-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ

08-Mar-2026



ବରପାଲି :(ସୁଦାମ ଦୀପ) ପେସ୍ ଫାଉଣ୍ଡେସନ୍ ଓ ପିଙ୍କଉଡ୍ ଦ୍ଵାରା ପ୍ରଯୋଜିତ ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପରେ ମଞ୍ଚସ୍ଥ ହୋଇଯାଇଛି। ସରକାରୀ ଉଚ୍ଚବିଦ୍ୟାଳୟ ଖଣ୍ଡଗିରି, ଜାଗମରା ଓ ସରକାରୀ ଉଚ୍ଚବିଦ୍ୟାଳୟ ବ୍ରହ୍ମେଶ୍ଵରର କୁନି କୁନି ବିଦ୍ୟାର୍ଥୀମାନେ ନିଖୁଣ ଅଭିନୟ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗଦେଇ କହିଲେ ଯେ ଆମ ସମୃଦ୍ଧ ପରମ୍ପରାକୁ ଭୁଲି ଯାଉଥିବା
ଯୁବପିଢ଼ିକୁ ନାଟକ ମାଧ୍ୟମରେ ପୁରୁଣା ସମୟ ସହିତ ଯୋଡ଼ିବାର ଆବଶ୍ୟକତା ରହିଛି। ସମ୍ମାନିତ ଅତିଥି
ଭାବେ ଏକାମ୍ର ବିଧାୟକ ବାବୁ ସିଂ, ବରଗଡ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ, ଉଦ୍ୟୋଗୀ ସୁରେଶ ପାଣିଗ୍ରାହୀ, ଗାଳ୍ପିକ ଦେବପ୍ରସାଦ ଦାଶ, ନିଶିକାନ୍ତ ମିଶ୍ର, ଅଭିନେତ୍ରୀ ରାଖି ଦାଶ ଓ ସରକାରୀ ଉଚ୍ଚବିଦ୍ୟାଳୟ ଖଣ୍ଡଗିରିର ପ୍ରଧାନ ଶିକ୍ଷୟିତ୍ରୀ କବିତା ଦଣ୍ଡପାଟ ଯୋଗଦେଇଥିଲେ।  ଅଭିନେତ୍ରୀ ପିଙ୍କି ପ୍ରଧାନଙ୍କ ମାର୍ଗଦର୍ଶନରେ ନାଟକ ମଞ୍ଚସ୍ତ ହୋଇଥିଲା। ସାତ୍ତ୍ଵିକ ରାଜା ଓ ରାଜେଶ ମଲ୍ଲିଆ ନାଟକର ନିର୍ଦ୍ଦେଶନା ଦେଇଥିଲେ। ଅଜୟ ଚୌଧୁରୀ ସଂଗୀତ ନିର୍ଦ୍ଦେଶନା ଦେଇଥିଲେ ଏବଂ ପୁଷ୍ପାଞ୍ଜଳି ନୃତ୍ୟ ନିର୍ଦ୍ଦେଶନା ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like