-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍

07-Mar-2026



ଭୁବନେଶ୍ୱର (ପ୍ରେରଣା ଖବର): ଶ୍ରୀହରି ମୋସନ୍ ପିକ୍‌ଚର୍ସବ୍ୟାନରରେ ପ୍ରସ୍ତୁତ ତଥା ସୁଶାନ୍ତ ମହାନ୍ତିଙ୍କ ପ୍ରଯୋଜିତପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ‘ଲାଇନ୍‌ବାଲା’ ର ପୋଷ୍ଟର ଉନ୍ମୋଚିତ ହେବା ସହିତ ଟିଜର ରିଲିଜ୍ ହୋଇଛି ଭୁବନେଶ୍ୱର,ମଞ୍ଚେଶ୍ୱରସ୍ଥିତ ୱାର୍ଲଡ ସ୍କିଲ ସେଣ୍ଟରଠାରେ ଏହି

କାର୍ଯ୍ୟକ୍ରମ ହୋଇଛି ଶ୍ରୀ ରଶ୍ମିରଞ୍ଜନ ମହାପାତ୍ର, ସିଇଓ, ଡବ୍ଲୁଏସସିମୁଖ୍ୟ ଅତିଥିୱିଙ୍ଗ କମାଣ୍ଡର ଏନ କେ ସାମଲଶ୍ରୀ ପିନାକୀ ପଟ୍ଟନାୟକ, ସିଓଓପ୍ରଫେସର ପଦୀପ ଦାସ ପ୍ରଫେସର ଡକ୍ଟର ଦିନଦୟାଲସ୍ୱାଇଁଏର ଭାନୁ ପଦ୍ମ, ସାମାଜିକ କର୍ମୀ ଏବଂ ବରିଷ୍ଠ ଅଧିକାରୀପ୍ରକାଶ ଚକ୍ର ନାୟକଭଗବାନ ବିସାୱାଲସମ୍ପର୍କକାରୀ ସଂଘ ସାଧାରଣ ସଚିବସତ୍ୟ ପରିଡା, ବିଏମଏସ ସାଧାରଣ ସଚିବ, ପ୍ରଯୋଜକ ସୁଶାନ୍ତ କୁମାର ମହାନ୍ତି ଓ ନିର୍ଦ୍ଦେଶକ ନିରଞ୍ଜନ ବେହେରା ପ୍ରମୁଖ ଯୋଗ ଦେଇଥିଲେ l ଇଲେକ୍ଟ୍ରିକ୍ ଦୁର୍ଘଟଣାଗ୍ରସ୍ତ ହୋଇଥିବା ତିନି ଶ୍ରମିକଙ୍କ ପରିବାରର ତିନି ଜଣ ମହିଳା ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ଯାହାଙ୍କୁ ଶ୍ରୀ ହରି ମୋସନ ପିକ୍ଚର୍ସ ତରଫରୁ

ସମ୍ମାନିତ କରା ଯାଇଥିଲା l ମାର୍ଚ୍ଚ ୭ ତାରିଖ ଲାଇନ୍‌ମ୍ୟାନ୍ ଦିବସ ହୋଇଥିବାରୁ ସେହି କାରଣରୁ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l ବିଦ୍ୟୁତ୍ ବିଭାଗରେ ‘ଲାଇନ୍‌ମ୍ୟାନ୍’ ଭାବେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ଏହି ଚଳଚ୍ଚିତ୍ର ଉତ୍ସର୍ଗ କରିବା ପାଇଁ ପ୍ରଯୋଜକ ଲକ୍ଷ୍ୟ ରଖି ସିନେମା ନିର୍ମାଣ କରିଥିବା କଥା ପ୍ରକାଶ କରିଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like