୟାର ଅନୁଷ୍ଠାନର କର୍ମଚାରୀ ପ୍ରମୁଖ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026

You Might Also Like