-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ଲୋୟର ସୁକତେଲ ଡ୍ୟାମ ଅଂଚଳର ସାମଗ୍ରିକ ଉନ୍ନତି ପାଇଁ ୧୨ଟି ପ୍ରସ୍ତାବ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ପ୍ରଦାନ

08-Mar-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲାର ସର୍ବବୃହତ ଜଳସେଚନ ପ୍ରକଳ୍ପ ଭାବେ ଗଢି ଉଠିଥିବା ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଜିଲ୍ଲା ପାଇଁ ଏକ ଐତିହାସିକ ପଦକ୍ଷେପ । ଏହି ପ୍ରକଳ୍ପ ଦ୍ୱାରା ପ୍ରାୟ ୩୦ଟି ରୁ ଉର୍ଦ୍ଧ୍ୱ ଗ୍ରାମ ପ୍ରଭାବିତ ହୋଇଥିବା ସହ ଅନେକ ପରିବାର ସମ୍ପୁର୍ଣ୍ଣ ବିସ୍ଥାପିତ ହୋଇ ପୁନର୍ବାସ ଓ ଥଇଥାନ କଲୋନି ରେ ବସବାସ କରୁଛନ୍ତି । ପ୍ରକଳ୍ପ ନିର୍ମାଣ ସମୟରେ ଏହି ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରିଥିବା ଅଂଚଳର ଅନେକ ଅଂଶ ଉଜୁଡି ଯାଇଛି । ଏହି ଅଂଚଳକୁ ପୁନଃ ଉନ୍ନତି କରି ଓଡିଶା ର ଏକ ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ଓ ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ଭାବେ ଗଢି ତୋଳାଯାଇପାରିବ ।  ଏହା ମାଧ୍ୟମରେ ଅଂଚଳର ଅନେକ ଲୋକଙ୍କ ପାଇଁ ଲୋକଙ୍କର ରୋଜଗାର ସୃଷ୍ଟି ହେବା ସହ ସାମାଜିକ ସାଂସ୍କୃତିକ ଉନ୍ନତି ମଧ୍ୟ ସମ୍ଭବ । ବନଦୁର୍ଗା ମହୋତ୍ସବ କମିଟି ସ୍ୱାସ୍ଥ୍ୟ ମନ୍ତ୍ରୀ  ମୁକେଶ ମହାଲିଙ୍ଗ ଙ୍କ ସହ ଆଲୋଚନାରେ ଏହା ମତ ପ୍ରକାଶ ପାଇଥିଲା ଓ ଟିଟିଲାଗଡ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ । କମିଟି ନିଷ୍ପତ୍ତି ଅନୁଯାୟୀ ୧୨ଗୋଟି ପ୍ରସ୍ତାବ ଯଥା ସୁକତେଲ ଡ୍ୟାମ ତଳି ଅଂଚଳରେ ଥିବା ଖେଳ ପଡିଆକୁ ଉଚ୍ଚ ମାନର ଷ୍ଟାଡିୟମ, ବାବା ବର୍ଫାନି ମହାଦେବ ମନ୍ଦିର ଏବଂ ବନଦୁର୍ଗା ମନ୍ଦିର ନିର୍ମାଣ ପାଇଁ 100 କୋଟି ଅନୁଦାନ, ସଂସ୍କୃତି ବିଶ୍ୱ ବିଦ୍ୟାଳୟ, ୧୦୦ ରୁ ଅଧିକ ଷ୍ଟଲ, ଫଳ ଓ ଔଷଧିୟ ଉଦ୍ୟାନ, ମୟୁର ଓ ଅନ୍ୟାନ୍ୟ ବନ୍ୟ ପ୍ରାଣୀଙ୍କ ସୁରକ୍ଷା ପାଇଁ ଏକ ପାହାଡକୁ ସୁରକ୍ଷିତ ପକ୍ଷୀ ଓ ବନ୍ୟପ୍ରାଣୀ ଅଭୟାରଣ୍ୟ, ଏକ ଅତିଥି ନିବାସ ସହ କନ୍‌ଫରେନ୍ସ ହଲ ନିର୍ମାଣ, ସୁକତେଲ ଡ୍ୟାମ କୁ ସଂଯୋଗ କରୁଥିବା ବଲାଙ୍ଗିର ପାଟଣାଗଡ ରାସ୍ତାରେ ବାରପୁଡୁଗିଆ ଛକ ନିକଟରେ ଉଚ୍ଚ ସୁକତେଲ ଗେଟ ନିର୍ମାଣ, ଲର୍କିପାଲି ଆର.ଆର. କଲୋନି ବିଦ୍ୟାଳୟକୁ ଉନ୍ନତି ଉଚ୍ଚ ବିଦ୍ୟାଳୟ (ଯୁକ୍ତ ଦୁଇ), ସମସ୍ତ ଆର.ଆର. କଲୋନିରେ ସାମାଜିକ ସାଂସ୍କୃତିକ କାର୍ଯ୍ୟ ପାଇଁ ସ୍ଥାୟୀ କଲ୍ୟାଣ ମଣ୍ଡପ 2 କୋଟି ଅନୁଦାନ, ସମସ୍ତ କଲୋନିରେ ସ୍ଥାୟୀ ବିଦ୍ୟାଳୟ, ଅଙ୍ଗନୱାଡି କେନ୍ଦ୍ର, ପିଇବା ପାଣି, ଗାଧୋଇବା ପାଇଁ ପୋଖରୀ ଓ ସ୍ୱାସ୍ଥ୍ୟସେବା ପାଇଁ ଆରୋଗ୍ୟ ମନ୍ଦିର ନିର୍ମାଣ କରିବା ଆଦି ବିଭିନ୍ନ ପ୍ରସ୍ତାବ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ ଓ ଜିଲ୍ଲାପାଳଙ୍କୁ ମଧ୍ୟ ପ୍ରଦାନ କରାଯାଇଛି । ଏହି ଆଲୋଚନାରେ ସଭାପତି ସଂଜୟ ଗଡତ୍ୟା, ସଂପାଦକ ଜୟକୃଷ୍ଣ ମିଶ୍ର, ଉପ-ସଭାପତି କୈଳାସ ଚନ୍ଦ୍ର ସିଂଦେଓ, ସହ-ସଂପାଦକ ବିକାଶ ରଂଜନ ରଥ, କୋଷାଧ୍ୟକ୍ଷ ନରେନ୍ଦ୍ର ବିଶି, ସ୍ୱେଚ୍ଛାସେବୀ ବିଶ୍ୱଜିତ ନାଥ, ଶାନ୍ତନୁ ସିଂ, ବ୍ୟାସଦେବ ବନଛୋର, ଅଜୟ ଗଡତ୍ୟା, ପ୍ରମୋଦ ପଟେଲ, ଗିରିଧାରୀ ପୁଟା, ସଦାନନ୍ଦ ମହଲା ପ୍ରମୁଖ ଭାଗ ନେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like