-+91-9937148622 |

prerana_bgr@rediffmail.com |

  Monday 9th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (09-Mar-2026)       ||      NH-316 ମାଟିଆପଡା ROB କାର୍ଯ୍ୟ ତଦାରଖ କଲେ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ♦️ ରଥଯାତ୍ରା ପୂର୍ବରୁ କାର୍ଯ୍ୟ ଶେଷ ଉପରେ ଗୁରୁତ୍ୱ    (09-Mar-2026)       ||      ବରପାଲି ସରସ୍ବତୀ ମହିଳା ସଂଘ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ   (09-Mar-2026)       ||      *ଅସ୍ତିତ୍ବ ଖୋଜୁଛି ଡାବୁଗାଁର ଅଙ୍ଗୀ ନଦୀ*   (09-Mar-2026)       ||      ଜାମପାଲି ଗ୍ରାମରେ ଶୋକାକୁଲ ପରିବେଶ,ବୋଲେରୋ ଧକ୍କାରେ ଉଜୁଡ଼ିଗଲା ଗୋଟିଏ ପରିବାରର ୪ସଦସ୍ୟଙ୍କ ଜୀବନ   (09-Mar-2026)       ||      *ତରଭା ବ୍ଲକ୍‌ରେ ଜିଲ୍ଲାପାଳ ଓ ଆରକ୍ଷି ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣିି*-   (09-Mar-2026)       ||      *ସୁବର୍ଣ୍ଣ ଭାରତୀ ପରିବାର ଓ ଭାରତ ବିକାଶ ପରିଷଦ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ*- *ଉନ୍ମୋଚନ ହେଲା ସମ୍ମାନ ସମାରୋହ ସ୍ମରଣିକା ଦିବ୍ୟତା* -   (09-Mar-2026)       ||      ତେଜସ୍ୱିନୀ ସାହିତ୍ୟ ଅନୁଷ୍ଠାନ ବଲାଙ୍ଗିରର ଚତୁର୍ଥ ବାର୍ଷିକୋତ୍ସବ    (09-Mar-2026)       ||      ନାଗରିକ ବିକାଶ ସଂଗଠନ କଳାହାଣ୍ଡି ଜିଲ୍ଲା ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ।   (09-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ଶକ୍ତି ପଦଯାତ୍ରା’ ଅନୁଷ୍ଠିତ*- *ସମାଜ ଓ ଦେଶ ର ବିକାଶ ରେ ନାରୀ ମାନଙ୍କ ଭୂମିକା ଉଲ୍ଲେଖନୀୟ*- *ଜିଲ୍ଲାପାଳ*-   (09-Mar-2026)       ||      ଜେଏସଏମ କଲେଜରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ    (09-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସରେ ଲେଣ୍ଡା ଗ୍ରାମର ସୁଲୋଚନା ମିଶ୍ର ସମ୍ବର୍ଦ୍ଧିତ   (08-Mar-2026)       ||      ଅବସରପ୍ରାପ୍ତ ଶିକ୍ଷକ ଯଜ୍ଞେଶ୍ବର ପାଣିଗ୍ରାହୀଙ୍କ ପରଲୋକ    (08-Mar-2026)       ||      ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଯଥାଶୀଘ୍ର କାର୍ଯ୍ୟକାରୀ କରାଯିବା ଉଚିତ    (08-Mar-2026)       ||      ଆନ୍ତର୍ଜାତିକ ମହିଳା ଦିବସ ପାଳିତ    (08-Mar-2026)       ||      ଉତ୍କଳ ମହିଳା ବିକାଶ ପରିଷଦ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ    (08-Mar-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ    (08-Mar-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ    (08-Mar-2026)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ ସମ୍ପାଦକଙ୍କ ପରଲୋକ   (08-Mar-2026)       ||      ତହଁକ୍ ତିହାର୍ ଉଦଯାପିତ   (08-Mar-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତିକ ମହିଳା ଦିବସ ପାଳିତ

08-Mar-2026



ବଲାଙ୍ଗୀର(ଦେବାଶିଷ ବହିଦାର): ପ୍ରଥମ ଏଜୁକେଶନ ଫାଉଣ୍ଡେସନ ଓ TPWODL ର ମିଳିତ ଉଦ୍ୟମ ରେ ବଲାଙ୍ଗୀର ସ୍ଥିତ ସ୍ବାସ୍ଥ୍ୟ ସେବା ସହଯୋଗୀ ତାଲିମ କେନ୍ଦ୍ରରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇ ଯାଅଛି l ଚଳିତ ବର୍ଷ ବିଷୟ ସମସ୍ତ ମହିଳା ଏବଂ ବାଳିକା ମାନଙ୍କ ଅଡିକାର ଓ ନିଯ୍ୟାୟ ପାଇଁ ବ୍ୟସ୍ଥ ଗତ ପତିବନ୍ଧକ ଗୁଡିକୁ ଦୂର କରିବା ପାଇଁ ଆଇନ ଗତ ସୁରକ୍ଷ୍ୟା କୁ ସୁରକ୍ଷ୍ୟା କୁ ସୁଦୃଡା କରିବା ପାଇଁ, ଅତିଥି ଭାବେ ଯୋଗଦାନ କରିଥିବା ବଲାଂଗୀର IIC ତଥା ଡିପିସି ଶ୍ରୀମତୀ ଭାରତୀ ନାୟକ, ଆଇନଜୀଵୀ ଓ ମହିଳା ସମାଜସେବୀ ଶ୍ରୀମତୀ ମିନାକ୍ଷୀ ପୁରୋହିତ ଏବଂ ନିଶା ବିଭାଗର ର ଡାକ୍ତର ମନମୋହନ ବାଗ ଯୋଗଦେଇ ଆଲୋଚନା କରିହିଲେ l କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ସେବା ତାଲିମ ସମାପ୍ତ କରିଥିବା ଛାତ୍ରୀମାନଙ୍କୁ ସାର୍ଟିଫିକେଟ ବଣ୍ଟନ କରା ଯାଇଥିଲା l ଏହି କାର୍ଯ୍ୟକ୍ରମକୁ ପ୍ରଥମ ଏଜୁକେସନ ଫାଉଣ୍ଡେସନର ଆନନ୍ଦ ପ୍ରଧାନ କାର୍ଯ୍ୟକୁ ପରିଚାଳନା କରିଥିବା ବେଳେ ଅନୁସୟା ବିଶ୍ୱାଳ ସ୍ୱାଗତ ସମ୍ବର୍ଦ୍ଧନା କରିଥିଲେ l ସ୍ଵର୍ଣ୍ଣଲତା ସହୂ ଧନ୍ୟବାଦ ଅର୍ପଣ କରିଥିବା ବେଳେ ସନତ ପଟେଲ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   09-Mar-2026
  ଜିଲ୍ଲା  
NH-316 ମାଟିଆପଡା ROB କାର୍ଯ୍ୟ ତଦାରଖ କଲେ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ♦️ ରଥଯାତ୍ରା ପୂର୍ବରୁ କାର୍ଯ୍ୟ ଶେଷ ଉପରେ ଗୁରୁତ୍ୱ   09-Mar-2026
  ଜିଲ୍ଲା  
ବରପାଲି ସରସ୍ବତୀ ମହିଳା ସଂଘ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ   09-Mar-2026
  ଜିଲ୍ଲା  
*ଅସ୍ତିତ୍ବ ଖୋଜୁଛି ଡାବୁଗାଁର ଅଙ୍ଗୀ ନଦୀ*   09-Mar-2026
  ଜିଲ୍ଲା  
ଜାମପାଲି ଗ୍ରାମରେ ଶୋକାକୁଲ ପରିବେଶ,ବୋଲେରୋ ଧକ୍କାରେ ଉଜୁଡ଼ିଗଲା ଗୋଟିଏ ପରିବାରର ୪ସଦସ୍ୟଙ୍କ ଜୀବନ   09-Mar-2026
  ଜିଲ୍ଲା  
*ତରଭା ବ୍ଲକ୍‌ରେ ଜିଲ୍ଲାପାଳ ଓ ଆରକ୍ଷି ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣିି*-   09-Mar-2026
  ଜିଲ୍ଲା  
*ସୁବର୍ଣ୍ଣ ଭାରତୀ ପରିବାର ଓ ଭାରତ ବିକାଶ ପରିଷଦ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ*- *ଉନ୍ମୋଚନ ହେଲା ସମ୍ମାନ ସମାରୋହ ସ୍ମରଣିକା ଦିବ୍ୟତା* -   09-Mar-2026
  ଜିଲ୍ଲା  
ତେଜସ୍ୱିନୀ ସାହିତ୍ୟ ଅନୁଷ୍ଠାନ ବଲାଙ୍ଗିରର ଚତୁର୍ଥ ବାର୍ଷିକୋତ୍ସବ   09-Mar-2026
  ଜିଲ୍ଲା  
ନାଗରିକ ବିକାଶ ସଂଗଠନ କଳାହାଣ୍ଡି ଜିଲ୍ଲା ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ।   09-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ଶକ୍ତି ପଦଯାତ୍ରା’ ଅନୁଷ୍ଠିତ*- *ସମାଜ ଓ ଦେଶ ର ବିକାଶ ରେ ନାରୀ ମାନଙ୍କ ଭୂମିକା ଉଲ୍ଲେଖନୀୟ*- *ଜିଲ୍ଲାପାଳ*-   09-Mar-2026
  ରାଜ୍ୟ  
ଜେଏସଏମ କଲେଜରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   09-Mar-2026
  ଜିଲ୍ଲା  
ଆନ୍ତର୍ଜାତୀୟ ମହିଳା ଦିବସରେ ଲେଣ୍ଡା ଗ୍ରାମର ସୁଲୋଚନା ମିଶ୍ର ସମ୍ବର୍ଦ୍ଧିତ   08-Mar-2026

You Might Also Like