-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ

07-Mar-2026



ବଲାଙ୍ଗିର(ପ୍ରେରଣା ଖବର) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି ଅଭିଯାନ କେବଳ ଟୀକା ପ୍ରଦାନରେ ସୀମିତ ନୁହେଁ, ବରଂ ଆଗାମୀ ପିଢିକୁ ଜରାୟୁ କର୍କଟ ଭଳି ଗୁରୁତର ରୋଗରୁ ସୁରକ୍ଷା କରିବାରେ ଏକ ମଜବୁତ ପଦକ୍ଷେପ। ପ୍ରତିବର୍ଷ ହଜାରହଜାର ମହିଳା ଏହି ରୋଗରେ ପ୍ରଭାବିତ

ହେଉଥିବାବେଳେ, ମାଗଣା ଟୀକାକରଣ ମାଧ୍ୟମରେ ଏହାରୁ ମୁକ୍ତି ମିଳିପାରିବ । 
ଏହି କ୍ରମରେ ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଚ୍‌ପିଭି ଟୀକାକରଣ ଅଭିଯାନର ଶୁଭାରମ୍ଭ ହୋଇଯାଇଛି  । ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ମାନ୍ୟବର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀଯୁକ୍ତ ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ଥିଲେ । କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ଟିଟିଲାଗଡ ବିଧାୟକ ନବୀନ କୁମାର ଜୈନ, ସାଂସଦଙ୍କ ପ୍ରତିନିଧି ଦିନେଶ ଶର୍ମା ଏବଂ ସିଡିଏମଓ  ପୁଷ୍ପାଞ୍ଜଳି ମିଶ୍ର କାର୍ଯ୍ୟକ୍ରମରେ ମଞ୍ଚାସୀନ ଥିଲେ । ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ ଅଭିଯାନରେ ଝିଅଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପଦକ୍ଷେପକୁ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମହାଲିଙ୍ଗ “ଯୁଗାନ୍ତକାରୀ” ପଦକ୍ଷେପ ବୋଲି କହିଥିଲେ । ସେ କହିଥିଲେ, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଆରମ୍ଭ ହୋଇଥିବା ଏହି ଅଭିଯାନ ଦ୍ଵାରା ‘ସୁସ୍ଥ ନାରୀ, ସଶକ୍ତ ପରିବାର, , ସଶକ୍ତ ଓଡିଶା ତଥା ସଶକ୍ତ ଭାରତ’ ଗଠନ କରିବାରେ ସଫଳ ହୋଇପାରିବା । ଜରାୟୁ କର୍କଟ ରୋକିବା ପାଇଁ ଦେଶର କନ୍ୟାମାନଙ୍କୁ ମାଗଣାରେ ଟୀକା ପ୍ରଦାନ କରିବା ପାଇଁ ପ୍ରଧାନମନ୍ତ୍ରୀ ବ୍ୟବସ୍ଥା କରିଛନ୍ତି । ତୃଣାମୂଳସ୍ତରରେ ଏହି ଅଭିଯାନର ପ୍ରଚାରପ୍ରସାର କରି ଲୋକଙ୍କୁ ସଚେତନ କରାଇବା ପାଇଁ ସମସ୍ତ ଜନପ୍ରତିନିଧି, ସରକାରୀ ଅଧିକାରୀ ଏବଂ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ସେ ଅନୁରୋଧ କରିଥିଲେ ।ମାନ୍ୟବର ମନ୍ତ୍ରୀଙ୍କ ଉପସ୍ଥିତିରେ କିଶୋରୀମାନଙ୍କୁ ଟୀକା ପ୍ରଦାନ କରାଯାଇଥିଲା । ଆଜିର କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମସ୍ତ ଚିକିତ୍ସକ ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ । 
ସୂଚନାଯୋଗ୍ୟ, ଜିଲ୍ଲାବ୍ୟାପୀ ଏଚ୍‌ପିଭି ଟୀକାକରଣ ଅଭିଯାନରେ ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ର, ମେଡିକାଲ କଲେଜ ଓ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ମାଗଣାରେ ଟୀକା ପ୍ରଦାନ କରାଯିବ। ଅଭିଭାବକଙ୍କ ସହମତି ପରେ ହିଁ ଟୀକାକରଣ କରାଯିବା ସହିତ ସ୍ୱଚ୍ଛତାକୁ ପ୍ରାଥମିକତା ଦିଆଯିବ। ପ୍ରଥମ ୩ ମାସ ମିଶନ ମୋଡ୍‌ରେ ଚାଲିବାକୁ ଥିବା ଏହି ଅଭିଯାନରେ ୧୪-୧୫ ବର୍ଷୀୟ କିଶୋରୀମାନେ ନିର୍ଦ୍ଧାରିତ କେନ୍ଦ୍ରରେ ଟୀକା

ନେଇପାରିବେ। ପରବର୍ତ୍ତୀ ସମୟରେ ଏହାକୁ ନିୟମିତ ଟୀକାକରଣ କାର୍ଯ୍ୟକ୍ରମରେ ସାମିଲ କରାଯିବ। ସ୍କୁଲ ଓ ସ୍ଥାନୀୟ ବିଭାଗ ଯୋଗ୍ୟ ତାଲିକା ପ୍ରସ୍ତୁତ କରିବେ, ଯେଉଁମାନେ ସ୍କୁଲରେ ପଢୁନାହାନ୍ତି ସେମାନେ ଆଧାର କାର୍ଡ ବା ସ୍କୁଲ ଆଇଡି ସହିତ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ପଞ୍ଜୀକରଣ କରିପାରିବେ । ପ୍ରଶିକ୍ଷିତ ନର୍ସ ବା ଡାକ୍ତରଙ୍କ ଦ୍ୱାରା ଟୀକା ପ୍ରଦାନ କରାଯିବ ଏବଂ ପିଲାଙ୍କୁ ୧୫-୩୦ ମିନିଟ ପର୍ଯ୍ୟନ୍ତ ସେଣ୍ଟରରେ ରଖାଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like