-+91-9937148622 |

prerana_bgr@rediffmail.com |

  Monday 9th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେଏସଏମ କଲେଜରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ    (09-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସରେ ଲେଣ୍ଡା ଗ୍ରାମର ସୁଲୋଚନା ମିଶ୍ର ସମ୍ବର୍ଦ୍ଧିତ   (08-Mar-2026)       ||      ଅବସରପ୍ରାପ୍ତ ଶିକ୍ଷକ ଯଜ୍ଞେଶ୍ବର ପାଣିଗ୍ରାହୀଙ୍କ ପରଲୋକ    (08-Mar-2026)       ||      ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଯଥାଶୀଘ୍ର କାର୍ଯ୍ୟକାରୀ କରାଯିବା ଉଚିତ    (08-Mar-2026)       ||      ଆନ୍ତର୍ଜାତିକ ମହିଳା ଦିବସ ପାଳିତ    (08-Mar-2026)       ||      ଉତ୍କଳ ମହିଳା ବିକାଶ ପରିଷଦ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ    (08-Mar-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ    (08-Mar-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ    (08-Mar-2026)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ ସମ୍ପାଦକଙ୍କ ପରଲୋକ   (08-Mar-2026)       ||      ତହଁକ୍ ତିହାର୍ ଉଦଯାପିତ   (08-Mar-2026)       ||      ଲୋୟର ସୁକତେଲ ଡ୍ୟାମ ଅଂଚଳର ସାମଗ୍ରିକ ଉନ୍ନତି ପାଇଁ ୧୨ଟି ପ୍ରସ୍ତାବ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ପ୍ରଦାନ   (08-Mar-2026)       ||      ଅନ୍ତର୍ଜାତୀୟ ମହିଳା ଦିବସରେ ବିଏମ୍ ସିର ଗଣଦୌଡ♦️ “ମହିଳାମାନଙ୍କ ଶକ୍ତି ସୁରକ୍ଷା ବଳୟରେ ପରିଣତ ହେଉ”-ବାଚସ୍ପତି   (08-Mar-2026)       ||      ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ   (08-Mar-2026)       ||      ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ,   (08-Mar-2026)       ||      ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ   (08-Mar-2026)       ||      ୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   (07-Mar-2026)       ||      ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   (07-Mar-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ    (07-Mar-2026)       ||      ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   (07-Mar-2026)       ||      ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   (07-Mar-2026)       ||     

HOME   ରାଜ୍ୟ

ଅବସରପ୍ରାପ୍ତ ଶିକ୍ଷକ ଯଜ୍ଞେଶ୍ବର ପାଣିଗ୍ରାହୀଙ୍କ ପରଲୋକ

08-Mar-2026



ବଲାଙ୍ଗୀର(ପ୍ରେରଣା ଖବର): ଅବସରପ୍ରାପ୍ତ ଛାତ୍ରବତ୍ସଳ ଶିକ୍ଷକ ତଥା ଜଣେ  ମିଷ୍ଠଭାଷୀ ମଣିଷ ଭାବରେ ଜଣାଶୁଣା ଯଜ୍ଞେଶ୍ବର ପାଣିଗ୍ରାହୀଙ୍କ ପରଲୋକ ହୋଇଯାଇଛି। ବର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଯୋଗୁଁ ସେ କିଛି ଦିନ ଧରି ସଯ୍ୟାଶାୟୀ ଥିଲେ। ଗତକାଲି ବିଳମ୍ବିତ ରାତ୍ରୀରେ  ତାଙ୍କର ପେଲେସ ଲାଇନ ସ୍ଥିତ ବସଭାବବନରେ ପରଲୋକ ହୋଇଥିଲା। ମୃତ୍ୟୁ ସମୟରେ ତାଙ୍କୁ ୮୫ବର୍ଷ ହେଉଥିଲା। ମୃତ୍ୟୁ ଶଯ୍ୟାରେ ତାଙ୍କର ଏକମାତ୍ର ପୁଅ ସନ୍ତୋଷ,  ବୋହୂ ସ୍ମିତା, ଝିଅ ସ୍ନେହାଷିନୀ, ସନ୍ତୋଷିନୀ  ଓ ପଲ୍ଲବୀନୀ ପାଣିଗ୍ରାହୀ, ଜ୍ୱାଇଁ ତଥା ବରିଷ୍ଠ ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ। ଆଜି ଟିଟିଲାଗଡ଼ ରୋଡ଼ ସ୍ଥିତ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତେଷ୍ଟି କ୍ରିୟା ସମାପନ ହୋଇଛି। ଏକମାତ୍ର ପୁଅ ସନ୍ତୋଷ ପାଣିଗ୍ରାହୀ ମୂଖାଗ୍ନି ଦେଇଥିଲେ।ଯଜ୍ଞେଶ୍ବର   ପାଣିଗ୍ରାହୀଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକପ୍ରକାଶ ପାଇଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଜେଏସଏମ କଲେଜରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   09-Mar-2026
  ଜିଲ୍ଲା  
ଆନ୍ତର୍ଜାତୀୟ ମହିଳା ଦିବସରେ ଲେଣ୍ଡା ଗ୍ରାମର ସୁଲୋଚନା ମିଶ୍ର ସମ୍ବର୍ଦ୍ଧିତ   08-Mar-2026
  ରାଜ୍ୟ  
ଅବସରପ୍ରାପ୍ତ ଶିକ୍ଷକ ଯଜ୍ଞେଶ୍ବର ପାଣିଗ୍ରାହୀଙ୍କ ପରଲୋକ   08-Mar-2026
  ଜିଲ୍ଲା  
ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଯଥାଶୀଘ୍ର କାର୍ଯ୍ୟକାରୀ କରାଯିବା ଉଚିତ   08-Mar-2026
  ଜିଲ୍ଲା  
ଆନ୍ତର୍ଜାତିକ ମହିଳା ଦିବସ ପାଳିତ   08-Mar-2026
  ଜିଲ୍ଲା  
ଉତ୍କଳ ମହିଳା ବିକାଶ ପରିଷଦ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   08-Mar-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ   08-Mar-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ   08-Mar-2026
  ଜିଲ୍ଲା  
ବିନିକା ଗୋକୁଳାଷ୍ଟମୀ ମହୋତ୍ସବ ସମ୍ପାଦକଙ୍କ ପରଲୋକ   08-Mar-2026
  ଜିଲ୍ଲା  
ତହଁକ୍ ତିହାର୍ ଉଦଯାପିତ   08-Mar-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ ଅଂଚଳର ସାମଗ୍ରିକ ଉନ୍ନତି ପାଇଁ ୧୨ଟି ପ୍ରସ୍ତାବ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ପ୍ରଦାନ   08-Mar-2026
  ଜିଲ୍ଲା  
ଅନ୍ତର୍ଜାତୀୟ ମହିଳା ଦିବସରେ ବିଏମ୍ ସିର ଗଣଦୌଡ♦️ “ମହିଳାମାନଙ୍କ ଶକ୍ତି ସୁରକ୍ଷା ବଳୟରେ ପରିଣତ ହେଉ”-ବାଚସ୍ପତି   08-Mar-2026

You Might Also Like