-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ

08-Mar-2026



ବଲାଙ୍ଗିର(ପ୍ରେରଣା ଖବର): ଆଜି ଦିନ ୧୦ ଘଣ୍ଟା ସମୟରେ ମାଲ୍ ପଡା ରାମ ସ୍ଵାମୀ ମନ୍ଦିର ଠାରେ ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ଶାଖା ମହିଳା ସମିତି ପକ୍ଷରୁ  ସଂଯୋଜକ ନିହାରିକା ମିଶ୍ରଙ୍କ ସଭାପତିତ୍ବରେ ଆନ୍ତର୍ଜାତିକ ମହିଳା ଦିବସ ପାଳନ ହୋଇ ଯାଇଥିଲା.  ଗ୍ରାହକ ପଞ୍ଚାୟତ ଓଡିଶା ପଶ୍ଚିମ ପ୍ରାନ୍ତ ସଭାପତି କିଶୋର ମୋହନ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିଲେ.  ପ୍ରଥମେ ପ୍ରଦୀପ ପ୍ରଜ୍ଜ୍ଵଳନ ପୂଜା ଅର୍ଚନା ପରେ ସଂଯୋଜକ ଦିବସ ପାଳନ ଉଦ୍ଦେଶ୍ୟ ସୂଚନା ଦେଇ ସମସ୍ତଙ୍କୁ ସ୍ଵାଗତ କରିଥିଲେ ନିହାରିକା ମିଶ୍ର।
 ଗ୍ରାହକ ପଞ୍ଚାୟତ ମହିଳା ସଦସ୍ୟ ମାନଙ୍କ ଭିତରୁ ରଞ୍ଜିତା ମିଶ୍ର ବୀଣାପାଣି ଆଚାର୍ଯ୍ଯ ନିଜର ଅନୁଭୂତି ବର୍ଣ୍ଣନା କରିଥିଲେ।
 

 ରାଜଶ୍ରୀ ତ୍ରିପାଠୀ, ସଂଯୁକ୍ତା ମିଶ୍ର, ଅଞ୍ଜଲି ବେହେରା, ମୃଣ୍ମୟୀ ମିଶ୍ର, କୁସୁମ ସତପଥୀ ପ୍ରମୁଖ ବକ୍ତବ୍ୟ ରେ ଆଜିକାଲି ସମାଜ ର ପ୍ରତ୍ୟେକ ସ୍ତରରେ ମହିଳା ମାନେ ତାଳ ଦେଇ ସମସ୍ତ କ୍ଷେତ୍ରରେ ବେଶ ସୁନାମ କରି ପାରଦର୍ଶିତା ଦେଖାଉ ଥିବା

ବେଳେ ନିଜ କାର୍ଯ୍ୟ ପାଇଁ ସୁନାମ ଅର୍ଜନ କରିବା କହିଥିଲେ।
 ଆଜି ଦିବସ କୁ ୧୯୭୫ ଠାରୁ ମହିଳା ମାନଙ୍କ ପାଇଁ ଆନ୍ତର୍ଜାତିକ ସ୍ତରରେ ମାନ୍ୟତା ମିଳିଛି.ଆମ ଦେଶରେ ପୂର୍ବ ଯୁଗରୁ ନାରୀକୁ ପ୍ରାଧାନ୍ୟ ଦେଇ ଆସିଛି. ଆମର ସଂସ୍କୃତି ରେ ନାରୀଶକ୍ତିକୁପ୍ରଥମେ ସ୍ଥାନ ଦେଇଚି ବୋଲି  ବକ୍ତବ୍ୟ ଦେଇଥିଲେ. ପ୍ରାନ୍ତ ସଭାପତି ମିଶ୍ର ଆଜି ଗ୍ରାହକ ପଞ୍ଚାୟତ ସମଗ୍ର ଦେଶରେ ମହିଳା ଦିବସ ପାଳନ କରୁଛି. ମହିଳା ମାନେ ମୂଖ୍ୟତଃ ପରିବାର ସହିତ ଅନ୍ୟ ପରିଚାଳନା ଗତ ଯୋଗ୍ୟତା ରହିଛି ସେମାନଙ୍କ ଗୁରୁତ୍ୱ  ଥିବା ସେ କହିଥିଲେ।
ଅନ୍ୟ ମାନଙ୍କ ଭିତରେ ଗୀତାଞ୍ଜଲି ଗୁରୁ, ଶୀଲା ରଥ ପ୍ରଭାସିନି ପଣ୍ଡା, ରନ୍ଜୁ ଶତପଥୀ, ଅନ୍ନପୂର୍ଣା ପଣ୍ଡା, ପଙ୍କଜିନି ଥନାପତି, ଶ୍ଵେତା ମଞ୍ଜରି ଥନାପତି,ତିଳୋତ୍ତମାଥନାପତି  ଯୋଗୀତା ହାତୀ ପ୍ରମୁଖ ଅନେକ ମହିଳା ଯୋଗ ଦେଇ ଥିଲେ.


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like