-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ତହଁକ୍ ତିହାର୍ ଉଦଯାପିତ

08-Mar-2026



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ କୋଶଳ କଳା ମଣ୍ଡଳ ପୁରୁଣା ମଂଚରେ ତହଁକ ତିହାର ଅନୁଷ୍ଠିତ ହୋଇ ଯାଇଛି  । ଗତ ୦୬.୦୭ ଓ ୦୮ ତିନିଦିନ ଧରି ଚାଲିଥିବା ଏହି ଉତ୍ସବ ର ପ୍ରଥମ ଦିନରେ କୁରୁଲ ଉଚ୍ଚ ବିଦ୍ୟାଳୟରେ କୋସଲି ହକାବାଦି, ଦ୍ଵିତୀୟ ଦିନ ଆଲୋଚନା ଚକ୍ର ଓ ତୃତୀୟ ଦିନରେ ମହା ଆଡମ୍ବରରେ କଳାକାର ଏବଂ କବିଙ୍କ ସମାବେଶ ହୋଇଥିଲା। ରାଜେଶ ଦଣ୍ଡସେନା ଙ୍କ ସଭାପତିତ୍ଵ ରେ ଅନୁଷ୍ଠିତ ପ୍ରଥମ ଅଧିବେଶନ ରେ ମୂଖ୍ଯ ଅତିଥି ଭାବେ ଶ୍ରୀମତୀ ଦେବକୀ ସେଠ, ମୁଖ୍ୟ ବକ୍ତା ସୁଶୀଲ ଗୁରୁ, ସମ୍ମାନିତ ଅତିଥି ସୁଷମା ବେହେରା, ଶାଶ୍ୱତ କୁମାର ତ୍ରିପାଠୀ, ସଞ୍ଜୟ କୁମାର ଗଡତିଆ, ହିମାଞ୍ଚଳ ମହେର, ଲକ୍ଷ୍ମୀ ପଧାନ, ଜୟକୃଷ୍ଣ ମିଶ୍ର ମଞ୍ଚାସୀନ ଥିଲେ l ବିଶିଷ୍ଟ କଣ୍ଠଶିଳ୍ପୀ ବ୍ୟାସଦେବ ପୁରୋହିତ, ଶାଶ୍ୱତ ତ୍ରିପାଠୀ, ତମାସା ମହାପାତ୍ର ଙ୍କ ଗୀତର ଯାଦୁରେ ଦର୍ଶକ ଙ୍କୁ ମନମୁଗ୍ଧ କରିଥିଲେ  l ଦ୍ଵିତୀୟ ଅଧିବେଶନରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ମୁନିସିପାଲିଟି ଅଧ୍ୟକ୍ଷା ଲୀକା ସାହୁ, ଦେଓଗାଁ ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରି, ବଲାଙ୍ଗୀର ବ୍ଲକ ଅଧ୍ଯକ୍ଷା ସରିତା ବାଗ, ଅଶୋକ କୁମାର ସାହୁ, ମାନସ ନନ୍ଦ , ଜ୍ୟୋତିପ୍ରକାଶ ସାହୁ ମଞ୍ଚାସୀନ ଥିଲେ  l ଏହି କାର୍ଯ୍ୟକ୍ରମ ରେ ତହଁକ ସମ୍ମାନ ରେ କବି ଶୁସାନ୍ତ ବାଗ, ଆଶୁତୋଷ ଠାକୁର, ରୀନା ସାହୁ, ଇଂ ରାଜ କିଶୋର ଷଡଙ୍ଗୀ, ଶତୃଘନ ବେହେରା, ବିମଲା ପଧାନ ଓ ଦେବାଲୟ ସୁରକ୍ଷା କମିଟି ବଲାଙ୍ଗୀର ଙ୍କୁ ସମ୍ମାନିତ କରାଯାଇଥିଲା  l ବୌଦ୍ଧ, ସୋନପୁର, ବରଗଡ, ବଲାଙ୍ଗିର ର ଶତାଧିକ କବି କଳାକାର ଯୋଗଦେଇଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅର୍ଜୁନ କୁମାର ସାହୁ ସ୍ଵାଗତ ଭାଷଣ ଦେଇଥିବା ବେଳେ କବି ଶ୍ରିୟାକାନ୍ତ ଦାସ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ  l କବିତା ଆସର ଅଧିବେଶନ ଦିଲ୍ଲିପ କୁମାର ମିଶ୍ର ଙ୍କ ଅଧ୍ୟକ୍ଷତାରେ ସସ୍ମିତା ମେହେର, ପ୍ରଭାସିନି ଭୋଇ, ଶୁଦେଷନା ମିଶ୍ର, ମାନସୀ ସାହୁ, ନିକିତା ସା, ଜ୍ୟୋତିରାଣୀ ମିଶ୍ର, ପୁଷ୍ପାଞ୍ଜଳି ମେହେର ସଂଯୋଜନା କରିଥିଲେ  l ମିଲନ ପଣ୍ଡା, ଭାରତ ମେହେର, ରଘୁନାଥ ନନ୍ଦ, ସାଳିନୀ ସା, ଦେବବ୍ରତ ମିଶ୍ର , ଗୋପିନାଥ ଦଣ୍ଡସେନା, ଗୋପାଳ ମେହେର, ରାଜିବ ଭୋଇ, ଗରିବ ମଲ୍ଲିକ, ଗିରୀଶ ପାତ୍ର, ରାଜେଶ ଶର୍ମା, ଅଖୋଜ ଷାଣ୍ଢ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like